Daily Archives

ପଶ୍ଚିମ ଓଡ଼ିଶାରୁ ଉତ୍ତର ଓଡ଼ିଶାକୁ ରେଳ ଚଳାଚଳ ପାଇଁ ଦିଲ୍ଲୀ ଯାତ୍ରା

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡ଼ିଶାରୁ ଉତ୍ତର ଓଡ଼ିଶାକୁ ରେଳ ଚଳାଚଳ (ରାଉରକେଲା - ଚକ୍ରଧରପୁର- କେନ୍ଦୁଝର- ଜାଜପୁର ରୋଡ- ଭଦ୍ରକ- ବାଲେଶ୍ଵର ଇଣ୍ଟରସିଟି) ପାଇଁ ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର, ଜାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ଵର ଜିଲ୍ଲାର ୮ଟି ସାମାଜିକ
Read More...

ଗୋପବନ୍ଧୁ ପାଠାଗାର ଏବଂ ସ୍ୱସ୍ତି ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରତିମାସ ପରି ସ୍ୱସ୍ତି ସାହିତ୍ୟ ସଂସଦର ମାସିକ ସାହିତ୍ୟ ଆସର ଗୋପବନ୍ଧୁ ପାଠାଗାରର ମିଳିତ ଆନୁକୂଲ୍ୟରେ ପାଠାଗାରର ସତ୍ୟବାଦୀ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ମହେନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ଛତ୍ରପୁର ରୋଟାରୀ କ୍ଲବ ପକ୍ଷରୁ ହସ୍ପିଟାଲ ପରିସରରେ ସଫେଇ ଓ ଚାରା ରୋପଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରେ ଛତ୍ରପୁର ରୋଟାରୀ କ୍ଲବ ଓ ହସ୍ପିଟାଲ କର୍ମଚାରୀଙ୍କ ମିଳିତ ଆନୁକୂଲ୍ୟରେ ସଫେଇ କାର୍ଯ୍ୟକ୍ରମ ସହ ଚାରା-ରୋପଣ କାର୍ଯ୍ୟକ୍ରମ ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ କ୍ଲବର ସଭାପତି ନିରଞ୍ଜନ
Read More...

୨ଟି କଣ୍ଟେନରରେ ଚାଲାଣ ହେଉଥିଲା ଗୋରୁ, ଲୋଇସିଂହାରେ ଧରି ଗୋରୁମାନଙ୍କୁ ବଲାଙ୍ଗିର ଗୋଶାଳାରେ ସୁରକ୍ଷିତ ଭାବେ ଥଇଥାନ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ୨ଟି କଣ୍ଟେନରେ ଗୋରୁ ଚାଲାଣ ହେଉଥିବା ବେଳେ ବଲାଙ୍ଗିର ଲୋଇସିଂହା ପୋଲିସ ମାଡ଼ିବସି ଗୋରୁ ଚାଲାଣ ହେଉଥିବା କଣ୍ଟେନରକୁ ଧରି ବଲାଙ୍ଗିର ଗୋଶାଳାରେ ଗୋରୁମାନଙ୍କୁ ସୁରକ୍ଷିତ ଭାବେ ଥଇଥାନ କରିଥିବା ଖବର ମିଳିଛି । ଗୋରୁ ଚାଲାଣ ହେଉଥିବା କଣ୍ଟେନର ୨ଟିର ନମ୍ବର
Read More...

କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱରଠାରେ ଅର୍ଥ ମନ୍ତ୍ରଣାଳୟର ଆଞ୍ଚଳିକ ବୈଠକ ଅନୁଷ୍ଠିତ

• ଓଡ଼ିଶା, ବିହାର, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗରେ ପିଏମ ସ୍ବନିଧି ଯୋଜନାର ପ୍ରଗତି ଓ ପ୍ରଦର୍ଶନ ସମୀକ୍ଷା ଦିଲ୍ଲୀ, (ପିଆଇବି) : କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାଗବତ କେ କରାଡ଼ଙ୍କ ଅଧ୍ୟକ୍ଷତାରେ ଆଜି ଭୁବନେଶ୍ବର ଠାରେ ଅର୍ଥ ମନ୍ତ୍ରଣାଳୟର ଆଞ୍ଚଳିକ ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ଓଡ଼ିଶାର ପିଏମ କିସାନ୍ ହିତାଧିକାରୀ, ନରେଗା ଶ୍ରମିକ ଓ ଜୈବିକ ଚାଷୀଙ୍କୁ ଦିଲ୍ଲୀରୁ ଆସିଲା ନିମନ୍ତ୍ରଣ

