Daily Archives

ବଲାଙ୍ଗିର ଟାଉନ ପୋଲିସକୁ ମିଳିଲା ବଡ଼ ସଫଳତା : ସହରର ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ ପୋଲିସ ଏକ ଚୋରି ଘଟଣାରେ ବଡ଼ ସଫଳତା ପାଇଛି । ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତ ଜୁଲାଇ ମାସ ୩୦ ତାରିଖ ରାତ୍ରୀରେ ବଲାଙ୍ଗିର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟସ୍ଥ ଜଳରାମ ମନ୍ଦିର ଗଳିରେ ଥିବା ପ୍ରିନ୍ସ ମୋବାଇଲ ଦୋକାନରୁ ସଟର
Read More...

ଜୟ ଦୁର୍ଗା ଏଣ୍ଟର ପ୍ରାଇଜେସ୍‌ର ୱାନ୍‌ ଗ୍ରାମ୍‌ ଗୋଲ୍ଡ ଜ୍ୱେଲରୀ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ବିଲେଇସର୍ଡା ଗ୍ରାମରେ ଆଜି ଜୟ ଦୁର୍ଗା ଏଣ୍ଟର ପ୍ରାଇଜେସ୍‌ର ୱାନ୍‌ ଗ୍ରାମ୍‌ ଗୋଲ୍ଡ ଜ୍ୱେଲରୀ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ ସମାରୋହରେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ
Read More...

ସର୍ବେଶ୍ୱରୀ ଷଡଙ୍ଗୀଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବ୍ରାହ୍ମଣପଡା ନିବାସୀ ସର୍ବେଶ୍ୱରୀ ଷଡଙ୍ଗୀଙ୍କ ୮୨ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ, ପରୋପକାରୀ ମହିଳା ଥିଲେ । ତାଙ୍କ ମୃତ୍ୟୁଶଯ୍ୟା ନିକଟରେ ୪ ପୁତ୍ର ଜ୍ୟେଷ୍ଠ ପୁତ୍ର ରାଧାଗୋବିନ୍ଦ ଷଡଙ୍ଗୀ, ବାଳଗୋବିନ୍ଦ, ଗୋବିନ୍ଦ ବଲ୍ଲବ ଓ
Read More...

ମାହେଶ୍ୱରୀ ସେବା ସଂଗଠନକୁ ପ୍ରଦାନ କରାଯିବ ପାର୍ବତୀଗିରି ସେବା ସମ୍ମାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଟିକ୍ରାପଡା ସ୍ଥିତ ଦଧିବାମନ ମନ୍ଦିରଠାରେ ପୂଜ୍ୟପୂଜା ସେବା ସଂଗଠନର ଏକ ବୈଠକ ଶିକ୍ଷାବିତ କପିଳ ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଚଳିତ ବର୍ଷ ପାଇଁ ମର୍ଯ୍ୟାଦାଜନକ ବହ୍ନିକନ୍ୟା ମାଆ ପାର୍ବତୀଗିରି ସେବା ସମ୍ମାନ ବଲାଙ୍ଗିରର
Read More...

ହୀରାକୁଦ ଷ୍ଟେସନର ପୁନର୍ବିକାଶ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

• ଯାତ୍ରୀ ସୁବିଧା ପାଇଁ ଅତ୍ୟାଧୁନିକ ରେଳ ଷ୍ଟେସନ କରିବାରକଳ୍ପନା କେବଳ ମୋଦିଜୀ ଚିନ୍ତା କରିପାରନ୍ତି- ଧର୍ମେନ୍ଦ୍ର ପ୍ରଧାନ• ଅମୃତ ଭାରତ ଷ୍ଟେସନ’ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର 25ଟି ଓ ଦେଶରେ 508ଟି ଷ୍ଟେସନର ନବୀକରଣ ପାଇଁ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ଓ
Read More...

