Daily Archives

ବଲାଙ୍ଗିର ସହରରେ ଟ୍ରାଫିକ୍ ପୋଲିସ କର୍ମଚାରୀଙ୍କୁ ଛତା ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଟ୍ରାଫିକ ନିୟନ୍ତ୍ରଣରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଟ୍ରାଫିକ ଥାନାର ପୋଲିସ କର୍ମଚାରୀଙ୍କୁ ଆଜି ଶନିବାର ଭୁବନେଶ୍ୱର ସ୍ଥିତ ଆମ୍ବ୍ରି ହସ୍ପିଟାଲ ତରଫରୁ ଛତା ବଣ୍ଟନ କରାଯାଇଛି । ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ଲିଙ୍ଗରାଜ ନାଥ…
Read More...

ଆସନ୍ତା ସେପ୍ଟେମ୍ବର ୬ରେ ସତ୍ୟ ନାରାୟଣ ବେହେରାଙ୍କ ଜନ୍ମ ବାର୍ଷିକ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ପ୍ରତିଷ୍ଠା ସଦସ୍ୟ ବରିଷ୍ଠ ସାମ୍ବାଦିକ, ସିନେ କଳାକାର ତଥା କବି ଲେଖକ ସ୍ୱର୍ଗତ ସତ୍ୟ ନାରାୟଣ ବେହେରା ଜନ୍ମ ବାର୍ଷିକ ଉତ୍ସବ ପାଳନ କରାଯିବ । ଏଥିପାଇଁ ସ୍ଥାନୀୟ ସାମ୍ବାଦିକ ଭବନଠାରେ ସତ୍ୟ ନାରାୟଣ ସ୍ମୃତି କମିଟି…
Read More...

ନକଲି ପାଉଚ ମଦ କାରଖାନାରେ ଚଢଉ, ଜଣେ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅବକାରୀ ବିଭାଗ ପକ୍ଷରୁ ଏକ ନକଲି ପାଉଚ କାରଖାନକୁ ଠାବ କରି ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ବିଶ୍ବସ୍ଥ ସୁତ୍ରରୁ ଖବର ପାଇ ଅବକାରୀ ଅଧିକ୍ଷକ ସୂବର୍ଣ୍ଣ ନାଏକଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ନିରୀକ୍ଷକ ରଶ୍ମିତା ଲାକ୍ରା, ପଦ୍ମପୁର…
Read More...

ବେଲପଡା ବ୍ଳକରେ ଚରମ ସୀମାରେ ଛତୁଆ ଦୁର୍ନୀତି ଅଭିଯୋଗ

ବେଲପଡ଼ା, (ଭୋଜରାଜ ଦଣ୍ଡସେନା) : ସରକାର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଇବା ଦେବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀମାନଙ୍କ ଜରିଆରେ ଦେଉଛନ୍ତି । କିନ୍ତୁ ଏଠି ଅଙ୍ଗନବାଡ଼ିଠାରୁ ଆରମ୍ଭ କରି ସୁପରଭାଇଜର, ଶିଶୁ ପ୍ରକଳ୍ପ…
Read More...

ତୁରେକେଲା ବ୍ଲକରେ ମାସିକ ବୈଠକ ଅନୁଷ୍ଠିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ବିଭିନ୍ନ କ୍ଳଷ୍ଟରରେ ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଚଳିତ ମାସର ତୃତୀୟ ଶନିବାର ମାନ୍ଦଲା କ୍ଲଷ୍ଟରର ବୈଠକ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା ।…
Read More...

