Daily Archives

ବିଲେଇସର୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ପୁଷ୍ପଗୁଚ୍ଛ, ଫୁଲ, ଚନ୍ଦନ ଦେଇ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀ ସ୍ୱାଗତ କରିଥିଲେ ।
Read More...