Monthly Archives

August 2023

୧୧ ଦଫା ଦାବୀ ନେଇ ଆନ୍ଦୋଳନକୁ ଓହ୍ଲାଇଲା ବଲାଙ୍ଗିର ଜିଲ୍ଲା ସରପଞ୍ଚ ମହାସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୧ ଦଫା ଦାବୀ ନେଇ ଆନ୍ଦୋଳନକୁ ଓହ୍ଲାଇଛି ବଲାଙ୍ଗିର ଜିଲ୍ଲା ସରପଞ୍ଚ ମହାସଂଘ । ଦାବୀ ପୂରଣ ନ ହେଲେ ଆଗକୁ ଘନଘୋର ଆନ୍ଦୋଳନ ଚେତାବନୀ ଦେଇଛି ମହାସଂଘ । ଆଜି ବଲାଙ୍ଗିର ଜିଲ୍ଲାର ଗ୍ରାମ ପଞ୍ଚାୟତଗୁଡ଼ିକର ସରପଞ୍ଚମାନେ ଏକଜୁଟ୍‌ ହୋଇ ବଲାଙ୍ଗିର ଜିଲ୍ଲାପାଳଙ୍କ
Read More...

ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର : ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ଦାସ ଜଣେ ମହାନ ଦେଶଭକ୍ତ ଥିଲେ । ଦେଶମାତୃକାର ସେବା ସହ ଜଣେ ସମାଜ ସଂସ୍କାରକ ଭାବରେ
Read More...

କର୍ଲାମୁଣ୍ଡା ପ୍ରାଥମିକ କୃଷି ସମବାୟ ସମିତି ଲିଃ ସଭାପତି ଉପନିର୍ବାଚନରେ ଇନ୍ଦୁମତୀ ଭୋଇ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ପ୍ରାଥମିକ ସମବାୟ ସମିତି ଲିଃ.ର ସଭାପତି ପଦବୀ ପାଇଁ ଆଜି ଅନୁଷ୍ଠିତ ଉପନିର୍ବାଚନରେ ଇନ୍ଦୁମତୀ ଭୋଇ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ତେବେ ପ୍ରାଥମିକ କୃଷି ସମବାୟ ସମିତିର ୧୫ ଜଣ ନିର୍ଦେଶକ/ନିର୍ଦେଶିକାଙ୍କ
Read More...

କଣ୍ଟାବାଞ୍ଜିକୁ ଜିଲ୍ଲା ଦାବୀ ନେଇ ୧୨ ଘଣ୍ଟିଆ ବନ୍ଦ ପାଳନ

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବୀ ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି । ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ୱାନ କ୍ରମେ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ଆଜିର ଏହି ବନ୍ଦ ପାଳନରେ ସମସ୍ତ
Read More...

କେନ୍ଦୁପତ୍ର ବୋଝେଇ ଟ୍ରକ୍ ଜବତ ସହ ୨ ଗିରଫ

କେନ୍ଦୁଝର : କେନ୍ଦୁପତ୍ର ବୋଝେଇ ଟ୍ରକ୍ ଜବତ । କେନ୍ଦୁଝର ସଦର ବନାଞ୍ଚଳ ଜାତୀୟ ରାଜପଥ ୪୯ ନଂ ସାନଘାଗରା ନିକଟରୁ ସୋମବାର ରାତିରେ ଏକ କେନ୍ଦୁପତ୍ର ବୋଝେଇ ଟ୍ରକ୍‌କୁ ବନ ବିଭାଗ ଜବତ କରିଛି । ସୂଚନାନୁଯାୟୀ, ଟ୍ରକଟି ଆଠମଲ୍ଲିକରୁ ପଶ୍ଚିମବଙ୍ଗ କେନ୍ଦୁପତ୍ର ବୋଝେଇ କରି ଚେରା ଚାଲାଣ
Read More...

