Monthly Archives

August 2023

୫-ଟି ସଚିବଙ୍କ ଗସ୍ତକୁ ନେଇ ଗଞ୍ଜାମ ଜିଲ୍ଲାର ନେତା, ମନ୍ତ୍ରୀ, ବିଧାୟକ, ସାଂସଦଙ୍କ ତତ୍ପରତା ବୃଦ୍ଧି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାକୁ ତିନିଦିନିଆ ଗସ୍ତରେ ୫-ଟି ସଚିବ ଭି.କେ.ପଣ୍ଡିଆନ ଆସୁଛନ୍ତି । ଚଳିତ ୨୫, ୨୬, ୨୭ ତାରିଖରେ ହେଲିକପ୍ଟର ଯୋଗେ ଫାଇଭ-ଟି ସରକାରଙ୍କ ଗସ୍ତ ହେଉଥିବା ସରକାରୀ ଭାବେ ଜଣାପଡିଛି । ୫ଟି ସଚିବ ଭି.କେ.ପଣ୍ଡିଆନ ଲୋକଙ୍କ ସହିତ ମିଳାମିଶା…
Read More...

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ନିର୍ମାଣଧୀନ ଖୋର୍ଦ୍ଧା ରୋଡ଼-ବଲାଙ୍ଗିର ରେଳ ପ୍ରକଳ୍ପର ପୁରୁଣାପାଣି-ସୋନପୁର…

ଭୁବନେଶ୍ୱର : ପୂର୍ବତଟ ରେଳପଥ ମହାପ୍ରବନ୍ଧକ ମନୋଜ ଶର୍ମା ଆଜି ନିର୍ମାଣଧୀନ ଖୋର୍ଦ୍ଧା ରୋଡ଼-ବଲାଙ୍ଗିର ରେଳ ପ୍ରକଳ୍ପର ପୁରୁଣାପାଣି-ସୋନପୁର ରେଳ ସେକ୍ସନ ନିରୀକ୍ଷଣ କରି ବିଭିନ୍ନ ଭିତ୍ତିଭୂମି କାର୍ଯ୍ୟ ସମ୍ପର୍କରେ କାର୍ଯ୍ୟରତ ଅଧିକାରୀମାନଙ୍କଠାରୁ ନିର୍ମାଣ କାର୍ଯ୍ୟ ପଚାରି ବୁଝିଛନ୍ତି…
Read More...

ମକ୍କା ମଦିନାରୁ ଫେରିଥିବା ଶେଖ ହନିଫଙ୍କୁ ସମ୍ୱର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପାଇକମାଲ ବ୍ଲକ ମାଣ୍ଡୋସିଲ ଗ୍ରାମର ଏମ୍‌ଡି ଶେଖ ହନିଫ ଦୀର୍ଘ ୧୫ ଦିନ ଧରି ମକ୍କା ମଦିନା ତୀର୍ଥଯାତ୍ରାରେ ଯାଇ ନିଜ ଗାଁ ମାଣ୍ଡୋସିଲକୁ ଫେରି ଆସିବା ପରେ ତାଙ୍କୁ ସମ୍ୱର୍ଦ୍ଧନା ଜ୍ଞାପନ କରାଯାଇଛି । ଆଜି ମାଣ୍ଡୋସିଲ ଗାଁ କମିଟିର ଧନସିଂ…
Read More...

ଜି-୨୦ ବାଣିଜ୍ୟ ଓ ନିବେଶ ମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

"ଭାରତକୁ ଅପରିସୀମ ସୁଯୋଗ, ବିକଳ୍ପ ଓ ମୁକ୍ତ ବାଣିଜ୍ୟ ସ୍ଥଳୀର ମିଶ୍ରଣ ଭାବରେ ଦେଖାଯାଏ"’’ବିଗତ ୯ ବର୍ଷ ମଧ୍ୟରେ ଆମର ନିରନ୍ତର ପ୍ରୟାସ ଫଳରେ ଭାରତ ପଞ୍ଚମ ବୃହତ୍ତମ ବିଶ୍ୱ ଅର୍ଥନୀତିରେ ପରିଣତ ହୋଇଛି’’"ଭାରତ ଲାଲଫିତାରୁ ଦୂରେଇ ରେଡ୍ କାର୍ପେଟକୁ ଯାଇଛି""ଆମକୁ ସ୍ଥିର ଏବଂ ସମାବେଶୀ…
Read More...

