Monthly Archives

August 2023

ପିକଅପ୍ ଭ୍ୟାନ ଓଲଟି ୧୫ରୁ ଅଧିକ ଆହତ, ୩ ଗୁରୁତର

ଉଦଳା : ପିକଅପ୍ ଭ୍ୟାନ ଓଲଟି ୧୫ରୁ ଅଧିକ ଆହତ ୩ ଗୁରୁତର । କପ୍ତିପଦା ଥାନା ଭୁଣ୍ଡାସାହି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ବିଲ କାମ ପାଇଁ ଶ୍ରମିକମାନଙ୍କୁ ନେଇ ଏକ ପିକଅପ୍ ଭ୍ୟାନ୍ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ସୂଚନାନୁଯାୟୀ, ଶରତ ଥାନା କଟୁରିଆ ଅଞ୍ଚଳରୁ
Read More...

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ଘରେ ଡକାୟତି ଅଭିଯୋଗ

ସୁନ୍ଦରଗଡ଼ : ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ବର୍ତ୍ତମାନର ବିଜେଡି ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଗୋପାଳ ପ୍ରଧାନଙ୍କ ବିଲେଇମୁଣ୍ଡା ସ୍ଥିତ ବାସଭବନରେ ଡକାୟତି ହୋଇଥିବା ଅଭିଯୋଗ ହୋଇଛି । ଗୁରୁବାର ରାତିରେ ୫ ଜଣ ଡକାୟତ ଘର ପଛପଟ ଦେଇ ପଶିବା ସହ ଘରେ ଥିବା ସମସ୍ତ ସଦସ୍ୟଙ୍କୁ ବାନ୍ଧି ଦେଇ
Read More...

ଅବସର ନେଲେ ସତ୍ୟଜିତ ମହାନ୍ତି

ଭୁବନେଶ୍ୱର : ଅବସରପ୍ରାପ୍ତ ଆଇଏଏସ୍ ସତ୍ୟଜିତ୍ ମହାନ୍ତି ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଅଧ୍ୟକ୍ଷ ପଦବୀରୁ ଅବସର ନେଇଛନ୍ତି । ଆଉ ଓପିଏସ୍‌ସି ସଦସ୍ୟ ସନତ କୁମାର ମହାନ୍ତିଙ୍କୁ ଆୟୋଗର ଇନଚାର୍ଜ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନ୍ୟସ୍ତ ହୋଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି
Read More...

ଓଏଏସ୍ ପରୀକ୍ଷାରେ ରାଉରକେଲାର ସ୍ଥିତପ୍ରଜ୍ଞ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ପ୍ରଶାସନିକ ସେବା (ଓଏଏସ୍) ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ଏଥିରେ ୪୩ତମ ସ୍ଥାନ ହାସଲ କରିଛନ୍ତି ରାଉରକେଲାର ପୁଅ ସ୍ଥିତପ୍ରଜ୍ଞ ପତି । ରାଉରକେଲା ବାସନ୍ତୀ କଲୋନୀର ବାସିନ୍ଦା ଶରତ କୁମାର ପତି ଓ ମଞ୍ଜୁଲତା ପତିଙ୍କ ଏକମାତ୍ର ପୁତ୍ର ସ୍ଥିତପ୍ରଜ୍ଞ
Read More...

ବରଗଡ଼ର ବିକାଶ ଆବାସିକ ବିଦ୍ୟାଳୟର ୨ ପୂର୍ବତନ ଛାତ୍ରୀ ଏବଂ ବିକାଶ ହାୟର୍ ସେକେଣ୍ଡାରୀ ସ୍କୁଲର ଜଣେ ପୂର୍ବତନ ଛାତ୍ର…

ବରଗଡ଼, (ନିରୋଜ କୁମାର ପାଣୀ) : ଗତ ୩୧ ଜୁଲାଇ ୨୦୨୩ରେ ପ୍ରକାଶିତ ଓପିଏସ୍‌ସି ୨୦୨୧ ଫଳାଫଳରେ ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟର ୨ ପୂର୍ବତନ ଛାତ୍ରୀ ଓ ବିକାଶ ହାୟର ସେକେଣ୍ଡାରୀ ସ୍କୁଲର ଜଣେ ପୂର୍ବତନ ଛାତ୍ର ଓପିଏସ୍‌ସି ୨୦୨୧ ତାଲିକାର ଶୀର୍ଷ ୨୦୦ ରେଙ୍କରେ ରହି ବିକାଶ ଶିକ୍ଷାନୁଷ୍ଠାନ
Read More...

ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଖେଳ ପଡିଆଠାରେ ବର୍ଣ୍ଣାଢ଼୍ୟ ସମାରୋହରେ ପାଳନ କରାଯିବା ନିମନ୍ତେ ବାଲିଗୁଡା ଉପ ଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ
Read More...

ଟ୍ରକ ଓ କାର ମଧ୍ୟରେ ଧକ୍କା : ୧ ମୃତ, ୩ ଆହତ

ବଣାଇ, (ନାରାୟଣଚନ୍ଦ୍ର ବେହେରା) : ବୁଧବାର ଅପରାହ୍ନ ସମୟରେ ଦେବଗଡ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥର ଗୁଣ୍ଡେଇମରା ନିକଟରେ ଟ୍ରକ ଓ କାର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଆହତ ହୋଇଥିବା ଖବର ମିଳିଛି । ଆହତମାନେ ସମସ୍ତେ ଦେବଗଡ ଜିଲ୍ଲା ବାରକୋଟ ଥାନା ଅନ୍ତର୍ଗତ
Read More...

ହାପି ମୋମେଣ୍ଟସ ପକ୍ଷରୁ ସମ୍ବଲପୁରୀ ଦିନ୍‌ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ ଇଣ୍ଡିଆ ତରଫରୁ ରାଉରକେଲା କ୍ଲବଠାରେ ସମ୍ବଲପୁରୀ ଦିନ ପାଳନ କରାଯାଇଥିଲା । ଅନୁଷ୍ଠାନର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ କୃଷ୍ଣଚନ୍ଦ୍ର ତ୍ରିପାଠୀ,
Read More...

ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦ ପକ୍ଷରୁ ସମ୍ବଲପୁରୀ ଦିନ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡିଶା ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ସମ୍ବଲପୁରୀ ଦିନ ପାଳନ ତଥା ଗୁରୁଶ୍ରୀ ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନ ଅବସରରେ ସେକ୍ଟର ୨୦ ସ୍ଥିତ ରାଉରକେଲା କ୍ଲବଠାରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟବକ୍ତା ଭାବରେ ଯୋଗଦାନ କରିଥିଲେ
Read More...

ବାଳସୁଧାର ଗୃହରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ତରଫରୁ ବାଳସୁଧାର ଗୃହଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହ ଅନ୍ତେବାସୀଙ୍କ ମଧ୍ୟରେ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା । ଏହା ସହିତ ଦୁଇଟି ସିଲେଇ ମେସିନ ପ୍ରଦାନ କରାଯାଇ ତଥା ଷ୍ଟିଲ ସିଟି ତରଫରୁ ଏକ ସିଲେଇ
Read More...