ବରଗଡ଼ ଏସପି କଡା ପଦକ୍ଷେପ : ଜିଲ୍ଲାର ବିଭିନ୍ନ ସ୍ଥାନରୁ ୩୦ ଜଣ କୋରେକ୍ସ ବେପାରୀଙ୍କୁ ଉଠାଇ ଆଣିଲା ପୋଲିସ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାରେ ବଢି ଚାଲିଥିବା ଅବାଧ ନିଶା କାରବାରକୁ ଆଖି ଆଗରେ ରଖି ବରଗଡ଼ ଏସ୍‌ପି କଡା ପଦକ୍ଷେପ ନେଇଛନ୍ତି । ୩୦ ଜଣ କୋରେକ୍ସ ବେପାରୀଙ୍କୁ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଉଠାଇ ଆଣି ବରଗଡ଼ ଏସ୍ପି ଅଫିସରେ ଅଟକ ରଖି ଅଧିକ ତଦନ୍ତ ଜାରି ରହିଛନ୍ତି ।
Read More...

ସ୍ୱତନ୍ତ୍ର ଜିଲ୍ଲା ଦାବୀ ନେଇ କଣ୍ଟାବାଞ୍ଜିରେ ୧୨ ଘଣ୍ଟିଆ ବନ୍ଦ ପାଳନ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ସ୍ୱତନ୍ତ୍ର ଜିଲ୍ଲା ଦାବୀ ନେଇ ଆଜି କଣ୍ଟାବାଞ୍ଜିରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ ହେଉଥିବା ବେଳେ ଏଥିରେ ବିଭିନ୍ନ ସଙ୍ଗଠନ ଓ ବୁଦ୍ଧିଜୀବୀ ସାମିଲ ହୋଇଥିବା ଜଣାପଡିଛି । ବନ୍ଦ ବେଳେ ସମସ୍ତ
Read More...

ପ୍ରଫେସର ଜେ କେ ରାଓଙ୍କୁ ସାମୁହିକ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଜଣେ ଚର୍ଚ୍ଚିତ ଶିକ୍ଷାବିତ୍ ପ୍ରଫେସର ଜେ କେ ରାଓଙ୍କ ବିୟୋଗରେ ରାଉରକେଲାର ବିଭିନ୍ନ ଅନୁଷ୍ଠାନ ତରଫରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ବାସନ୍ତୀ ପାଠାଗାରଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଡଃ ଶକ୍ତି ପ୍ରସାଦ ସାମନ୍ତରାୟଙ୍କ
Read More...

ଜାତୀୟସ୍ତରୀୟ ଶାସ୍ତ୍ରୀୟ ସଂଗୀତ ସମାରୋହ ଆସନ୍ତା ୯ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ମା' ବାଟ ମଙ୍ଗଳା ଷଷ୍ଠ ଜାତୀୟସ୍ତରୀୟ ଶାସ୍ତ୍ରୀୟ ସଂଗୀତ ସମାରୋହ ଆସନ୍ତା ୯ ତାରିଖ ଦିନ ଜଗଦା ସ୍ଥିତ ମା' ବାଟ ମଙ୍ଗଳା ଶକ୍ତି ପୀଠଠାରେ ଅନୁଷ୍ଠିତ ହେବ ବୋଲି ରାଉରକେଲା କ୍ଲବଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ଜଗଦା ସ୍ଥିତ ଜୟଦେବ
Read More...

ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଇଣ୍ତିଆନ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ଆକ୍ସନ ଆଣ୍ତ ରିସର୍ଚ ଓ ଭାରତ ସରକାରଙ୍କ ପୃଥିବୀ ମନ୍ତ୍ରଣାଳୟ ଓ ଯୁବ ବ୍ୟାପାର ମନ୍ତ୍ରଣାଳୟର ନେହେରୁ ୟୁବ କେନ୍ଦ୍ର, ପୁରୀ ଜିଲ୍ଲାର ଡେଲାଙ୍ଗ ବ୍ଲକର ସବପଲ୍ଲୀ ନୋଡାଲ ବିଦ୍ୟାପିଠ, ଅଭୟମୁଖୀ ରାମଚନ୍ଦ୍ରପୁରଠାରେ
Read More...