Monthly Archives

August 2023

ଲିମ୍‌ ଗଛୁ ଧାର୍‌ ଧାର୍‌ ବୁହୁଛେ ଗୁରସ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲିମ୍‌ ଗଛୁ ଧାର୍‌ ଧାର୍‌ ବୁହୁଛେ ଗୁରସ୍‌ । ଏନ୍‌ତା କାବା କରିଦେଲା ମେତାନ୍‌ ଗୁଟେ ଦୁରୁଶ୍‌ ଦେଖ୍‌ବାର୍‌ କେ ମିଲିଛେ ବଲାଙ୍ଗିର ସଦର୍‌ ବ୍ଲକ୍‌ ନେ ଥିବାର୍‌ ମାୟାବର୍‌ହା ଗାଁ ନେ । ଶରାବନ୍‌ ମାସ୍‌ କେ ମହାଦେବ୍‌ ବାବାଙ୍କର୍‌ ମାସ୍‌ ବଲି ଲୋକଙ୍କର୍‌
Read More...

ଉଚ୍ଚସ୍ତରୀୟ ବୈଠକରେ ବର୍ତ୍ତମାନର କୋଭିଡ-୧୯ ସ୍ଥିତି ଓ ପ୍ରସ୍ତୁତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ନୂଆଦିଲ୍ଲୀ, (ପିଆଇବି) : ବିଶ୍ୱସ୍ତରରେ କରୋନା ଭୂତାଣୁର କେତେକ ନୂଆ ପ୍ରତିରୂପ ଚିହ୍ନଟ ହେବାକୁ ନେଇ ରିପୋର୍ଟ ପ୍ରକାଶ ପାଇବା ପରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି. କେ. ମିଶ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତି ସମୀକ୍ଷା କରିଛନ୍ତି । ବିଶ୍ୱସ୍ତରରେ ଏବଂ ଭାରତରେ ବର୍ତ୍ତମାନର
Read More...

ମାନବିକତା ପରିବାର ପକ୍ଷରୁ ବିଶ୍ଵ ବରିଷ୍ଠ ନାଗରିକ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସମାଜ ପ୍ରତି ଦାୟିତ୍ୱ ଓ କର୍ତ୍ତବ୍ୟକୁ ସଫଳ ସମ୍ପାଦନା କରିଥିବା ବରିଷ୍ଠ ନାଗରିକଙ୍କୁ ସମ୍ମାନ ପ୍ରଦାନ କରିଛି ମାନବିକତା ପରିବାର । ଆଜି ସାରା ବିଶ୍ୱରେ ବରିଷ୍ଠ ନାଗରିକ ଦିବସ ବିଭିନ୍ନ ପ୍ରାନ୍ତରେ ଭିନ୍ନ ଭିନ୍ନ ଢ଼ଙ୍ଗରେ ପାଳିତ ହେଉଛି । ଏ ସମାଜ
Read More...

ଲଳିତକଳା ଏକାଡେମୀ ପକ୍ଷରୁ ଆର୍ଟ-ଗ୍ୟାଲେରୀ ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଆ ଭାଷା, ସାହିତ୍ୟ ପ୍ରତିଷ୍ଠାନ ଓ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁରସ୍ଥ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଓଡ଼ିଶା ଲଳିତ କଳା ଏକାଡେମୀର ଆଞ୍ଚଳିକ ଆର୍ଟ-ଗ୍ୟାଲେରୀ ଉଦ୍‌ଘାଟିତ ହୋଇଯାଇଛି । ଏକ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୬୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବଗାନ୍ଧୀ ସେବାକେନ୍ଦ୍ର ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ
Read More...

