Monthly Archives

August 2023

ମୁକ୍ତା ଯୋଜନାର ରାଜ୍ୟ ଉପଦେଷ୍ଟାଙ୍କ ଗଞ୍ଜାମ ଏନ୍‌ଏସି ଗସ୍ତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ମୁକ୍ତା ଯୋଜନାର ରାଜ୍ୟ ଉପଦେଷ୍ଟାଙ୍କ ଗଞ୍ଜାମ ଏନ୍‌ଏସି ଗସ୍ତ କରିଥିବା ଜଣାପଡିଛି । ରାଜ୍ୟ ମୁକ୍ତା ଯୋଜନା ରାଜ୍ୟ ଉପଦେଷ୍ଟା ଇସ୍ପିତା ସାହୁ ଗଞ୍ଜାମ ଏନ୍‌ଏସି ସଭାଗୃହଠାରେ ମୁକ୍ତା ଯୋଜନା ସମୀକ୍ଷା କାର୍ଯ୍ୟକ୍ରମରେ ମହିଳା ଗୋଷ୍ଠୀ ମା'ମାନଙ୍କ ସହ
Read More...

ଟିଟିଲାଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଆଜି ସ୍ଥାନୀୟ ଟିଟିଲାଗଡ଼ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ଶ୍ୟାମ ସୁନ୍ଦର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପରେ ଉମାକାନ୍ତ
Read More...

ଦିଲ୍ଲୀଠାରେ ଆୟୋଜିତ ଆକାର ଏକ୍ସସିଲେନ୍ସି ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡ଼ର ନିଲମ କେଟରର

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଦିନକୁ ଦିନ ଲୋକ ଯେତେ ଆଧୁନିକ ହେଉଛନ୍ତି ସେହିପରି ରୀତିନୀତି ଅନୁସାରେ ନିଜର ପର୍ବ ପର୍ବାଣୀ, ବିବାହ, ବ୍ରତ, ଜନ୍ମଦିନ, ବିବାହ ବାର୍ଷିକୀ ପାଳନ ପାଇଁ ନିଜେ ସମୟ ଦେଇ ନ ପାରିବା ଯୋଗୁଁ କାର୍ଯ୍ୟ ତଥା ଆୟୋଜନ କରିବାରେ ହଇରାଣ ହରକତ ହେଉଥିଲେ । ପ୍ରଥମେ
Read More...

ଟିଟିଲାଗଡ ପୌର ପରିଷଦର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଦୁଇ ମନ୍ତ୍ରୀ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ପୌର ପରିଷଦ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଉନ୍ନୟନମୂଳକ କାର୍ଯ୍ୟ ସମ୍ପନ୍ନ ହୋଇଥିବା ତଥା ଆଗାମୀ ଦିନରେ ହେବାକୁ ଥିବା ନୂତନ କାର୍ଯ୍ୟ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଟିଟିଲାଗଡ଼ର ପୌର
Read More...

ପଦ୍ମପୁର ଉପଖଣ୍ଡରେ ଜାତୀୟ କ୍ରୀଡା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ହକିର ଯାଦୁଗର ମେଜର୍ ଧ୍ୟାନଚାନ୍ଦଙ୍କ ଜନ୍ମତିଥି ଅବସରରେ ଆଜି ପଦ୍ମପୁର ଉପଖଣ୍ଡରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଛି । ଏହି ଅବସରରେ ଏକ ଶୋଭାଯାତ୍ରା ଦ୍ୱାରା ସହର ପରିକ୍ରମା କରି ଭୋଟର ସଚେତନତା ସୃଷ୍ଟି କରାଯାଇଥିଲା । ପ୍ରଥମେ ପଦ୍ମପୁର
Read More...