• ସ୍ୱାଧୀନତା ଦିବସ ସମାରୋହରେ ହେବେ ସ୍ୱତନ୍ତ୍ର ଅତିଥି ଦିଲ୍ଲୀ, (ପିଆଇବି) : ଚଳିତ ବର୍ଷ ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ହେଉଛି । ତେଣୁ ଏଥରର ସ୍ୱାଧୀନତା ଦିବସ ସମାରୋହକୁ ସ୍ମରଣୀୟ କରିବା ଲାଗି ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେବାକୁ
Read More...

ବିଶ୍ୱ ହସ୍ତୀ ଦିବସ ୨୦୨୩ ଉପଲକ୍ଷେ ପ୍ରେସ୍ ବିଜ୍ଞପ୍ତି

ସବୁଠାରୁ ଅଧିକ ସଂଖ୍ୟକ ଏସୀୟ ବଣୁଆ ହାତୀ ଥିବା ଭାରତ ଜୀବଜନ୍ତୁଙ୍କ ଦୀର୍ଘମିଆଦୀ ସଂରକ୍ଷଣର ମୁଖ୍ୟ ଆଶ୍ରୟସ୍ଥଳ : ଭୂପେନ୍ଦ୍ର ଯାଦବସ୍ଥାନୀୟ ଜନସାଧାରଣଙ୍କ ସକ୍ରିୟ ଅଂଶଗ୍ରହଣ ଯୋଗୁଁ ସଂରକ୍ଷଣ ନୂତନ ଶିଖର ଛୁଇଁ ପାରିବ ବୋଲି ଶ୍ରୀ ଯାଦବ କହିଛନ୍ତି ଦିଲ୍ଲୀ, (ପିଆଇବି) : ଜୈବ ବିବିଧତା
Read More...

ବିଶ୍ୱ ହାତୀ ଦିବସ ପାଳନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ୧୨ ଅଗଷ୍ଟରେ ପାଳନ କରାଯାଉଥିବା "ବିଶ୍ୱ ହାତୀ ଦିବସ" ହେଉଛି ଏକ ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମ, ଯାହା ହାତୀମାନଙ୍କ ସମ୍ମୁଖୀନ ହେଉଥିବା ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡିକ ବିଷୟରେ ସଚେତନତା ସୃଷ୍ଟି କରିବା ତଥା ସେମାନଙ୍କ ସୁରକ୍ଷା ତଥା
Read More...

କପିଲାଭଟା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ଓ ଶିକ୍ଷକଙ୍କ ବୈଠକ

ବଙ୍ଗୋମୁଣ୍ଡା, (ହୁଲୋ୍‌ବର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଦ୍ୱିତୀୟ ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବହୁ ସଂଖ୍ୟାରେ ଅଭିଭାବକ ଯୋଗଦାନ କରିଥିଲେ । ସଭାରେ ପ୍ରଧାନ ଶିକ୍ଷକ ଅରୁଣ କୁମାର
Read More...

ଭୁତିଆରବାହାଲ ସମିତି ସଭ୍ୟ ଉପନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଧାୟକ ନରସିଂହ ମିଶ୍ର

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ପଞ୍ଚାୟତରେ ଶୁକ୍ରବାର ଅନୁଷ୍ଠିତ ସମିତି ସଭ୍ୟ ଉପନିର୍ବାଚନରେ କଂଗ୍ରେସ ସମର୍ଥିତ ପ୍ରାର୍ଥୀ ଅଜିତ ସାହୁ ବିପୁଳ ଭୋଟ୍‌ରେ ବିଜୟୀ ହୋଇଥିବା ଜଣାପଡିଛି । କଂଗ୍ରେସ ସମର୍ଥିତ ପ୍ରାର୍ଥୀ ଶ୍ରୀ ସାହୁଙ୍କୁ ୧୦୬୧
Read More...