Monthly Archives

August 2023

ଛତିଶଗଡ଼ରେ ପ୍ରବଳ ବର୍ଷା

ଭୁବନେଶ୍ୱର : ମହାନଦୀ ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ହେଉଛି । ଫଳରେ ହୀରାକୁଦରେ ଜଳସ୍ତର ବଢ଼ିବାରେ ଲାଗିଛି । ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୧୫.୫୨ ଫୁଟ ଥିବା ବେଳେ ବର୍ତ୍ତମାନ ୨ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ଜଳଭଣ୍ଡାର ଭିତରକୁ ୪ ଲକ୍ଷ ୭୭ ହଜାର ୨୯୦
Read More...

ପ୍ରବଳ ବର୍ଷା ଯୋଗୁଁ କେଦାରନାଥ ଯାତ୍ରା ପଥରେ ଭୂସ୍ଖଳନ

ଡେରାଡୁନ୍‌: ଗୁରୁବାର ରାତିରେ ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲା ଦେଇ ଯାଇଥିବା କେଦାରନାଥ ଯାତ୍ରା ପଥରେ ଭୂସ୍ଖଳନ ହେବାରୁ ପ୍ରାୟ ୧୩ଜଣ ଯାତ୍ରୀ ପୋତି ହୋଇଯାଇଥିବା ଆଶଙ୍କା କରାଯାଉଛି ବୋଲି ‘ଏଏନ୍‌ଆଇ’ ରିପୋର୍ଟ କରିଛି । ଗତରାତିରେ ପ୍ରବଳ ବୃଷ୍ଟିପାତ ଯୋଗୁଁ ଆସିଥିବା
Read More...

ଛାତ୍ର ଓ ଦାଦନ ସମସ୍ୟାର ସମାଧାନ ଦାବୀ ନେଇ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଛାତ୍ର କଂଗ୍ରେସର ବିକ୍ଷୋଭ

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲାରେ ଶିକ୍ଷା ସମସ୍ୟା ଓ ଦାଦନ ସମସ୍ୟା ବୃଦ୍ଧି ପାଉଥିବା ନେଇ ଆଜି ଛାତ୍ର କଂଗ୍ରେସ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି । ଜିଲ୍ଲାର ଏକମାତ୍ର ବିଶ୍ୱବିଦ୍ୟାଳୟ ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ସମେତ ସମସ୍ତ କଲେଜରେ ଏବେ ଅଧ୍ୟାପକ ଓ
Read More...

ଆସନ୍ତା ୫ ତାରିଖରୁ ପ୍ରତି ଶନିବାର ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଓଡ଼ିଶା ହାଇକୋର୍ଟ

କଟକ : କେବଳ ଛୁଟିଦିନକୁ ଛାଡ଼ିଦେଲେ ଆସନ୍ତା ୫ ତାରିଖରୁ ପ୍ରତି ଶନିବାର ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଓଡ଼ିଶା ହାଇକୋର୍ଟ । ଦୁଇ ସିଫ୍ଟରେ ଓଡ଼ିଶା ହାଇକୋର୍ଟ ପରିଦର୍ଶନ କରିପାରିବେ । ସକାଳ ୧୦ଟାରୁ ସାଢ଼େ ୧୧ଟା ଓ ସାଢ଼େ ୧୧ରୁ ୧ଟା ପର୍ଯ୍ୟନ୍ତ ଲୋକେ ହାଇକୋର୍ଟ ପରିଦର୍ଶନ କରିବେ ।
Read More...

ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦୁଇଦିନିଆ ସମ୍ମିଳନୀ

ଗ୍ରାମୀଣ ଓଡ଼ିଶାର ରୂପାନ୍ତିକରଣକୁ ରାଜ୍ୟ ସରକାରଙ୍କ ସର୍ବାଧିକ ପ୍ରାଧାନ୍ୟ : ମନ୍ତ୍ରୀ ଶ୍ରୀ ଅମାତ ଭୁବନେଶ୍ୱର : ଭାରତର ଆତ୍ମା ଗାଁରେ ରହିଛି । ମହାତ୍ମା ଗାନ୍ଧୀଙ୍କ ଏହି ଉକ୍ତିଟିକୁ ଓଡ଼ିଶା ସରକାର ସବୁଠାରୁ ଅଧିକ ଚରିତାର୍ଥ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ
Read More...

