Monthly Archives

August 2023

ବଲାଙ୍ଗିର ବିଧାୟକଙ୍କୁ ଓଷ୍ଟା ପକ୍ଷରୁ ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବିଧାନସଭା ନିର୍ବାଚନ ମଣ୍ଡଳୀର ବଲାଙ୍ଗିର ଓ ଦେଓଗାଁ ବ୍ଲକର ସମସ୍ତ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଶତାଧିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ଓଷ୍ଟା ରାଜ୍ୟ ଉପସଭାପତି ସୁଧିର କୁମାର ନାଏକ, ଓଷ୍ଟା ଜିଲ୍ଲା ଯୁଗ୍ମ ସଂପାଦକ ଅନୀଲ କୁମାର ସାହୁ, ବଲାଙ୍ଗିର
Read More...

ଦିନିକିଆ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଳ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ । ସେ ସୁନାବେଡ଼ା ଅଭୟାରଣ୍ୟରେ ମାଓ ସ୍ଥିତି ଅନୁଧ୍ୟାନ କରିବା ସହ ବରିଷ୍ଠ ପୁଲିସ ଅଧିକାରୀଙ୍କୁ ନେଇ ସମୀକ୍ଷା କରିଛନ୍ତି । ମଙ୍ଗଳବାର ପୂର୍ବାହ୍ନରେ ରାଜ୍ୟ
Read More...

କଂଟାବାଂଜି ପୋଲିସ ଦ୍ୱାରା ୧୫୦ ବୋତଲ କଫଥ ସିରଫ ସହ ୩୧,୫୦୦ ଟଙ୍କା, ୨ଟି ମୋବାଇଲ ଓ ୨ଟି ମୋଟର ସାଇକେଲ ଜବତ : ୩ଜଣ…

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ପୋଲିସ ଦ୍ୱାରା ମଂଗଲବାର ସଂଧ୍ୟାରେ ୧୫୦ ବୋତଲ ଏସ୍‌କଫ ସିରଫ ଓ ନଗଦ ୩୧ହଜାର ୫ଶହ ଟଙ୍କା, ୨ଟି ମୋଟର ସାଇକଲ ସହ ୨ଟି ମୋବାଇଲ ଫୋନ ପୋଲିସ ଜବତ କରିଛି । ଗିରଫ ୩ଜଣଙ୍କୁ କୋର୍ଟ ଚାଲାଣ କରିଥିବା ପୋଲିସ ସୂଚନା ଦେଇଛି ।
Read More...

ଜାତୀୟ କ୍ରୀଡା ଦିବସ -୨୦୨୩ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଅଗଷ୍ଟ ୨୯ ତାରିଖ ଭାରତୀୟ କିମ୍ବଦନ୍ତୀ ହକି ତାରକା ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ କ୍ରୀଡା ଦିବସ ପାଳନ ଅବସରରେ ଡେଲାଙ୍ଗ ବ୍ଲକର ଅନେକ ବିଦ୍ୟାଳୟରେ ଏହି ଦିବସ ମହା ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି । ଏହି ଅବସରରେ ସରକାରୀ
Read More...

ଅଳଙ୍କାର ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ ସହ ଗୁଳିମାଡ଼ ଅଭିଯୋଗ

ଭୟ କରି ଲୁଟିନେଲେ ଅଳଙ୍କାର ଭର୍ତ୍ତି ବ୍ୟାଗ୍ : ଅଞ୍ଚଳବାସୀ ଓ ବ୍ୟବସାୟୀଙ୍କୁ ସୁରକ୍ଷା ଦାବୀରେ ରାସ୍ତାରୋକ : ପ୍ରତିଶୃତି ପରେ ହଟିଲା ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରରେ ଦିନ ଦିପହରେ ଡକାୟତି । ବାଲିଗୁଡ଼ା ବଜାରର ମଧ୍ୟ ଭାଗରେ
Read More...

