Monthly Archives

July 2023

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ନିମନ୍ତେ ବ୍ୟାଙ୍କ ଋଣ ଓ ସୁଧ ଫେରସ୍ତ ପାଇଁ ସଚେତନତା ଶିବିର ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଡୁଡୁକା କଲ୍ୟାଣ ମଣ୍ଡପଠାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ନିମନ୍ତେ ବ୍ୟାଙ୍କ ଋଣ ଓ ସୁଧ ଫେରସ୍ତ ପାଇଁ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ମୁଖ୍ୟ ଅତିଥି ଭାବେ ଆଗଲପୁର ବ୍ଲକ
Read More...

ସ୍ଵତନ୍ତ୍ର ଅଲମ୍ପିକ୍ସ ୱାର୍ଲ୍ଡ ଗେମ୍ସ ରୌପ୍ୟ ବିଜେତାଙ୍କୁ ବଲାଙ୍ଗିର ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜର୍ମାନୀର ବର୍ଲିନଠାରେ ଅନୁଷ୍ଠିତ ସ୍ଵତନ୍ତ୍ର ଅଲମ୍ପିକ୍ସ ୱାର୍ଲ୍ଡ ଗେମ୍ସ-୨୦୨୩ରେ ଭାଗ ନେଇ ସଟ୍‌ଫୁଟରେ ରୌପ୍ୟ ପଦକ ହାସଲ କରିଥିବା ବୈଷ୍ଣବ ରାଜପଲିଆଙ୍କୁ ବଲାଙ୍ଗିର ଜିଲ୍ଲା ପ୍ରଶାସନ ସମ୍ବର୍ଦ୍ଧିତ କରିଛି । ଜୁନ ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ହୋଇଥିବା
Read More...

ଟିଟିଲାଗଡ଼ ପୌର ପରିଷଦ ଅଞ୍ଚଳରେ ତିନି ମାସ ହେଲା ଲୋକଙ୍କୁ ମିଳିନି ଛତୁଆ : ପ୍ରସ୍ତୁତ ହୋଇଥିବା ଛତୁଆ ଗଲା କୁଆଡେ,…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ସରକାର ଲୋକଙ୍କ ନିମନ୍ତେ ବିଭିନ୍ନ ଯୋଜନା ପ୍ରଣୟନ କରୁଥିବା ବେଳେ ଅପପୁଷ୍ଟିର ଶିକାର ହେଉଥିବା ଗର୍ଭବତୀ ମହିଳା ଓ ଶିଶୁମାନଙ୍କ ନିମନ୍ତେ ବିଭିନ୍ନ ଯୋଜନା ଅନ୍ତର୍ଗତ ପ୍ରତି ମାସରେ ଛତୁଆ, ସୁଜି, ଅଣ୍ଡା ଯୋଗାଇ ଦେବାର ବ୍ୟବସ୍ଥା ରହିଛି । ସହଜରେ
Read More...

ବନଖଣ୍ଡ ଅଧିକାରୀଙ୍କ ନୂତନ କାର୍ଯ୍ୟାଳୟଠାରେ ଜିଲ୍ଲାସ୍ତରୀୟ ୭୪ତମ ବନ ମହୋତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ବନଖଣ୍ଡ ଅଧିକାରୀଙ୍କ ନୂତନ କାର୍ଯ୍ୟାଳୟଠାରେ ଜିଲ୍ଲାସ୍ତରୀୟ ୭୪ତମ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ମହୋତ୍ସବରେ ବଲାଙ୍ଗିର କେନ୍ଦୁପତ୍ର ସର୍କଲର ସିସିଏଫ୍‌ ହର୍ଷବର୍ଦ୍ଧନ ଉଦ୍‌ଗାତା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ, ବଲାଙ୍ଗିର
Read More...

