Monthly Archives

July 2023

ଇସ୍ପାତ ସାହିତ୍ୟ ସଂସଦର ଆଲୋଚନା ସଭା ଓ ଗୀତି କବିତା ପାଠ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ କବି ପଦ୍ମଶ୍ରୀ ରାଧାମୋହନ ଗଡ଼ନାୟକଙ୍କ ସାହିତ୍ୟ କୃତି ଉପରେ ଆଲୋଚନା ସଭା ଏବଂ ଗୀତି କବିତା ପାଠ କାର୍ଯ୍ୟକ୍ରମ ସଂସଦର ସଭାପତି ବ୍ରଜେନ୍ଦ୍ର ଦାଶଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି ।
Read More...

ସ୍ୱସ୍ତି ସାହିତ୍ୟ ସଂସଦର ମାସିକ ସାହିତ୍ୟ ଆସର

ଗୁରୁଙ୍କ ପାଇଁ ଚେତନା ଉର୍ଦ୍ଧ୍ବ ସ୍ତର ହୋଇଥାଏ ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟାନୁଷ୍ଠାନ ସ୍ୱସ୍ତି ସାହିତ୍ୟ ସଂସଦ ଓ ଗୋପବନ୍ଧୁ ପାଠାଗାରର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ସମାବେଶ ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଫେସର ଶଙ୍କର ପ୍ରସାଦ
Read More...

ଓଡିଶା ଗ୍ରାମୀଣ ସହରୀ ରୂପାନ୍ତରଣ ନୀତି

ଭୁବନେଶ୍ୱର : ସହରଗୁଡିକ ସହିତ ଲାଗିଥିବା ଗ୍ରାମୀଣ ଅଞ୍ଚଳଗୁଡିକର ଦ୍ରୁତ ଅଭିବୃଦ୍ଧି ଜନିତ ଗ୍ରାମାଞ୍ଚଳ ଓ ସହର ମଧ୍ୟରେରେ ଉପୁଜୁଥିବା ପାର୍ଥକ୍ୟ ଅତିକ୍ରମ କରି ସମସ୍ତ ନାଗରିକ ମାନଙ୍କୁ ଅତ୍ୟାବଶକୀୟ ସହରୀ ଭିତ୍ତିଭୂମି ଏବଂ ସେବା ଯୋଗାଇବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର, ୭୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁର ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ
Read More...

ଟିଟିଲାଗଡ଼ ଥାନା ସମ୍ମିଳନୀ କକ୍ଷରେ ଆମ ପୋଲିସ ସମିତି ବୈଠକ

ଟିଟିଲାଗଡ଼, (ସଂଜୟ କୁମାର ନାୟକ) : ସୋମବାର ଦିନ ସକାଳ ୧୧ଟା ସମୟରେ ଟିଟିଲାଗଡ ଥାନା ଅଧିକାରୀ ମନୋଜ ପ୍ରଧାନଙ୍କ ସଭାପତିତ୍ୱରେ ଟିଟିଲାଗଡ ସହରର ଗଣ୍ୟମାନ୍ୟ ବ୍ୟକ୍ତି, ବିଭିନ୍ନ ଗ୍ରାମର ସରପଞ୍ଚ ତଥା ସରପଞ୍ଚଙ୍କ ପ୍ରତିନିଧି, ସମାଜସେବୀମାନଙ୍କୁ ଡକାଇ ଥାନା ସମ୍ମିଳନୀ କକ୍ଷରେ ଆମ ପୋଲିସ
Read More...

ବେଲଗାଁ ଉତ୍କଳ କନ୍ଧ ସମାଜର ସାଧାରଣ ସଭା

୭ଟି କନ୍ଧ ପ୍ରଗଣାର ଗୃହ ପାଇଁ ପ୍ରତିଶୃତି ଦେଲେ ମନ୍ତ୍ରୀଆଗାମୀ ଦିନ ନିଶା ନିବାରଣକୁ ବିରୋଧ କରି ଶିକ୍ଷା ଉପରେ ଗୁରୁତ୍ୱ ଦିଆଯିବ : ଜିଲ୍ଲା ସଭାପତି ବିରଞ୍ଚି ଭୋଇ ସଇଁତଲା, (ପ୍ରମୋଦ କୁମାର ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ବେଲଗାଁ କଲ୍ୟାଣ ମଣ୍ଡପ ପରିସରରେ ଜିଲ୍ଲା
Read More...

ୟୁସିସିକୁ କଡା ଟକ୍କର ଦେବ ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘ

କେନ୍ଦ୍ର ସରକାର ୟୁସିସି ପ୍ରତ୍ୟାହାର ନ କଲା ପର୍ଯ୍ୟନ୍ତ ହେବ ଜୋରଦାର ଆନ୍ଦୋଳନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସର୍କିଟ ହାଉସଠାରେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ଆହ୍ୱାନ କ୍ରମେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି
Read More...

ହାଇୱା ଧକ୍କାରେ ନାବାଳକ ଗୁରୁତର, ହାଇୱା ଚମ୍ପଟ୍

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ମହତାବ ଉଚ୍ଚ ବିଦ୍ୟାଳୟ ସନ୍ନିକଟ ପିଡ଼ିକେ ରାସ୍ତାରେ ରବିବାର ସଂଧ୍ୟାରେ ଏକ ହାଇୱା ଧକ୍କାରେ ଜନୈକ ନାବାଳକ ଗୁରୁତର ଭାବେ ଆହତ ହୋଇ ସମ୍ପ୍ରତି ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ପ୍ରାପ୍ତ ସୂଚନା ଅନୁଯାୟୀ, ଡେଲାଙ୍ଗ ବ୍ଲକ୍
Read More...

ଶ୍ରାବଣ ମାସର ପ୍ରଥମ ସୋମବାରରେ ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲରେ ଜଳାଭିଷେକ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ଆଜି ଶ୍ରାବଣ ମାସର ପ୍ରଥମ ସୋମବାର ହୋଇଥିବାରୁ ରାଜ୍ୟର ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଜଳାଭିଷେକ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶାର ପ୍ରମୁଖ ଶୈବପୀଠ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲଠାରେ
Read More...

ବୋଲେରୋକୁ ଧକ୍କା ଦେଲା ଟ୍ରକ୍‌ : ଜଣେ ମୃତ, ସ୍ଥାନୀୟ ଲୋକଙ୍କ ରାସ୍ତାରୋକ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଥାନା ତଥା ଭବାନୀପାଟଣା - ଖଡ଼ିଆଳ ରାଜ୍ୟ ରାଜପଥ ଚାନ୍ଦୋତରା ଛକଠାରେ ଆଜି ପାହାନ୍ତିଆରେ ବୋଲେରୋକୁ ଧକ୍କା ଦେଲା ଟ୍ରକ୍‌ ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ
Read More...