Monthly Archives

August 2023

ଓଷ୍ଟା ବଲାଙ୍ଗିର ଜିଲ୍ଲା ତରଫରୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ପ୍ରତିବାଦ ସମାବେଶ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଦିବା ଘ.୧୧ ସମୟରେ ଓଷ୍ଟା ବଲାଙ୍ଗିର ଜିଲ୍ଲା ତରଫରୁ ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପୂର୍ବତନ ରାଜ୍ୟ ସଭାପତି ବିନୋଦ ବିହାରୀ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଶତାଧିକ ଶିକ୍ଷକ, ଶିକ୍ଷା କର୍ମଚାରୀବୃନ୍ଦଙ୍କ ସମାବେଶ
Read More...

ବଲାଙ୍ଗିର କଂଗ୍ରେସ ପକ୍ଷରୁ କ୍ରାନ୍ତି ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସକାଳ ୧୦ ଘଣ୍ଟା ସମୟରେ ବଲାଙ୍ଗିର କଂଗ୍ରେସର କ୍ରାନ୍ତି ଦିବସ ପାଳନ କରିଛି । କଂଗ୍ରେସ ଭବନରେ କଂଗ୍ରେସ କର୍ମୀ ଏକତ୍ରିତ ହୋଇ ମହାତ୍ମା ଗାନ୍ଧୀଙ୍କ ସହ ଅନ୍ୟାନ୍ୟ ସ୍ୱାଧୀନତା ସଂଗ୍ରାମୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସ୍ୱାଧୀନତା
Read More...

ବିଶ୍ୱ ଆଦିବାସୀ ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୌରାଞ୍ଚଳରେ ବସବାସ କରୁଥିବା ସମସ୍ତ ଆଦିବାସୀ ପରିବାର ୨୯ତମ ବିଶ୍ୱ ଆଦିବାସୀ ଦିବସ ସ୍ଥାନୀୟ ଟାଉନ ହଲଠାରେ ପାଳିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଆଦିବାସୀ କଳା ସଂସ୍କୃତି ପରମ୍ପରା ବିଷୟରେ
Read More...

କୁଡାସିଂହାରେ ଅଜଗର ସାପ ଉଦ୍ଧାର

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡାସିଂହା ଗାଁର ନନ୍ଦିକିଶୋର ଦଲାଇ ନିଜ ବାଡିରେ ସଫେଇ କାର୍ଯ୍ୟ କରୁଥିବା ସମୟରେ ପ୍ରାୟ ୧୦ଫୁଟ ଲମ୍ବର ଏକ ଅଜଗର ସାପକୁ ଦେଖିବାକୁ ପାଇ ସଙ୍ଗେ ସଙ୍ଗେ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବନବିଭାଗର କର୍ମଚାରୀମାନେ ଆସି
Read More...

କ୍ରାନ୍ତୀ ଦିବସ ଅବସରରେ ଶ୍ରମିକଙ୍କ ବିକ୍ଷୋଭ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସମସ୍ତ କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ଡାକରାରେ ବଲାଙ୍ଗିରରେ ମଧ୍ୟ ଏଆଇଟିୟୁସି ନେତୃତ୍ୱରେ କ୍ରାନ୍ତୀ ଦିବସ ପାଳନ କରାଯାଇଥିଲା । କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣନୀତି ବିରୁଦ୍ଧରେ ହଜାର ହଜାର ଶ୍ରମିକ କୋସଳ କଳାମଣ୍ଡପଠାରୁ ଏଆଇଟିୟୁସି ଜିଲ୍ଲା
Read More...

