ଶେଷ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ଭିଡ଼
ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ପବିତ୍ର ଶ୍ରବଣ ମାସର ଶେଷ ସୋମବାରରେ ଶିବ ଲିଙ୍ଗରେ ଜଳାଅଭିଷେକ କରି ପୁଣ୍ୟପ୍ରାପ୍ତି ସକାଶେ ରବିବାର ପୁଣ୍ୟତୋୟା ଋଷିକୁଲ୍ୟା ନଦୀ ଘାଟରେ କାଉଡିଆଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା । ଜିଲ୍ଲାର ବିଭିନ୍ନ କୋଣ ଅନୁକୋଣରୁ କାଉଡ଼ିଆମାନେ ବିଭିନ୍ନ ଯାନ!-->…
Read More...
Read More...