ବଲାଙ୍ଗିର ସହରର ବେଆଇନ ଭାବେ ନିର୍ମିତ ହୋଇଥିବା ଦୋକନ ଭାଂଗିଲା ପ୍ରଶାସନର ବୁଲ୍‌ଡୋଜର୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଗୋଶାଲା ନିକଟରୁ ମୁଖ୍ୟ ରାସ୍ତା କଡ଼ରେ ବେଆଇନ ଭାବେ ନିର୍ମିତ ହୋଇଥିବା ଦୋକନ ଭାଂଗିଛି ଆଜି ବଲାଙ୍ଗିର ପ୍ରଶାସନର ବୁଲ୍‌ଡୋଜର୍‌ । ଆଜି ପୂର୍ବାହ୍ନରେ ପୋଲିସ ଫୋର୍ସ ଓ ବୁଲ୍‌ଡୋଜର୍‌ ସହ ବଲାଙ୍ଗିର ପ୍ରଶାସନ ମାଡ଼ି ଆସିଥିଲା ଠିକାଦାର ପଡ଼ା
Read More...

ବାଲୁକା କଳା ମାଧ୍ୟମରେ ସ୍ୱଭାବ କବି ଗଂଗାଧର ମେହେରଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ବାଲୁକା ଶିଳ୍ପୀ ଓମ୍‌ପ୍ରକାଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବାଲୁକା କଳା ମାଧ୍ୟମରେ ସ୍ୱଭାବ କବି ଗଂଗାଧର ମେହେରଙ୍କୁ ତାଙ୍କ ୧୬୨ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ବାଲୁକା ଶିଳ୍ପୀ ଓମ୍‌ପ୍ରକାଶ ସାହୁ । ବାଲୁକା ଶିଳ୍ପୀ ଓମ୍‌ପ୍ରକାଶ ଜଣେ ଶିକ୍ଷକ ହୋଇଥିବା ବେଳେ ନିଜ ଅବସର ସମୟରେ ବାଲୁକା କଳାରେ
Read More...

ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟ ଉଦ୍‌ଘାଟନ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ହିଆଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ହିଆଲ କଲୋନୀପଡା ନିକଟରେ ଗତକାଲି ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଉଦ୍‌ଘାଟନ ହୋଇଯାଇଛି । ଏହି ଅବସରରେ କଣ୍ଟାବାଞ୍ଜି ତହସିଲଦାର ଅମୃତ ଲାଲ୍ ବେହେରାଙ୍କ କରକମଳରେ ଧୂପ ଦୀପ ଦେଇ
Read More...

ପଲ୍ଲୀ ଆଲୋକ ପାଠାଗାର ପକ୍ଷରୁ ଫଳଚାଷ ପାଇଁ ଚାରା ବଣ୍ଟନ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର ପକ୍ଷରୁ ଫଳ ଚାଷ ପାଇଁ ଚାରା ବଣ୍ଟନ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଆୟୋଜିତ କାର୍ଯ୍ୟକ୍ରମରେ ଫଳଚାରା ଯୋଗାଇଥିବା ସଷ୍ଟେନେବୁଲ ଗ୍ରୀନ ଇନିସିଏଟିଭ ଫାଉଣ୍ଡେସନ ଓ ବାସୁଦେବ
Read More...

ରାଉରକେଲା ଆଇନ ମହାବିଦ୍ୟାଳୟରେ ନୂତନ ଛାତ୍ରଙ୍କୁ ସ୍ୱାଗତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୧ ସ୍ଥିତ ରାଉରକେଲା ଆଇନ ମହାବିଦ୍ୟାଳୟରେ କଲେଜର ଅଧକ୍ଷ ଡ଼କ୍ଟର ଦେବେନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ନୂତନ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱାଗତ ଉତ୍ସବର ଆୟୋଜନ କରାଯାଇଥିଲା । ଉତ୍ସବରେ କଲେଜର ପୁରାତନ ଛାତ୍ର ସଂସଦର ସଭାପତି ଡ଼କ୍ଟର ସୁମନ
Read More...