ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ବିଶାଳ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହ ଓଡିଶା ସଂସ୍କୃତି ସମ୍ପର୍କିତ ଚିତ୍ରକଳା…
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବନ ବିଭାଗ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ମଦନପୁର ସ୍ଥିତ ବିଶ୍ୱ ବିଦ୍ୟାଳୟ ପରିସରରେ ଏକ ବିଶାଳ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏକ ସଙ୍ଗରେ ବିଭିନ୍ନ କିସମର ୪୫୦୦ ବୃକ୍ଷ ରୋପଣ!-->…
Read More...
Read More...