ଦେଶବ୍ୟାପୀ ଆରମ୍ଭ ହେବ ‘ମେରୀ ମାଟି ମେରା ଦେଶ’ ଅଭିଯାନ

● ଦେଶ ପାଇଁ ପ୍ରାଣବଳୀ ଦେଇଥିବା ବୀରଙ୍କୁ ଦିଆଯିବ ଶ୍ରଦ୍ଧାଞ୍ଜଳି● ଗ୍ରାମାଞ୍ଚଳରୁ ଜାତୀୟ ସ୍ତର ପର୍ଯ୍ୟନ୍ତ ଆୟୋଜନ କରାଯିବ ଜନଭାଗିଦାରୀ କାର୍ଯ୍ୟକ୍ରମ● ଗ୍ରାମ ପଞ୍ଚାୟତରେ ଶିଳା ଫଳକ ସଂଯୋଗ କରାଯିବ● ଅମୃତ କଳସ ଯାତ୍ରା ମାଧ୍ୟମରେ ଦେଶର କୋଣଅନୁକୋଣରୁ ମାଟି କଳସ ଅଣାଯାଇ ଅମୃତ ବାଟିକା
Read More...

ଜାତୀୟ ରାଜପଥ ବ୍ୟବହାରକାରୀଙ୍କ ପାଇଁ ଏକ ଏକୀକୃତ ମୋବାଇଲ୍ ଆପ୍ଲିକେସନ୍ ‘ରାଜମାର୍ଗଯାତ୍ରା’ ଆରମ୍ଭ କରିଛି…

ଦିଲ୍ଲୀ, (ପିଆଇବି) : ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍ଏଚ୍ଏଆଇ) ନାଗରିକ- କେନ୍ଦ୍ରିକ ଏକୀକୃତ ମୋବାଇଲ୍ ଆପ୍ଲିକେସନ୍ ‘ରାଜମାର୍ଗଯାତ୍ରା' ର ଶୁଭାରମ୍ଭ ସହିତ ରାଜପଥ ବ୍ୟବହାରକାରୀ ମାନଙ୍କ ଅଭିଜ୍ଞତାକୁ ମଜଭୁତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି । ଏହି ଉପଭୋକ୍ତା -
Read More...

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ

ଭୁବନେଶ୍ୱର : ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶୁକ୍ରବାର ରାତି ୧୦ଟା ୪୦ରେ ସେ ଭୁବନେଶ୍ୱରରେ ପହଞ୍ଚିବେ । ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିବେ । ଶନିବାର ପୂର୍ବାହ୍ନ ୧୧ଟାରେ ଲୋକସେବା ଭବନରେ ଭର୍ଚୁଆଲ
Read More...

ଟ୍ରକକୁ ପଛପଟୁ ଧକ୍କା ଦେଲା ଟ୍ରକ୍‌ : ଡ୍ରାଇଭର ଜୀବନ୍ତ ଦଗ୍ଧ

କେନ୍ଦୁଝର : କେନ୍ଦୁଝର ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥର ମହୁଲଡିହା ଗାଁ ନିକଟରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଗୋଟିଏ ଟ୍ରକକୁ ପଛରୁ ଆଉ ଏକ ଟ୍ରକ୍ ଧକ୍କା ଦେବା ପରେ ଟ୍ରକଟିରେ ନିଆଁ ଲାଗିଯାଇଥିଲା । ଫଳରେ ଟ୍ରକ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଥିବା ଜଣାପଡିଛି ।
Read More...

ଇସ୍ପାତ କାରଖାନାରେ ଅଘଟଣ : ତରଳ ଲୁହାରେ ପୋଡ଼ି ୧ ମୃତ

ଯାଜପୁର : ଯାଜପୁର ଜିଲ୍ଲା କଳିଙ୍ଗନଗର ଶିଳ୍ପାଞ୍ଚଳ ସ୍ଥିତ ମୈଥାନ ଇସ୍ପାତ କାରଖାନାରେ ଘଟିଛି ଏକ ଅଘଟଣ । ଏସ୍‌ଏମ୍‌ଏସ୍‌ ପ୍ଲାଣ୍ଟ ସାଇଟରେ ଲ୍ୟାଡ଼ର ଛିଡ଼ି ଯିବାରୁ ତରଳ ଲୁହାରେ ପୋଡ଼ି ଜଣଙ୍କର ମୃତ୍ୟୁ ହୋଇଛି । ଏଥିରେ ଅନ୍ୟ ୭ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତଙ୍କୁ ଚିକିତ୍ସା
Read More...