Daily Archives

ଶିକ୍ଷକ ଅଭାବ ପୂରଣ ଦାବୀରେ ତୁର୍ଲା ସ୍କୁଲରେ ତାଲା ପକାଇ ଧାରଣାରେ ଛାତ୍ରଛାତ୍ରୀ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ବିକାଶ, ଶିକ୍ଷାନୁଷ୍ଠାନର ଉନ୍ନତି ଏବଂ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଉଛି । ହେଲେ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକରେ ଶିକ୍ଷକଙ୍କ ଅଭାବ
Read More...

ଆଜୀବନ ଜେଲ୍ ଦଣ୍ଡାଦେଶ ପ୍ରତିବାଦରେ ହାଇକୋର୍ଟର ଦ୍ୱାରସ୍ଥ ହେଲେ ନାରାୟଣ ରେଡ୍ଡୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଅଞ୍ଚଳରେ ଟାଟା ପ୍ଲାଣ୍ଟ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ଏବଂ ଜନ ଶୁଣାଣି ସମୟରେ ଏକ ବୋମା ବିସ୍ପୋରଣ ଘଟି ତତ୍କାଳୀନ ପୋଲିସ୍ ରିଜର୍ଭ ଇନ୍ସପେକ୍ଟର ବିନୋବା ମେହେରଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ଏକ ହତ୍ୟା
Read More...

ବାସନ୍ଦ ଦଳିତ ପରିବାରଙ୍କୁ ଥାନା କର୍ତ୍ତୃପକ୍ଷଙ୍କ ଦ୍ୱାରା ଗାଳିମାଡ଼ ଅଭିଯୋଗ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବାସନ୍ଦ ଦଳିତ ପରିବାରଙ୍କୁ ଥାନା କର୍ତ୍ତୃପକ୍ଷଙ୍କ ଦ୍ୱାରା ଗାଳିମାଡ଼ ହୋଇଥିବା ଜିଲ୍ଲା ମହକୁମା ଛତ୍ରପୁରଠାରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ପରିବାର ଅଭିଯୋଗ କରିଛନ୍ତି । ସୋମବାର ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଏବଂ ଗଞ୍ଜାମ
Read More...

ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ

ଏନ୍‌ଫୋର୍ସମେଣ୍ଟକୁ ଜୋରଦାର ତଥା କଡାକଡି କରିବା ଉପରେ ଗୁରୁତ୍ୱାରୋପଜିଲ୍ଲା ଅନ୍ତର୍ଗତ ଜାତୀୟ ରାଜପଥକୁ ସଂଲଗ୍ନ ରାସ୍ତାରେ ହମ୍ପସ, ରମ୍ବଲର ତଥା ସୂଚନା ଫଳକ ଲଗାଇବାକୁ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ - ଦୁର୍ଘଟଣା ପ୍ରବଣ, ବୁଲାଣୀ ରାସ୍ତା ଉପରେ ସୂଚନା ଫଳକ ସହ ବ୍ଲିକିଙ୍ଗ ଲାଇଟ ଲଗାଇବାକୁ
Read More...

ଓଡିଶା ସାମାଜିକ ସୁରକ୍ଷା ସେବା ଅଧିକାରୀ ସଂଘ କଳାହାଣ୍ଡି ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲାପାଳ ଜରିଆରେ ଦାବୀପତ୍ର…

ମ.ରାମପୁର, (ହେମନ୍ତ ସାହୁ) : ଓଡିଶା ସାମାଜିକ ସୁରକ୍ଷା ସେବା ସଂଘ କଳାହାଣ୍ଡି ଜିଲ୍ଲା ଶାଖା ତରଫରୁ ଜିଲ୍ଲା ସଂଯୋଜକ ଅରବିନ୍ଦ ମହାପାତ୍ରଙ୍କ ନେତୃତ୍ୱରେ ଆଜି ଜିଲ୍ଲାପାଳ କଳାହାଣ୍ଡି ପି. ଅନ୍ଵେଷା ରେଡ୍ଡୀଙ୍କୁ ଭେଟି ବିଭିନ୍ନ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ
Read More...

ବାନ୍ଦୁପାଲି ଗାଁକୁ ଗସ୍ତ କରି ସ୍ଥିତି ପରଖିଲେ ଉପଜିଲ୍ଲାପାଳ ସଦାକର କୁମ୍ଭାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତ କିଛିଦିନ ହେବ କଥିତ ଭାବେ ଦୈବୀଶକ୍ତିର ଆବିର୍ଭାବକୁ ନେଇ ଚର୍ଚ୍ଚାରେ ଥିବା ପଦ୍ମପୁର ଉପଖଣ୍ଡ ବାନ୍ଦୁପାଲି ଗାଁକୁ ଆଜି ଉପ-ଜିଲ୍ଲାପାଳ ସଦାକର କୁମ୍ଭାର ଗସ୍ତ କରି ସ୍ଥିତି ପରଖିଛନ୍ତି । ଗତ କିଛି ଦିନ ହେବ ବାନ୍ଦୁପାଲି ଗାଁରେ ଜଣେ ମହିଳାଙ୍କ ଶରୀରରେ
Read More...

ପାଇକମାଲ ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଜିଜ୍ଞାସା ଟ୍ରେନିଙ୍ଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ବ୍ଲକ ଓ ଝାରବନ୍ଧ ବ୍ଲକ ଅନ୍ତର୍ଗତ ସମସ୍ତ ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ଶିକ୍ଷକମାନଙ୍କ ପ୍ରଶିକ୍ଷଣ ପାଇକମାଲ ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ସକାଳ ୯ ଘଣ୍ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ ଘଣ୍ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି
Read More...

ଛାତ୍ରଛାତ୍ରୀଙ୍କ ଘରେ ଶିକ୍ଷା ପ୍ରଶାସକ

ବରଗଡ଼, (ନିରୋଜ କୁମାର ପାଣୀ) : ଅଧାରୁ ବିଦ୍ୟାଳୟ ଛାଡିଥିବା ପିଲାମାନଙ୍କୁ ଶିକ୍ଷାର ମୁଖ୍ୟ ସ୍ରୋତରେ ଫେରେଇ ଆଣିବାକୁ ପ୍ରୟାସ କରି ଆଜି ବରଗଡ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଶ୍ରୀମତୀ ସେବାଶ୍ରୀ ଭୋଇ ପହଞ୍ଚିଥିଲେ ଏସ୍‌ ଦୁମେରପାଲିର ସୌଦାମିନୀ ସାହୁ ଓ ଭୋଜରାଜ ସାହୁଙ୍କ ଭିନ୍ନକ୍ଷମ
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଚାରା ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନଙ୍କୁ ବୃକ୍ଷ ଚାରା ବଣ୍ଟନ ଉତ୍ସବ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରକୃତି ବନ୍ଧୁ ମୀନକେତନ
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ସେପ୍ଟେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ଜିଲ୍ଲାପାଙ୍କ ପୁରୁଣା ସଭାଗୃହରେ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ
Read More...
error: Content is protected !!