ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ବଲାଙ୍ଗିର, (କେପିଏନ୍ଏସ୍) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...