ପାଇକମାଲ ବ୍ଲକ ମହିଳା ଶକ୍ତିର ସମସ୍ତ ପଦାଧିକାରୀମାନଙ୍କ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ମହିଳା ଶକ୍ତିର ସମସ୍ତ ପଦାଧିକାରୀମାନଙ୍କ ସମ୍ମିଳନୀ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ସ୍ଥିତ ଆଇଓସିଏଲ୍‌ ଗେଷ୍ଟ ହାଉସଠାରେ ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ବ୍ଲକ ମହିଳା ଶକ୍ତିର ସଭାପତି ଲଲିତ ଜଗତଙ୍କ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ବନ ମହୋତ୍ସବ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ଉତ୍ତର ବନ ଖଣ୍ଡ ଅଧିନସ୍ଥ ମ.ରାମପୁର ବନ ବିଭାଗ ପକ୍ଷରୁ ଆଜି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ମ.ରାମପୁର ରେଞ୍ଜ ଅଧିକାରୀ ଅସିତ୍ କୁମାର ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ସରସ୍ଵତୀ
Read More...

ଏକତ୍ରର ନାଟ୍ୟପଠନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀର ୨୪ଟି ନାଟ୍ୟାନୁଷ୍ଠାନକୁ ନେଇ ଗଠିତ ଏକତ୍ର ରାଉରକେଲା ତରଫରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ନାଟ୍ୟପଠନ ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ଏକତ୍ରର ସଭାପତି ରାଜୀବ ପାଣିଙ୍କ ସଭାପତିତ୍ୱ ଓ ସଂଯୋଜନା ତଥା ସାଧାରଣ ସଂପାଦକ
Read More...

କେନ୍ଦ୍ର ସରକାରଙ୍କ ୯ ବର୍ଷ ପୂର୍ତ୍ତି ଉତ୍ସବ : ଚଣ୍ତୀଭଟା ଗ୍ରାମରେ ଜନସମ୍ପର୍କ ଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିର୍ବାଚନ ମଣ୍ଡଳୀରେ କେନ୍ଦ୍ରରେ ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ବ୍ୟାପକ ଭାବେ ଜନ ସଂପର୍କ ଯାତ୍ରା ଚାଳିଛି । ଆଜି ଝାରବନ୍ଧ ବ୍ଲକ ଚଣ୍ତିଭଟା ଗ୍ରାମକୁ ପଦ୍ମପୁର ପୂର୍ବତନ ବିଧାୟକ ତଥା ବିଜେପି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି
Read More...

ବାବୁ ଫାସଡ଼ ଆର୍‌ଆଇଙ୍କୁ ବାଲି ମାଫିଆଙ୍କ ମାଡ଼, ଅଭିଯୁକ୍ତ ଥାନାରେ ଅଟକ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଲୋଇସିଂହା ଥାନା ଆଗଲପୁର ତହସିଲ ଅନ୍ତର୍ଗତ ବାବୁ ଫାସଡ଼ ରାଜସ୍ୱ ନିରୀକ୍ଷକଙ୍କୁ ବାଲି ମାଫିଆମାନେ ଆକ୍ରମଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ପୋଲିସ ଏନେଇ ଏକ ମାମଲା ରୁଜୁ କରି ଅଭିଯୁକ୍ତ ସନ୍ତୋଷ ପଧାନଙ୍କୁ ଥାନାରେ ଅଟକ ରଖିଥିବା ଜଣାଯାଇଛି ।
Read More...

ବନ କର୍ମଚାରୀଙ୍କୁ ଦିଆଗଲା କ୍ଷମତା : ଆତ୍ମରକ୍ଷା ପାଇଁ ଚଳାଇପାରିବେ ଗୁଳି

ଭୁବନେଶ୍ୱର : ଆତ୍ମରକ୍ଷା ପାଇଁ ଏଣିକି ଗୁଳି ଚଳାଇ ପାରିବେ ବନ କର୍ମଚାରୀ । ଫରେଷ୍ଟଗାର୍ଡଠାରୁ ଆରମ୍ଭ କରି ଫରେଷ୍ଟର, ଡେପୁଟି ଫରେଷ୍ଟ ରେଞ୍ଜ ଅଫିସର, ଫରେଷ୍ଟ ରେଞ୍ଜ ଅଫିସର, ଆସିଷ୍ଟାଣ୍ଟ କନ୍‌ଜରଭେଟର ଅଫ୍‌ ଫରେଷ୍ଟ, ସବ୍‌-ଡିଭିଜନାଲ ଫେରେଷ୍ଟ ଅଫିସର, କନ୍‌ଜରଭେଟର ଅଫ୍‌ ଫରେଷ୍ଟ,
Read More...