Daily Archives

ଆନ୍ଦୋଳନର ଚେତାବନୀ ପରେ ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ବରଗଡ଼ ଜିଲ୍ଲା କମିଟିକୁ ବୈଠକ ଡାକିଲେ ଉପଜିଲ୍ଲାପାଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ବରଗଡ଼ ଜିଲ୍ଲା କମିଟି ତରଫରୁ ପାଇକମାଲ ବ୍ଲକ୍ ଘେରାଉ କରାଯାଇଥିଲା । ପାଇକମାଲ ବ୍ଲକ୍‌ର ନକଲି ଆଦିବାସୀ ସମିତି ସଭ୍ୟ ସଞ୍ଜିବ ବାରିକଙ୍କୁ ହଟାଇବା ପାଇଁ ଏବଂ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ୧୩
Read More...

ପୋଲରୁ ଖସି ଖଡ଼ଗ ନଦୀ ଗର୍ଭରେ ବ୍ୟକ୍ତି ନିଖୋଜ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପୋଲରୁ ନଦୀ ଗର୍ଭରେ ପଡ଼ି ବ୍ୟକ୍ତି ନିଖୋଜ । ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଲଣ୍ଡାଗାଁ ପଞ୍ଚାୟତର ମୁଠାବାଲି ଅଞ୍ଚଳରେ । ନିଖୋଜ ବ୍ୟକ୍ତି କର୍ଣ୍ଣିବେଡ଼ା ଗ୍ରାମର ଚୈତନ୍ୟ ନାୟକ ହୋଇଥିବା ସୂଚନା । ଘଟଣା ପ୍ରକାରେ ଚୈତନ୍ୟ
Read More...

ରୁଗୁଡିପଡା ଦୁର୍ଗାପୂଜା ପାଇଁ ମୃତ୍ତିକା ଅନୁକୂଳ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରୁଗୁଡିପଡା ଶାରଦୀୟ ଦୁର୍ଗାପୂଜା ପାଇଁ ମୃତ୍ତିକା ଅନୁକୂଳ କରାଯାଇଛି । ମୂର୍ତ୍ତି ନିର୍ମାଣ ପାଇଁ ରୀତିନୀତି ଅନୁସାରେ ଗୁରୁବାର ମୃତ୍ତିକା ସଂଗ୍ରହ କରାଯାଇଛି । ସ୍ଥାନୀୟ ଦୁର୍ଗା ମଣ୍ଡପଠାରେ ଏହି ପବିତ୍ର ମାଟିକୁ ପୂଜାର୍ଚ୍ଚନା କରାଯାଇ ପ୍ରତିମା
Read More...

ଜିଲ୍ଲା କଂଗ୍ରେସ ଦ୍ୱାରା ଭାରତ ଯୋଡୋ ଯାତ୍ରାର ପ୍ରଥମ ବର୍ଷ ପୂର୍ତ୍ତି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଭାରତ ଯୋଡୋ ଯାତ୍ରାର ପ୍ରଥମ ବର୍ଷ ପୂର୍ତ୍ତି ଉପଲକ୍ଷେ କଂଗ୍ରେସ ଭବନଠାରେ ବଲାଙ୍ଗିର ଜିଲ୍ଲା କଂଗ୍ରେସ କମିଟି ଦ୍ୱାରା ଏକ ସଭା ଅନୁଷ୍ଠିତ ହେବା ସହ ଗାନ୍ଧୀନଗରପଡା ସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ପଦଯାତ୍ରା କରାଯାଇଥିଲା ।
Read More...

