Daily Archives

ଅଷ୍ଟ୍ରେଲିଆରେ ପାଠ ପଢ଼ିବେ କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜର ୫ ଛାତ୍ରଛାତ୍ରୀ

କର୍ଟିନ୍ ବିଶ୍ୱବିଦ୍ୟାଳୟ ସହ ଜିଲ୍ଲା ପ୍ରଶାସନର ବୁଝାମଣାଜିଲ୍ଲା ଖଣିଜ ପ୍ରତିଷ୍ଠାନ ବହନ କରିବ ସମସ୍ତ ଖର୍ଚ୍ଚମୁଖ୍ୟମନ୍ତ୍ରୀଙ୍କୁ ନବୀନ ନିବାସରେ ଭେଟିଲେ ଛାତ୍ରଛାତ୍ରୀକଠିନ ପରିଶ୍ରମ କର, ନିଜର କ୍ୟାରିଅର୍ ଲକ୍ଷ୍ୟ ହାସଲ କର: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : କେନ୍ଦୁଝର ସରକାରୀ…
Read More...

ନିଆରା ଭାବରେ ଗିଧମାଲ ଗ୍ରାମରେ ଗୁରୁଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କଟାବାହାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗିଧମାଲ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକ ଧନେଶ୍ଵର ବରିହାଙ୍କ ସଭାପତିତ୍ୱରେ ଗୁରୁଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିବାରର ସମସ୍ତ ସଦସ୍ୟ…
Read More...

ଭତ୍ତା ହିତାଧିକାରୀଙ୍କ ପକ୍ଷରୁ ପାଇକମାଲ ବିଡ଼ିଓଙ୍କୁ ପାଞ୍ଚ ଦଫା ସମ୍ବଳିତ ଦାବୀପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରୀ ଗ୍ରାମ ପଞ୍ଚାୟତର ଶତାଧିକ ଭତ୍ତା ପାଉଥିବା ହିତାଧିକାରୀ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପାଇକମାଲ ବିଡ଼ିଓଙ୍କୁ ଏକ ପାଞ୍ଚ ଦଫା ସମ୍ବଳିତ ଦାବୀପତ୍ର ପ୍ରଦାନ କରିଛନ୍ତି । ଟେମରୀ ପଞ୍ଚାୟତର…
Read More...

ଗୁରୁଦିବସ ପାଳନ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟନାରାୟଣ ଯୋଷୀଙ୍କ ଅଧ୍ୟକ୍ଷତାରେ ଗୁରୁଦିବସ ପାଳିତ ହୋଇଯାଇଛି । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ପରିଚାଳନା କମିଟିର ସଭାପତି ମଧୁସୂଦନ ପ୍ରଧାନ, ସଭ୍ୟ ରାଜକିଶୋର…
Read More...

ବାରମ୍ବାର ଅଭିଯୋଗ ପରେ ମଧ୍ୟ ରାସ୍ତା ସାଜିଛି ମରଣଯନ୍ତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗାଇସିଲେଟ ଭାୟା ପଦ୍ମପୁରରୁ ବଲାଙ୍ଗିର ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଡାଙ୍ଗବାହାଲଠାରେ ମରଣଯନ୍ତା ପାଲଟିଛି । ଏହି ରାସ୍ତା ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶକୁ ସଂଯୋଗ କରୁଥିବା ବେଳେ ଗାଇସିଲେଟ ସଦର ମହକୁମାକୁ ମଧ୍ୟ ସଂଯୋଗ କରୁଛି । ଏହି ରାସ୍ତାରେ…
Read More...

ପ୍ରଦେଶୀ ବାରିକଙ୍କ ମାତୃ ବିୟୋଗ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ର ଜଣାଶୁଣା ଶିକ୍ଷକ ପ୍ରଦେଶୀ ବାରିକଙ୍କ ମାଆ ନେତ ବାରିକଙ୍କ ଦେହାନ୍ତ ଅଠାଶୀ ବର୍ଷ ବୟସରେ ‌ହୋଇଯାଇଛି । ସେ ଜଣେ ଭକ୍ତିଭାବାପନ୍ନ ତଥା ଅଧ୍ୟାତ୍ମ ପରାୟଣ ମହିଳା ଥିଲେ । ଝାଡ଼େଶ୍ଵର ମନ୍ଦିର ଚତୁର୍ଦ୍ଦଶୀ ପାର୍ଟିର ସକ୍ରିୟ ସଭ୍ୟା ଭାବେ ଆରମ୍ଭରୁ ଥିଲେ…
Read More...

ଜେଏସ୍‌ଏମ୍‌ କମର୍ସ ଆଣ୍ଡ ଆର୍ଟ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଗୁରୁଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜେଏସ୍‌ଏମ୍‌ କମର୍ସ ଆଣ୍ଡ ଆର୍ଟ ମହାବିଦ୍ୟାଳୟରେ ଆଦର୍ଶ ଶିକ୍ଷକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଡକ୍ଟର ସରପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ଗୁରୁ ଦିବସ ପାଳନ କରାଯାଇଛି ।…
Read More...

ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ ପାଳିତ

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଦୁର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଡ଼. ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଫଟୋଚିିତ୍ରରେ…
Read More...

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୩୫ତମ ଗୁରୁଦିବସ ମହାସମାରୋହରେ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଖଟୁଆକୁଦା ଗ୍ରାମ ସ୍ଥିତ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୩୫ତମ ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଭାରତର ଦ୍ୱିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ଡ଼ଃ ରାଧାକ୍ରିଷ୍ଟନଙ୍କ…
Read More...

ମା’ ବୁଢ଼ୀ ଠାକୁରାଣୀ ମନ୍ଦିରରେ ବ୍ଲକ ସ୍ତରୀୟ ବିଜେପିର ସାଙ୍ଗଠନିକ ବୈଠକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ମଧ୍ୟରେ ଥିବା ମା' ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରେ ଭାରତୀୟ ଜନତା ପାର୍ଟିର ବ୍ଲକସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଜେପି ରାଜ୍ୟ ଅନୁସୂଚିତ ଜାତି ସମ୍ପାଦକ କୀର୍ତ୍ତନ ଦାସଙ୍କ ତତ୍ୱାବଧାନରେ ଆୟୋଜିତ ବୈଠକରେ…
Read More...