Monthly Archives

September 2023

ସିଆଲ୍‌ବାହାଲି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ପ୍ରଦର୍ଶନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ସିଆଲ୍‌ବାହାଲି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମୁଦାୟ ୩୭ଟି ପ୍ରକଳ୍ପ ସ୍ଥାନ ପାଇଥିଲା । ପ୍ରଧାନ ଶିକ୍ଷକ ସଂଜୟ କୁମାର ଶତପଥୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ମେଳାରେ
Read More...

ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

ପୁରୀ : ସ୍ଵଚ୍ଛତା ହିଁ ଧର୍ମ, ସ୍ଵଚ୍ଛତା ହିଁ କର୍ମ, ସ୍ଵଚ୍ଛତା ହିଁ ସେବା ଆଧାରକୁ ନେଇ ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ ସମୁଦ୍ର ବେଳାଭୂମି ପୁରୀଠାରେ ଅନୁଷ୍ଠିତ ହୋଇଯାଇଛି । ଶିଶୁ ଓ ମହିଳା
Read More...

ଗେଟ ସରୋବରପଡ଼ାରେ ଦୁଇଦିନ ଧରି ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହର ସ୍ଥାନୀୟ ଗେଟ୍‌ ସରୋବରପଡ଼ା ୱାଡ.ନଂ ୧୦ର ଡ. ବି.ଆର ଆମ୍ବେଦକର କ୍ଲବ ତରଫରୁ ଦୁଇଦିନ ସହାସମାରୋହରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ ସଂଧ୍ୟାରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା
Read More...

ଦେଓଗାଁ ସାହୁପଡ଼ାରେ ୧୦ମ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ସଦର ପଞ୍ଚାୟତ ଅନ୍ତର୍ଗତ କଛାରପାଲି ସାହୁପଡ଼ା ପ୍ରଗତି ଯୁବକ ସଂଘ କାର୍ଯ୍ୟାଳୟରେ ଗଜଲକ୍ଷ୍ମୀ ପୂଜା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ଦଶମ ବର୍ଷରେ ପୂଜା ପଦାର୍ପଣ କରୁଥିବାରୁ ଏଥିପାଇଁ ଏକ ପରିଚାଳନା କମିଟି ଗଠିତ
Read More...

ଶିଶୁ ବିକାଶ କେନ୍ଦ୍ରର କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଟିକ୍ରାପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ବିକାଶ କେନ୍ଦ୍ର ତରଫରୁ ଏକ ବିବିଧ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ସଭାପତି ମଦନ ମୋହନ ରଥଙ୍କ ପରିଚାଳନାରେ ଅନୁଷ୍ଠିତ ସଭାରେ ଡା. ଅଶୋକ କୁମାର ସେଠୀ ଶିଶୁମାନଙ୍କର
Read More...

ବଲାଙ୍ଗିର ଜିଲ୍ଲା ସିନିୟର ନକଆଉଟ ଫୁଟବଲ ସପ୍ତମ ଦିବସ

ଲୋଇସିଂହା, ଖଲିଆପାଲି, ବଲାଙ୍ଗିର ପୋଲିସ, ଜରାସିଂହା, ସିହିନି, ସିସିଏଫ୍‌ଏ, ଖୋଲାନ ଓ ଘୁଷୁରାମୁଣ୍ଡା ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ୮ ଗୋଟି ପଡିଆରେ ଫୁଟ୍‌ବଲ୍‌ ଖେଳ ଅନୁଷ୍ଠିତ ହୋଇଯାଇଛି । ଟାଉନ ହାଇସ୍କୁଲ ବଲାଙ୍ଗିର ପଡିଆରେ
Read More...

ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସେପ୍ଟେମ୍ବର ୩୦ ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ରାଜ୍ୟ ସାରା ବୁଲିବ ୩୪ଟି ସାଇବର ସୁରକ୍ଷା ରଥବାଣ୍ଟିବ ସଚେତନତାର ମନ୍ତ୍ରସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା
Read More...

ଭୀମ ଭୋଇ ମେଡିକାଲ ହସ୍ପିଟାଲରେ ଏକ୍ସପାଏରୀ ମେଡିସିନ ଖାଇ ଜଣେ ରୋଗୀ ଅସୁସ୍ଥ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଭୀମଭୋଇ ମେଡିକାଲରେ ଏକ୍ସପାଏରୀ ମେଡିସିନ । ଦେଓଗାଁ ବ୍ଲକ ଫଗମୁଣ୍ଡା ଗାଁର ମଙ୍ଗନ ରାଏ ପ୍ରବଳ କାଶ ହେବାରୁ ଗତ ୨୭ ତାରିଖରେ ଆଉଟ୍‌ଡୋର୍‌ରେ ଡାକ୍ତରଙ୍କୁ ଦେଖାଇ ମେଡିସିନ ନିରାମୟ କାଉଣ୍ଟରରୁ ଔଷଧ ଆଣି ଖାଇଥିଲେ । ଔଷଧ ଖାଇବା ପରେ ଦେହ ଆହୁରି
Read More...

ତୁଷୁରା ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୩ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୩ ବାଳିକା ଉଚ୍ଚ ବିଦ୍ୟାଳୟ ତୁଷୁରାଠାରେ ସେପ୍ଟେମ୍ବର ୩୦ ତାରିଖ ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ତୁଷୁରା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭକ୍ତ ଚରଣ ଦାଶଙ୍କ ଅଧ୍ୟକ୍ଷତାରେ
Read More...

ସରକାରୀ ଜାଗାରୁ ଜବର୍‌ ଦଖଲ୍‌ ହଟାଇବାକୁ ଗ୍ରାମବାସୀଙ୍କ ଦାବୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଅନ୍ତର୍ଗତ ଜାମ୍‌ସର୍‌ ଗାଁର ଲୋକେ ଆଜି ପୁଇଁତଲା ଥାନାକୁ ଅଭିଯୋଗ ନେଇ ଆସିଥିବା ଦେଖିବାକୁ ମିଳିଛି । ସେମାନଙ୍କ କହିବା ଅନୁସାରେ ତାଙ୍କ ଗାଁରେ ଗୋଟିଏ ସରକାରୀ ଜାଗା ରହିଥିବା ବେଳେ ସେଠାରେ କ୍ଲବ ଘର ତିଆରି ପାଇଁ ଗାଁର
Read More...