ଜିଲ୍ଲା ପ୍ରଶାସନ, ବଲାଙ୍ଗିର ଏବଂ ମହାନଦୀ କୋଲଫିଲ୍ଡ ଲିମିଟେଡ ମଧ୍ୟରେ ୨ଟି ଚୁକ୍ତି ସ୍ଵାକ୍ଷର

• ୪ କୋଟି ୬୩ ଲକ୍ଷରେ ହେବ ଅନେକ ଉନ୍ନତିମୂଳକ କାର୍ଯ୍ୟ• ମିନିଷ୍ଟାଡିୟମ, କଲ୍ୟାଣ ମଣ୍ଡପ ପାଇଁ ଏମ୍‌ସିଏଲ୍‌ ଦେବ ଏକ କୋଟି ଟଙ୍କା ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲା ମୁଖ୍ୟାଳୟ କନଫରେନ୍ସ ହଲରେ ଜିଲ୍ଲା ପ୍ରଶାସନ ଏବଂ ମହାନଦୀ କୋଲଫିଲ୍ଡ ଲିମିଟେଡ, ବୁର୍ଲା ମଧ୍ୟରେ ବିଭିନ୍ନ…
Read More...

ଏସିଡ ଆକ୍ରମଣର ଶିକାର ହେଇଥିବା ପୀଡିତାଙ୍କୁ ଆର୍ଥିକ ସହାୟତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡାରେ ଏସିଡ୍‌ ଆକ୍ରମଣର ଶିକାର ହେଇଥିବା ପୀଡିତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ଏବଂ ନ୍ୟାୟକୁ ପ୍ରୋତ୍ସାହିତ କରିବା ଦିଗରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିର ପ୍ରଶଂସନୀୟ ପଦକ୍ଷେପ ନେଇଛି । ବଙ୍ଗୋମୁଣ୍ଡା ଥାନାରୁ ଏସିଡ୍‌…
Read More...

ସୁକତେଲ ଡେମ୍‌ରୁ ଗାଇସିଲେଟ ଅଞ୍ଚଳକୁ ପାଣି ଯୋଗାଇ ଦେବା ପାଇଁ ଦାବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସୁକତେଲ ଡେମ୍‌ରୁ ଗାଇସିଲେଟ ଅଞ୍ଚଳକୁ ପାଣି ଯୋଗାଇ ଦେବା ପାଇଁ ଦାବୀ ହୋଇଛି । କୁହାଯାଇଛି ଯେ, ବରଗଡ଼ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଅନର୍ଗତ ଚିର ମରୁଡି ଓ ଦାଦନ ପ୍ରବଣ ଅଞ୍ଚଳ ଗାଇସିଲାଟ ବ୍ଲକ ସ୍ୱାଧୀନତାର ୭୫ ବର୍ଷ ବିତିଯାଇଥିଲେ ସୁଦ୍ଧା ସବୁ…
Read More...

ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ୩୯ତମ ପ୍ରତିଷ୍ଠା ଦିବସ ପାଳିତ : ଗନ୍ଧମାର୍ଦ୍ଦନ ପର୍ବତର ସୁରକ୍ଷା ପାଇଁ ସଂକଳ୍ପ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ବରଗଡ ଜିଲ୍ଲାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ପୀଠଠାରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର ୩୯ତମ ପ୍ରତିଷ୍ଠା ଦିବସ ୩୯ଟି ଦୀପ ପ୍ରଜ୍ୱଳନ, ୩୯ଟି ବୃକ୍ଷ ରୋପଣ ଓ ୩୯ଟି ତୀରନ୍ଦାଜ ସହ ପାଳିତ ହୋଇ ନୂଆପଡା, ବଲାଙ୍ଗିର, କଳାହାଣ୍ଡି,…
Read More...

ବଲାଙ୍ଗିର ଟାଉନ୍‌ ଥାନାରେ ଗଦା ଗଦା ବୁଲେଟ୍‌, କଟୁଛି ଫାଇନ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ୍‌ ଥାନା ପରିସରରେ ଗଦା ଗଦା ବୁଲେଟ୍‌ ଦେଖିବାକୁ ମିଳିଛି । ଗତକାଲି ୬ଟି ବୁଲେଟ୍‌ କାବୁ କରି ବଲାଙ୍ଗିର ପୋଲିସ ୩୧ ହଜାର ଟଙ୍କା ଫାଇନ୍‌ କାଟିଥିବା ବେଳେ ଆଜି ପୁଣି ୫୦ରୁ ଅଧିକ ବୁଲେଟ୍‌ ପୋଲିସ୍‌ ହାତରେ ଧରାପଡ଼ିଛି । ଜିଲ୍ଲା ପରିବହନ…
Read More...