ଚାନ୍ଦିଲି ପାହାଡ଼ ଝାଡେଶ୍ୱର ବାବାଙ୍କ ପୀଠର ବିକାଶ ପାଇଁ ୧ କୋଟି ଟଙ୍କା ଅନୁମୋଦନ କଲେ ରାଜ୍ୟ ସରକାର

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ନିକଟ ଚାନ୍ଦିଲି ପାହାଡ଼ ଝାଡେଶ୍ୱର ବାବାଙ୍କ ପୀଠ ପାଇଁ ୧ କୋଟି ଟଙ୍କା ଅନୁମୋଦନ ହୋଇଛି । କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରସ୍ତାବ ଅନୁଯାୟୀ ଆଜି ପର୍ଯ୍ୟଟନ ବିଭାଗର ରବୀନ୍ଦ୍ର…
Read More...

ଦେହଲି ଚାନ୍ଦିଲି ପାହାଡ଼ର ଝାଡ଼େଶ୍ୱର ମହାଦେବ ମନ୍ଦିରର ଉନ୍ନତି ନେଇ ମୁଖ୍ୟମନ୍ତ୍ରୀ ଉର୍ଦ୍ଦେଶ୍ୟରେ ବିଡ଼ିଓଙ୍କୁ…

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଦେହଲି ଚାନ୍ଦିଲି ପାହାଡ଼ର ଝାଡ଼େଶ୍ୱର ମହାଦେବ ମନ୍ଦିରର ଉନ୍ନତି ନେଇ ମନ୍ଦିର କମିଟି ସଦସ୍ୟ ଓ ବରିଷ୍ଠ ବିଜେଡି ନେତା ଅଜୟ ଦାସଙ୍କ ନେତୃତ୍ୱରେ ଏକ ଦାବୀପତ୍ର ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ…
Read More...

ଆଭାସୀ ମାଧ୍ୟମରେ ବଙ୍ଗୋମୁଣ୍ଡା ନୂତନ ବସଷ୍ଟାଣ୍ଡକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ୧୩ ଗୋଟି ଜିଲ୍ଲାର ୨୧ ଗୋଟି ନୂତନ ବସଷ୍ଟାଣ୍ଡକୁ ଲୋକାର୍ପଣ କରିଛନ୍ତି । ଏଥିରେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାର ତିନି କୋଟି ବ୍ୟୟ ଅଟକଳରେ ନିର୍ମିତ ଅତ୍ୟାଧୁନିକ ବସଷ୍ଟାଣ୍ଡ ଲୋକାର୍ପିତ ହୋଇଛି ।…
Read More...

ଚନ୍ଦ୍ରଯାନ-୩ର ସଫଳତା ପାଇଁ ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କୁ ଶୁଭେଚ୍ଛା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମହାକାଶରେ ଇତିହାସ ସୃଷ୍ଟି କଲା ଇସ୍ରୋର ମୁନ ମିଶନ ଚନ୍ଦ୍ରଯାନ-୩ । ଲ୍ୟାଣ୍ଡର ବୁଧବାର ସନ୍ଧ୍ୟାରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି । ତେବେ ଚୀନ୍, ଆମେରିକା ଏବଂ ଋଷ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିଥିଲେ ହେଁ ଦକ୍ଷିଣ ମେରୁରେ…
Read More...

ମହିଳା ପୋଲିସ ପିଏସ୍‌ଆଇଙ୍କ ଆତ୍ମହତ୍ୟା ଉଦ୍ୟମ, ଭଡ଼ା ଘରୁ ଗୁରୁତର ଅବସ୍ଥାରେ ଉଦ୍ଧାର

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ମହିଳା ପିଏସ୍‌ଆଇ ଗତ ବୁଧବାର ବିଳମ୍ଵିତ ରାତିରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଖବର ମିଳିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସଇଁତଲା ମେଡିକାଲରେ ପ୍ରାଥମିକ ଚିକିତ୍ସା କରିବା ପରେ ବଲାଙ୍ଗିର ଭୀମଭୋଇ ମେଡିକାଲକୁ…
Read More...

ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଦିବାସୀଙ୍କ ଭାଷା, ସଂସ୍କୃତି, ଐତିହ୍ୟ ତଥା ପରମ୍ପରାର ବିକାଶ ଉଦ୍ଦେଶ୍ୟରେ ଗଠିତ ହୋଇଥିବା ଅନୁସୂଚିତ ଜନଜାତି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ପ୍ରଥମ ତଥା ନବନିଯୁକ୍ତ ବଲାଙ୍ଗିର ଜିଲ୍ଲା ଅଧ୍ୟକ୍ଷ ବ୍ରଜମୋହନ ବିଶୋଇ ଆଜି ନିଜ ଦାୟିତ୍ୱ ଗ୍ରହଣ କରିଛନ୍ତି ।…
Read More...