ପ୍ରଥମ ସୂର୍ଯ୍ୟ ଅଭିଯାନ ପାଇଁ ଇସ୍ରୋ ପ୍ରସ୍ତୁତ

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା (ସ୍ୱାଧୀନ ଦାୟିତ୍ୱ), ପିଏମଓ, କାର୍ମିକ, ଜନ ଅଭିଯୋଗ, ପେନସନ, ଆଣବିକ ଶକ୍ତି ଏବଂ ମହାକାଶ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ ଆଜି କହିଛନ୍ତି ଯେ ସଫଳ ଚନ୍ଦ୍ରଯାନ ଅଭିଯାନ ଶେଷ ହେବା ପରେ ଭାରତ ପ୍ରଥମ ସୂର୍ଯ୍ୟ
Read More...

ସମସ୍ତ ଏଲପିଜି ଉପଭୋକ୍ତାଙ୍କ (୩୩ କୋଟି ସଂଯୋଗ) ପାଇଁ ଏଲପିଜି ସିଲିଣ୍ଡର ମୂଲ୍ୟ ୨୦୦ ଟଙ୍କା ହ୍ରାସ କରି ସାହସିକ…

● ରକ୍ଷାବନ୍ଧନ ଅବସରରେ ଦେଶର କୋଟି କୋଟି ଭଉଣୀଙ୍କୁ ଏହା ଏକ ଉପହାର : ପ୍ରଧାନମନ୍ତ୍ରୀ● ପିଏମ ଉଜ୍ଜ୍ୱଳା ଯୋଜନା ଉପଭୋକ୍ତାଙ୍କ ଆକାଉଣ୍ଟରେ ସିଲିଣ୍ଡର ପିଛା ୨୦୦ ଟଙ୍କା ସବସିଡି ଚାଲୁ ରହିବ● ୭୫ ଲକ୍ଷ ଅତିରିକ୍ତ ଉଜ୍ଜ୍ୱଳା ସଂଯୋଗକୁ ମଞ୍ଜୁର କଲେ ସରକାର, ଏହା ମୋଟ ପିଏମୟୁୱାଇ
Read More...

ହର୍ଡାଟାଲ କେନ୍ଦ୍ର କୁଲୁତା ସମାଜ ନିଷ୍ପତି ବିରୁଦ୍ଧରେ ନିନ୍ଦା ଓ ପ୍ରତିବାଦ

ବଲାଙ୍ଗିର, (କେପିଏନ୍‌ଏସ୍‌) : ହର୍ଡାଟାଲ କେନ୍ଦ୍ର କୁଲୁତା ସମାଜ ନିଷ୍ପତି ବିରୁଦ୍ଧରେ ନିନ୍ଦା ଓ ପ୍ରତିବାଦ ଜଣାଇଲେ ଯୁବ କୁଲୁତା ସମାଜ ସଭାପତି ଅସୀମ କୁମାର ଭୋଇ । ସେ କହିଛନ୍ତି ଯେ, ଏକ ଦୈନିକ ଖବରକାଗଜ ପଢି ଅବଗତ ହେଲି ଗତ ୨୭/୦୮/୨୦୨୩ ବଲାଙ୍ଗିର ବ୍ଲକ ହର୍ଡାଟାଲ ସ୍ଥିତ ଶ୍ରୀ ଶ୍ରୀ
Read More...

ବିଇଡି କଲେଜରେ ଜାତୀୟ କ୍ରୀଡା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତୀୟ ହକି ତାରକା ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ ପାଳନ ଅବସରରେ ସ୍ଥାନୀୟ ବିଇଡି କଲେଜରେ ଅଧ୍ୟକ୍ଷ ଅନନ୍ତ କୁମାର ନାଏକଙ୍କ ସଭାପତିତ୍ୱରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ଶିକ୍ଷକ ହେବାକୁ ଟ୍ରେନିଂ ନେବା ପାଇଁ ଆସୁଥିବା ଛାତ୍ରଛାତ୍ରୀଙ୍କ ସାମଗ୍ରିକ
Read More...

ପାଇକମାଲ ନବୋଦୟ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ହକି ତାରକା ମେଜର୍ ଧ୍ୟାନଚାନ୍ଦଙ୍କ ପ୍ରତିଛବିରେ ବିଦ୍ୟାଳୟର ଅଧ୍ୟକ୍ଷ ସରୋଜ କୁମାର ତ୍ରିପାଠୀ ଓ ଅନ୍ୟ ଶିକ୍ଷକ
Read More...