ଇଷ୍ଟଜୋନ୍‌ ଚମ୍ପିଆନସିପ୍‌ ପାଇଁ ଓଡିଶା ଦଳ ଚୟନ ସରିଲା

ବଲାଙ୍ଗିରରୁ କଲିକତା ଅଭିମୁଖେ କଲେ ଯାତ୍ରା ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ପି.ଆର. ହାଇସ୍କୁଲ ଇନ୍‌ଡୋର ବ୍ୟାଡମିଣ୍ଟନ୍‌ ଷ୍ଟାଡିୟମଠାରେ ଇଷ୍ଟଜୋନ୍‌ ଚମ୍ପିଆନସିପ୍‌ ପାଇଁ ଓଡିଶା ଦଳ ଚୟନ ଶିବିର ଉଦ୍‌ଯାପିତ ହୋଇଛି । ଏହି ଶିବିରରେ ୧୯ ବର୍ଷରୁ କମ୍‌ ବାଳକ ଓ ବାଳିକା ଏବଂ ବରିଷ୍ଠ
Read More...

ସାମ୍ବିଧାନିକ ହକ୍‌ ନେଇ ଓବିସି ମଂଚର ଗଣଧାରଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତ ଛାଡ ଆନ୍ଦୋଳନ ଦିବସ ଉପଲକ୍ଷେ ଓଡିଶା ଓବିସି ମଂଚ ଡାକରାରେ ଆଜି ଜିଲ୍ଲା ଓବିସି ମଂଚ ବଲାଙ୍ଗିର ତରଫରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଓବିସି ମଂଚର ସାମ୍ବିଧାନିକ ହକ୍‌ ନେଇ ଗଣଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ମଂଚର ଉପସଭାପତି କିଶୋର
Read More...

ଅଗଷ୍ଟ ୯ କ୍ରାନ୍ତି ଦିବସ ଅବସରରେ ଏ.ଆଇ.ଟି.ୟୁ.ସି. ପକ୍ଷରୁ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଅଗଷ୍ଟ ୯ ତାରିଖ ଐତିହାସିକ କ୍ରାନ୍ତି ଦିବସ ଅଵସରରେ ଏ.ଆଇ.ଟି.ୟୁ.ସି. ସହ-ଅନୁବନ୍ଧିତ ବିଭିନ୍ନ ସଂଗଠନର କର୍ମଚାରୀ, କୃଷକ, ଶ୍ରମିକଙ୍କ ସମେତ ଗଞ୍ଜାମ ଜିଲ୍ଲାର ନିଖିଳ ଓଡିଶା ଅଙ୍ଗନୱାଡ଼ି କର୍ମୀ ମହାସଂଘର ସମାବେଶ ବିଶେଷ ପ୍ରଭାବିତ କରିଥିଲା ।
Read More...

ସେପ୍ଟେମ୍ବର ୯ରେ ବଲାଙ୍ଗିରର ସମସ୍ତ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ସେପ୍ଟେମ୍ବର ୯ ତାରିଖ ଶନିବାର ଦିନ ବଲାଙ୍ଗିରର ବଲାଙ୍ଗିର, ପାଟଣାଗଡ଼, ଟିଟିଲାଗଡ, କଣ୍ଟାବାଞ୍ଜି, ଲୋଇସିଂହା, ସଇଁତଳା, ମୁରିବାହଲ ଓ ବୋଙ୍ଗୋମୁଣ୍ଡାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ । ଏଥିରେ ସମସ୍ତ ପ୍ରକାର ବିଚାରାଧୀନ ମକୋଦ୍ଦମା ଯଥା
Read More...

ଏଡସ୍‌ ନିରାକରଣ ସଚେତନତା ମାରାଥନ

ବଲାଙ୍ଗିର : ଏଡସ୍‌ ନିରାକରଣ ସକାଶେ ସଚେତନତା ପାଇଁ ଜିଲ୍ଲା ପ୍ରଶାସନ ମାରାଥନ ଦୌଡ ଅୟୋଜନ କରିବ ବୋଲି ସୂଚନା ମିଳିଛି । ଯୁବବର୍ଗଙ୍କୁ ସଚେତନ କରାଇବାକୁ ଆସନ୍ତା ଅଗଷ୍ଟ ୧୧ ତାରିଖ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସ୍ଥିତ ଗାନ୍ଧୀ ଷ୍ଟାଡିୟମରୁ ଏହି ଦୌଡ ଆରମ୍ଭ ହୋଇ ଶାନ୍ତିପଡା ଛକ, ଲିଟଲ
Read More...