Daily Archives

ତାଲୁକ ଆଇନ ସହାୟତା କମିଟି ଦ୍ୱାରା ଜୁଭେନାଇଲ ଉପରେ ସଚେତନତା କାର୍ଯ୍ୟକ୍ରମ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ସିଭିଲ କୋର୍ଟ ତାଲୁକ ଆଇନ ସହାୟତା କମିଟି ଦ୍ୱାରା ସୋମବାର ଦିନ ସ୍ଥାନୀୟ ସରକାରୀ ବାଳକ ହାଇସ୍କୁଲରେ ଏକ ସଚେତନତା ଶିବିର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏହା ଜୁଭେନାଇଲ ଆଇନ ଉପରେ ଏହି ସଚେତନତା ଶିବିର ହୋଇଥିଲା ।
Read More...

ବଂଧୁତ୍ୱର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଓ ୧୯୭୭ ବ୍ୟାଚର ବଂଧୁମିଳନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୪ ଇସ୍ପାତ ଉଚ୍ଚ ବିଦ୍ୟାଳୟ ଓ ଇସ୍ପାତ ଶିକ୍ଷା ସଦନରେ ୧୯୭୭ ବ୍ୟାଚ ମାଟ୍ରିକ ପଢୁଥିବା ଛାତ୍ରଛାତ୍ରୀଙ୍କ ବଂଧୁତ୍ୱର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବଂଧୁମିଳନ ଓ ଭାବ ବିନିମୟ କାର୍ଯ୍ୟକ୍ରମ ସଂପ୍ରତି ସେକ୍ଟର ୧୪ ଦିଲ୍ଲୀ ପବ୍ଲିକ୍ ସ୍କୁଲର
Read More...

ପ୍ରୋ ସିଜିନ ନକ୍‌ଆଉଟ୍‌ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଲଦାର ୟୁନାଇଟେଡ ସ୍ପୋର୍ଟସ କ୍ଲବ ଦ୍ୱାରା ପ୍ରୋ ସିଜିନ ନକ୍‌ଆଉଟ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟ ଜଲଦା ମିନି ଷ୍ଟାଡିୟମଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ସମାଇ ସୋରେନଙ୍କ ସଭାପତିତ୍ୱ ତଥା ମଂଚ ସଂଯୋଜନାରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ
Read More...

ଉମେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : କୁହାଯାଏ କର୍ମ ହିଁ ଭଗବାନ ଯେମିତି କର୍ମ କରିବେ ସେମିତି ଫଳ ମଧ୍ୟ ପାଇବେ ଏଭଳି ଉକ୍ତି ଓ ତାର ସତ୍ୟତା ପ୍ରତିଫଳିତ ହୋଇଛି ବଲାଙ୍ଗିର ସହର ସ୍ଥିତ ଥିବା ସରକାରୀ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟାଳୟ ପରିସରରେ । କେବଳ କାଗଜ କଲମରେ କର୍ମ କରିହୁଏନି ପ୍ରତିଟି
Read More...

ପର୍ଯ୍ୟଟନ ବିକାଶ ପାଇଁ ସ୍ଥାନ ପରିଦର୍ଶନ କଲେ ଜିଲ୍ଲାପାଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପର୍ଯ୍ୟଟନରେ ଯୋଡ଼ି ହୋଇଛି ନୂଆ ଅଧ୍ୟାୟ । ଗାଇସିଲେଟ ବ୍ଲକକୁ ମିଳିଛି ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା । ୧୪ ଜୁଲାଇରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଗାଇସିଲେଟ ବ୍ଲକର ବୁରୋମୁଣ୍ଡା ଗ୍ରାମରେ କଳା ଗ୍ରାମ ଏବଂ
Read More...

ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ପଲସଦା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁନୀଳ କୁମାର ସିହ୍ନାଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ବିଦ୍ୟାଳୟର ପୂର୍ବତନ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ପାଣିଗ୍ରାହୀଙ୍କ
Read More...

ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମ୍ବଲପୁରୀ ଦିନ୍ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ 'ସମ୍ବଲପୁରୀ ଦିନ୍' ପାଳିତ ହୋଇଯାଇଛି । ଏଥି ଅବସରରେ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ସମ୍ବଲପୁରୀ ପିନ୍ଧି 'ସମ୍ବଲପୁରୀ ଦିନ୍' ମାନିଛନ୍ତି । 'ଅଗଷ୍ଟ ୧' ତାରିଖକୁ ଏଇ ଅଞ୍ଚଳର ସାହିତ୍ୟ ଓ
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ତାଲିମ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ
Read More...

୧୯୮୩ ବରିଷ୍ଠ ବ୍ୟାଚର ଭାବ ବିନିମୟ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଉଦିତନଗର ହାଇସ୍କୁଲରେ ପାଠ ପଢିଥିବା ୧୯୮୩ ବ୍ୟାଚ (ବରିଷ୍ଠ ବିଭାଗ)ର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭାବ ବିନିମୟ କାର୍ଯ୍ୟକ୍ରମ ରାଉରକେଲା କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି । ସମସ୍ତ ବଂଧୁ ନିଜ ନିଜର ପୁରୁଣା ସ୍ମୃତିକୁ ରୋମନ୍ଥନ କରିବା ସହ ପରସ୍ପର ମଧ୍ୟରେ
Read More...

ବିଲେଇସର୍ଡା ଗ୍ରାମରେ ବଜ୍ରାଘାତରେ ଜଣେ ଯୁବତୀଙ୍କ ମୃତ୍ୟୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ବିଲେଇସର୍ଡା ଗ୍ରାମରେ ବଜ୍ରାଘାତରେ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି । ମୃତ ଯୁବତୀ ଜଣକ ବିଲେଇସର୍ଡା ଗ୍ରାମର ରୀତା ଷାଣ୍ଡ (୨୭) ବୋଲି ଜଣାପଡିଛି । ମିଳିଥିବା ଖବର ଅନୁଯାୟୀ ଆଜି ସକାଳଠୁ
Read More...