କଟକ, ବ୍ରହ୍ମପୁର ଓ ବୁର୍ଲା ତିନି ମେଡିକାଲ କଲେଜର ଅଗ୍ନି ସୁରକ୍ଷା ପାଇଁ ୪୫ ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍କେସିଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭିଏସ୍ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...