ସମ୍ବଲପୁର ଆଇଆଇଏମ କ୍ୟାମ୍ପସ ପରିଦର୍ଶନ ସହ ବୃକ୍ଷ ରୋପଣ କଲେ କେନ୍ଦ୍ରମନ୍ତ୍ରୀ

• ବୁଣାକାର, ଚାଷୀ ଓ ଜନପ୍ରତିନିଧିଙ୍କ କାପାସିଟି ବିଲଡିଂବଢାଇବା ପାଇଁ କାର୍ଯ୍ୟ କରିବ ଆଇଆଇଏମ -ଧର୍ମେନ୍ଦ୍ର ପ୍ରଧାନ• ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସାମିଲ ହେଲେ ଆଇଆଇଏମର ଛାତ୍ରଛାତ୍ରୀ ଓ ପ୍ରାଧ୍ୟାପକଙ୍କ ସହ ସୈନିକ ସ୍କୁଲ, ନବଦୋୟ ବିଦ୍ୟାଳୟ ଓ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ• ୪୦୦
Read More...

ସମଗ୍ର ଦେଶର ୫୦୮ ରେଳ ଷ୍ଟେସନର ପୁନଃବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ

“ନୂତନ ଶକ୍ତି, ପ୍ରେରଣା ଏବଂ ସଂକଳ୍ପକୁ ଦୃଷ୍ଟିରେ ରଖି ଏକ ନୂତନ ଅଧ୍ୟାୟ ଆରମ୍ଭ ହେଉଛି”“ଆଜି ସମଗ୍ର ବିଶ୍ୱର ନଜର ଭାରତ ଉପରେ ରହିଛି । ଭାରତ ପ୍ରତି ବିଶ୍ୱର ମନୋଭାବ ବଦଳିଛି”“ଏତେ ସଂଖ୍ୟକ ଷ୍ଟେସନର ଆଧୁନିକୀକରଣ ଦେଶରେ ବିକାଶ ପାଇଁ ଏକ ନୂତନ ବାତାବରଣ ସୃଷ୍ଟି କରିବ”“ଏହି ଅମୃତ ରେଳ
Read More...

ଅମୃତ ଭାରତ ଷ୍ଟେସନ ଯୋଜନାରେ ସାମିଲ ହେଲା ହରିଶଙ୍କର ରୋଡ଼ ଷ୍ଟେସନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଏକ ଐତିହାସିକ ପଦକ୍ଷେପ ଭାବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ସମଗ୍ର ଦେଶରେ ୫୦୮ ରେଳ ଷ୍ଟେସନର ପୁନଃ ର୍ନିମାଣ ପାଇଁ ଶିଳାନ୍ୟାସ କରିଛନ୍ତି । ଅତ୍ୟାଧୁନିକ ସାଧାରଣ ପରିବହନ ସେବା ଯୋଗାଣ ଉପରେ ପ୍ରଧାନମନ୍ତ୍ରୀ
Read More...

ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ କମ୍ପୁଟର ମାଧ୍ୟମରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ପଦ୍ମପୁର ଟାଉନ କ୍ଲବ ଓ ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ତାପାଲି ବୀର ମହାରାଜପୁରର ମିଳିତ ଆନୁକୂଲ୍ୟରେ ରବିବାର ଅନୁଷ୍ଠିତ ହୋଇଯାଇଛି ।
Read More...

ବିଜୁ ଛାତ୍ର ଜନତା ଦଳର ନର୍ଲା ନିର୍ବାଚନ ମଣ୍ଡଳୀ ସଭାପତି ହେଲେ ଦେବେନ୍ଦ୍ର କୁମାର

କଳାହାଣ୍ଡି, (ନରୋତ୍ତମ ସେଲମା) : ଆଗାମୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବିଜୁ ଛାତ୍ର ଜନତା ଦଳ ତାର ପରିବର୍ଦ୍ଧିତ କମିଟି ଘୋଷଣା କରିଛି । ନିର୍ବାଚନୀ ମଣ୍ଡଳୀ ସ୍ତରରେ ବିଜୁ ଛାତ୍ର ଜନତା ଦଳକୁ ଶକ୍ତିଶାଳୀ ଓ ସୁସଂଗଠିତ କରିବା ପାଇଁ ଛାତ୍ର ନେତା ତଥା ସୁସଂଗଠକ ଦେବେନ୍ଦ୍ର କୁମାର
Read More...