Daily Archives

ଲଖାନୀ ଗାର୍ମେଣ୍ଟସ୍‌ ସୋରୁମ୍‌କୁ ସିଲ୍‌ କଲା ବଲାଙ୍ଗିର ପୌର ପ୍ରଶାସନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ସମଲେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା ଲଖାନୀ ଗାର୍ମେଣ୍ଟସ୍‌ ସୋରୁମ୍‌କୁ ଆଜି ଅପରାହ୍ନରେ ସିଲ୍‌ କରିଛି ବଲାଙ୍ଗିର ପୌର ପ୍ରଶାସନ । ସୂଚନାଯୋଗ୍ୟ ଯେ, ଗତ ୩୦ ତାରିଖ ଦିନ ନାମୀଦାମୀ ବ୍ରାଣ୍ଡର ଷ୍ଟିକରିଂ ହୋଇଥିବା ଗଦା ଗଦା ନକଲି ପୋଷାକ
Read More...

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ମାଗୁରପାଣି ଗାଁରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଯୁବକ ଜଣକ ମାଗୁରପାଣି ଗାଁର ଚୁନୁଲାଲ ରାଉତ । ଏବେ ଯୁବକ ଜଣଙ୍କ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁସାରେ
Read More...

ବରଗଡ଼ ବ୍ଲକସ୍ତରୀୟ ଚାରାରୋପଣ କାର୍ଯ୍ୟକ୍ରମ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ବ୍ଲକସ୍ତରୀୟ ଚାରାରୋପଣ କାର୍ଯ୍ୟକ୍ରମ ବରଗଡ଼ ବରିଷ୍ଠ ଶିକ୍ଷା ଅଧିକରିଣୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସରସରା ଉ ପ୍ରା ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରଗଡ଼ ଅତିରିକ୍ତ ଶିକ୍ଷା ଅଧିକାରୀ
Read More...

ରାଷ୍ଟ୍ରୀୟ ସର୍ବଶ୍ରେଷ୍ଠ ଗୁରୁ ଓ ଶିଶୁ କଳାକାର ସମ୍ମାନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ ଇଣ୍ଡିଆ ତରଫରୁ ସେକ୍ଟର ୫ସ୍ଥିତ ଦୀପିକା ଇଂରାଜୀ ମାଧ୍ୟମ ବିଦ୍ୟାଳୟଠାରେ ରାଷ୍ଟ୍ରୀୟ ସର୍ବଶ୍ରେଷ୍ଠ ଗୁରୁ ଏବଂ ଶିଶୁ କଳାକାର ସମ୍ମାନ ୨୦୨୩ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରାଜେନ୍ଦ୍ର
Read More...

ରାଉରକେଲା କଲେଜରେ ଏକ ଦିବସୀୟ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ସ୍ଥିତ ରାଉରକେଲା କଲେଜର ସଭା ଗୃହରେ ଭଜକୃଷ୍ଣ ସାରସ୍ବତ ସ୍ମୃତି ସଂସଦ ଏବଂ ଓଡ଼ିଆ ବିଭାଗର ମିଳିତ ଆନୁକୂଲ୍ୟରେ 'ମାୟାଧର ମାନସିଂହଙ୍କ ସୃଷ୍ଟି ସମୀକ୍ଷା' ଶୀର୍ଷକ ଏକ ଦିବସୀୟ ଜାତୀୟ ଆଲୋଚନାଚକ୍ର ଏବଂ 'ଶବ୍ଦ ସୁରଭି' ପତ୍ରିକାର ଶ୍ରୀ ଜଗନ୍ନାଥ ଓ
Read More...

ଭୋଟର ସଚେତନତା ପାଇଁ ଜିଲ୍ଲାରେ ‘ମୁଁ ବି ମିତା’ କାର୍ଯ୍ୟକ୍ରମର ଶୁଭାରମ୍ଭ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଭୋଟର ସଚେତନତା କାର୍ଯ୍ୟକ୍ରମ 'ମୁଁ ବି ମିତା'ର ଶୁଭାରମ୍ଭ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସମଗ୍ର ରାଜ୍ୟରେ ନୂତନ
Read More...

ଗୁରୁଦିବସ ଉପଲକ୍ଷେ ପାଳିତ ହେଲା ସମ୍ବର୍ଦ୍ଧନା ସମାରୋହ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ଯୁକ୍ତଦୁଇ ଧର୍ମଶାଳା ମହାବିଦ୍ୟାଳୟ, ଧର୍ମଶାଳାର ସଭାକକ୍ଷରେ ଯୁକ୍ତଦୁଇ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ଗୁରୁଦିବସ ସମ୍ବର୍ଦ୍ଧନା ସମାରୋହ -୨୦୨୩ । ଏହି ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋପାଳ
Read More...

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଗୁରୁଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ବଲାଙ୍ଗିର ଜିଲ୍ଲା ଶାଖା, ସଭାନେତ୍ରୀ ଶାନ୍ତିଲତା ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଗୁରୁଦିବସରେ ମୁଖ୍ୟବକ୍ତା ଭାବେ ଗୋପବନ୍ଧୁ ରଥ, ମୁଖ୍ୟ ଅତିଥି ଭାବେ ପ୍ରେମାନନ୍ଦ ବିଶ୍ୱାଳ, ବଉଦ ଜିଲ୍ଲା ସଭାପତି ଶିଶିର ଖଟୁଆ,
Read More...

ପାଟଣାଗଡ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ମହାସମାରୋହରେ ଗୁରୁପୂଜନ ଉତ୍ସବ ପାଳିତ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ତରଫରୁ ପାଟଣାଗଡ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ବ୍ଲକସ୍ତରୀୟ ଗୁରୁପୂଜନ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଚଳିତ ବର୍ଷ ଅବସର ଗ୍ରହଣ କରିଥିବା ୨୨ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ପାଟଣାଗଡ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ ହୋଇଯାଇଛି । ବିଦ୍ୟା ମନ୍ଦିର ପରିସରରେ ଦଶମ ଶ୍ରେଣୀର ଭଉଣୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ଭାବରେ ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନ ଯୋଗ ଦେଇ ଦୀପ ପ୍ରଜ୍ୱଳନ
Read More...