ଉନ୍ନୟନ ସମନ୍ଵୟ ଓ ତଦାରଖ କମିଟି (ଦିଶା) ବୈଠକ ଅନୁଷ୍ଠିତ
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ସକାଳ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ତଦାରଖ କମିଟି (ଦିଶା)ର ବୈଠକ କମିଟିର ଅଧ୍ୟକ୍ଷା ତଥା ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ!-->…
Read More...
Read More...