ବେନ୍ଦ୍ରା ରଘୁନାଥ ମନ୍ଦିର ମହନ୍ତଙ୍କ ପରଲୋକ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବେନ୍ଦ୍ରା ରଘୁନାଥ ମନ୍ଦିର ମଠର ମହନ୍ତ ଶ୍ରୀ ଶ୍ରୀ ବାସୁଦେବ ଦାସ ମହାରାଜଙ୍କ ପରଲୋକ ହୋଇଯାଇଛି । ମଠାଧିସଙ୍କ ପରଲୋକରେ ବେନ୍ଦ୍ରା ଗ୍ରାମସବୁ ତଥା ଅଂଚଳବାସୀ ଶୋକ ସନ୍ତପ୍ତ ହୋଇଯାଇଛନ୍ତି । ମହନ୍ତଙ୍କ ଶେଷ
Read More...

ମଧ୍ୟପ୍ରଦେଶ ରୋଜଗାର ମେଳାକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

"ଜାତୀୟ ଶିକ୍ଷା ନୀତି କାର୍ଯ୍ୟକାରୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବେ ନବ ନିଯୁକ୍ତ"“ବର୍ତ୍ତମାନର ସରକାର ପାଠ୍ୟକ୍ରମରେ ଆଞ୍ଚଳିକ ଭାଷା ଉପରେ ଗୁରୁତ୍ୱ ଦେଉଛନ୍ତି”“ଯେତେବେଳେ ସକାରାତ୍ମକ ଚିନ୍ତାଧାରା, ସଠିକ୍ ଉଦ୍ଦେଶ୍ୟ ଏବଂ ପୂର୍ଣ୍ଣ ନିଷ୍ଠା ସହିତ ନିଷ୍ପତ୍ତି ନିଆଯାଏ, ସେତେବେଳେ
Read More...

ବୁଧବାର ଚନ୍ଦ୍ରରେ ଅବତରଣ କରିବ ଭାରତର ଚନ୍ଦ୍ରଯାନ-୩

• ଯାନର ସ୍ଥିତି ଓ ପ୍ରସ୍ତୁତି ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହଙ୍କୁ ଅବଗତ କରାଇଲେ ଇସ୍ରୋ ଅଧ୍ୟକ୍ଷ ନୂଆଦିଲ୍ଲୀ, (ପିଆଇବି) : ବୁଧବାର, ୨୩ ଅଗଷ୍ଟ ୨୦୨୩ ସନ୍ଧ୍ୟାରେ ଭାରତର ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ । ଇସ୍ରୋ (ଭାରତୀୟ ମହାକାଶ ଗବେଷଣା ସଂଗଠନ)ର
Read More...

ଚଉଷଠି ଯୋଗନୀ ସାହିତ୍ୟ କଳା ପରିଷଦ ପକ୍ଷରୁ ଶ୍ରାବଣ ଉତ୍ସବ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଉପାନ୍ତ ଇଲାକାରେ ଥିବା ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲର ଭୋଗ ମଣ୍ଡପଠାରେ ଚଉଷଠି ଯୁଗନୀ ସାହିତ୍ୟ କଳା ପରିଷଦ ବଙ୍ଗୋମୁଣ୍ଡା ପକ୍ଷରୁ ଶ୍ରାବଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଶ୍ରାବଣ ଉତ୍ସବ ଉପରେ
Read More...

ସୁଶ୍ରୀ ଆଇଟିଆଇଠାରେ ବିଶ୍ୱ ଉଦ୍ୟୋଗିତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦାଇପାଲିଠାରେ ଅବସ୍ଥିତ ସୁଶ୍ରୀ ଆଇଟିସିଠାରେ ସ୍ୱାବଲମ୍ବୀ ଭାରତ ଅଭିଯାନ ଓ ରାମଜୀ ଯୁବକ ସଂଘ, ସଦାଇପାଲିର ମିଳିତ ଆନୁକୂଲ୍ୟରେ ତଥା ସୁଶ୍ରୀ ଶିକ୍ଷା ଅନୁଷ୍ଠାନ ସମୂହର ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ରଙ୍କ ଆବାହକତ୍ୱରେ ବିଶ୍ୱ ଉଦ୍ୟୋଗିତା ଦିବସ ପାଳିତ
Read More...