Monthly Archives

August 2023

ଚନ୍ଦ୍ରୟାନ -୩ର ସଫଳ ଅବତରଣ ପାଇଁ ପ୍ରାର୍ଥନା କଲେ ଛାତ୍ରଛାତ୍ରୀ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁରଠାରେ ଚନ୍ଦ୍ରୟାନ -୩ର ସଫଳ ଅବତରଣକୁ ନେଇ ସାରା ଦେଶ ଉତ୍କଣ୍ଠାର ସହ ଚାହିଁବସିଥିବା ବେଳେ କୁନିକୁନି ଛାତ୍ରଛାତ୍ରୀ ମଧ୍ୟ ଏଥିରୁ ବାଦ ପଡ଼ିନାହାନ୍ତି । ଆଜି ସନ୍ଧ୍ୟାରେ ଚନ୍ଦ୍ରୟାନ -୩କେମିତି ଠିକ ଭାବରେ ଅବତରଣ କରିବ…
Read More...

ବିଇଓଙ୍କ ପ୍ରତିଶୃତି ପରେ ଆନ୍ଦୋଳନରୁ ଓହରିଲେ ଅଭିଭାବକ ଓ ଛାତ୍ରଛାତ୍ରୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ପୁରଣ ଦାବୀ କରି ଅଭିଭାବକ ଓ ଛାତ୍ରଛାତ୍ରୀମାନେ ସୋମବାରଠାରୁ ବିଦ୍ୟାଳୟର ସମ୍ମୁଖରେ ଧାରଣା ଦେଇ ଆନ୍ଦୋଳନ ଜାରି ରଖିଥିଲେ । ୨ୟ ଦିନ ଆନ୍ଦୋଳନ ଜାରି ରହିଥିବା ବେଳେ ମଣ୍ଡଳ ଶିକ୍ଷାଧିକାରୀ ବିନୋଦ…
Read More...

ଗାଁକୁ ରାସ୍ତା ନାହିଁ, ଦୋଳାରେ ମେଡିକାଲ ଗଲେ ଗର୍ଭବତୀ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତାଘାଟ ନିର୍ମାଣ କରୁଛନ୍ତି । ହେଲେ ଏବେ ବି ଅନେକ ସ୍ଥାନରେ ରାସ୍ତା ନଥିବାରୁ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଦୋଳାରେ ବୁହା ହେଉଛନ୍ତି ଗର୍ଭବତୀ ।…
Read More...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟର ରାତ୍ର ଜଗୁଆଳି

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟରେ ରାତ୍ର ଜଗୁଆଳି ଭାବରେ କାର୍ଯ୍ୟରତ ଅଜୟ କୁମାର ମଲ୍ଲିକଙ୍କୁ ଭିଜିଲାନ୍ସ କାବୁ କରିବାରେ ସଫଳ ହୋଇଛି । ତେବେ ସୂଚନା ମୁତାବକ ସମ୍ପୃକ୍ତ ରାତ୍ର ଜଗୁଆଳି ଜଣକ ଫିରିଙ୍ଗିଆ ତହସିଲ ଅନ୍ତର୍ଗତ…
Read More...

ଜହ୍ନରେ ପାଦ ଥାପିଲା ଭାରତ

ନୂଆଦିଲ୍ଲୀ : ଜହ୍ନରେ ପାଦ ଥାପିଛି ଭାରତ । ଚନ୍ଦ୍ର ପୃଷ୍ଠର ଦକ୍ଷିଣ ମେରୁରେ ସଫଳତାର ସହ ଅବତରଣ କରିଛି ଚନ୍ଦ୍ରାୟନ-୩ । ଆଜି ସାରା ଭାରତରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି । ଭାରତ ପାଇଁ ଏହା ଏକ ସୁବର୍ଣ୍ଣ ମୁହୂର୍ତ୍ତ । ଇସ୍ରୋ ଅଧ୍ୟକ୍ଷ ଏସ୍‌.ସୋମନାଥ ଏହି ସଫଳତା ପାଇଁ ବେଶ୍‌…
Read More...

କଂଟାବାଂଜି ସବ୍‌ ଜେଲର ଓ ୱେବ୍‌ ସାମ୍ବାଦିକଙ୍କ ଭିଡିଓ ଭାଇରାଲ ଘଟଣା : ସାମ୍ବାଦିକ ସଂଘ କଂଟାବାଂଜିର ଖବରଦାତା…

• ୨ ମାସ ପୂର୍ବରୁ ସଂପୃକ୍ତ ୱେବ ସାମ୍ବାଦିକ ସଂଘରୁ ବହିଷ୍କୃତ କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ସ୍ଥିତ ସାମ୍ବାଦିକ ସଂଘ ତରଫରୁ ବୁଧବାର ଏକ ଖବରଦାତା ସମ୍ମିଳନୀ ସ୍ଥାନୀୟ ପି.ଡବ୍ଲୁ.ଡି. ଡାକ ବଙ୍ଗଳାରେ ଅନୁଷ୍ଠିତ ହୋଇଯାଇଛି । କଂଟାବାଂଜି ସବ୍‌ ଜେଲର…
Read More...

ଅବ୍ୟବସ୍ଥା ଘେରରେ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ : ସମସ୍ତ ମୌଳିକ ସୁବିଧା ପାଇଁ ଦାବୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗି ରହିଥିବା ସହ ଛାତ୍ରୀଛାତ୍ରଙ୍କୁ ମୌଳିକ ସୁବିଧା ମିଳିବା କଷ୍ଟ କର ହୋଇପଡିଛି । ବିଦ୍ୟାଳୟରେ…
Read More...

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଞ୍ଚଦଶ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ୨୩ ଅଗଷ୍ଟ ୨୦୨୩ ରେ ଜୋହାନ୍ସବର୍ଗ ଠାରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ମହାମହିମ ସିରିଲ୍ ରାମାଫୋସାଙ୍କୁ ସାକ୍ଷାତ କରିଛନ୍ତି । ଉଭୟ ନେତା ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ…
Read More...

ବଙ୍ଗୋମୁଣ୍ଡାରେ ଜିଲ୍ଲା ସମିତି ସଭ୍ୟ ସଂଘର ସାଧାରଣ ବୈଠକ

ରାଜଧାନୀରେ ହେବାକୁ ଥିବା ଆନ୍ଦୋଳନରେ ସାମିଲ ପାଇଁ ନିଷ୍ପତ୍ତି ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଭାଗୃହଠାରେ ଆଜି ବଲାଙ୍ଗିର ଜିଲ୍ଲା ସମିତି ସଭ୍ୟ ସଂଘର ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା…
Read More...

୭ ଦିନ ପରେ ନିଖୋଜ ନାବାଳକ ଉଦ୍ଧାର : ଗାଁରେ ଖୁସିର ମାହୋଲ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ନିଖୋଜ ନାବାଳକ ୭ ଦିନ ପରେ ଘରକୁ ଫେରିଛନ୍ତି । ସେ ବରୋବାହାଲ ଗାଁଠାରେ ଥିବା ବେଳେ ଉଦ୍ଧାର କରିଛନ୍ତି ପରିବାର ଲୋକେ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା କୁଣ୍ଡାବୁଟୁଲା ପଞ୍ଚାୟତ ବାଦିଚକା ଗାଁର ୧୫ ବର୍ଷୀୟ ନାବାଳକ ମୋହନ ନାଗ ଗତ ୧୫ ତାରିଖ…
Read More...