ନିଖିଳୋତ୍କଳ ସଂସ୍କୃତ ମହାମଣ୍ଡଳର ସାଧାରଣ ଅଧିବେଶନ

ବଙ୍ଗୋମୁଣ୍ଡା/କଟକ, (ହୁଲେଶ୍ୱର ହଂସ) : ନିଖିଳୋତ୍କଳ ସଂସ୍କୃତ ମହାମଣ୍ଡଳର ସାଧାରଣ ଅଧିବେଶନ ଶ୍ରୀ ରଘୁନାଥ ଜୀଉ ମନ୍ଦିର ତେଲେଙ୍ଗାନା ବଜାର କଟକଠାରେ ଅନୁଷ୍ଠିତ ହୋଇଯାଇଅଛି । ସଭାରେ ବରିଷ୍ଠ ସମ୍ବାଦିକ ଅରୁଣ କୁମାର ପଣ୍ଡା ସଭାପତିତ୍ୱ କରିଥିଲେ । ସଂସ୍କୃତ ଶିକ୍ଷକ ଓ ବିଦ୍ୟାଳୟର ବିଭିନ୍ନ
Read More...

‘ସ୍ପିରିଟ୍‌ ଅଫ୍‌ ଗାନ୍ଧୀ’ କାଏରୋ ପ୍ରଦର୍ଶନୀରେ ଅଶ୍ୱିନୀ-ଅବନୀଙ୍କ କେରିକେଚର୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଂପ୍ରତି ଇଜିପ୍ଟର ରାଜଧାନୀ କାଏରୋଠାରେ ଇଣ୍ଡିଏନ୍‌ କଲ୍‌ଚରାଲ୍‌ ସେଂଟର (ଭାରତୀୟ ଦୂତାବାସ, କାଇରୋ) ଆନୁକୂଲ୍ୟରେ ଫେୟୋମ୍‌ ସ୍ଥିତ କେରିକେଚର୍‌ ମ୍ୟୁଜିୟମ ଏବଂ (ଫେକୋ) ଇଜିପ୍ଟ କାର୍ଟୁନ୍‌ ସହାୟତାରେ ମହାତ୍ମାଗାନ୍ଧୀ ସମ୍ପର୍କୀତ ଓ ‘ସ୍ପିରିଟ୍‌ ଅଫ୍‌
Read More...

ପାଇକମାଲର ପ୍ରତିଷ୍ଠିତ ବ୍ୟବସାୟୀ ପ୍ରକାଶ ଜିନ୍ଦଲଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସହରର ଜିନ୍ଦଲ କ୍ଳଥ ଷ୍ଟୋର ମାଲିକ ପ୍ରକାଶ ଜିନ୍ଦଳଙ୍କ ରାଇପୁର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ପରଲୋକ । ମୃତ୍ୟୁ ବେଳକୁ ୫୨ ବର୍ଷ ବୟସ ହୋଇଥିଲା । ସେ କିଡିନି ଏବଂ ଲିଭର ଜନିତ ରୋଗରେ ଆକ୍ରାନ୍ତ ହୋଇ ଏକ ଘରୋଇ
Read More...

ଯାଦବ ସମାଜ ଆନୁକୂଲ୍ୟରେ ତିନି ଦିନ ଧରି ଚାଲିଥିବା ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ଉଦ୍‌ଯାପିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ତିନି ଦିନ ଧରି ଚାଲିଥିବା ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ପ୍ରଥମ ଦିନରେ ସମାଜ ପକ୍ଷରୁ ଏକ ବିରାଟ କଳସ ଶୋଭାଯାତ୍ରା ବାହାରି ନଗର ପରିକ୍ରମା କରି ଭଗବାନ କୃଷ୍ଣଙ୍କୁ ପୂଜାର୍ଚ୍ଚନା
Read More...

ବିଦ୍ୟାଳୟସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାର ରମଣ ଭିପନେଟ ସାଇନ୍ସ କ୍ଲବ ଆନୁକୂଲ୍ୟରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏ ବର୍ଷର ମୁଖ୍ୟ ବିଷୟ "ଶ୍ରୀ
Read More...

ମୁକ୍ତା ପ୍ରକଳ୍ପର ରକ୍ଷଣାବେକ୍ଷଣ ପାଇଁ ନିର୍ଦେଶ

ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ନଗର ଉନ୍ନୟନ ବିଭାଗର ପତ୍ର ଭୁବନେଶ୍ୱର : ରାଜ୍ୟର ୧୧୫ ପୌରସଂସ୍ଥାରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଯୋଜନା ଅଧିନରେ ପ୍ରତିଷ୍ଠା ହୋଇଥିବା ୫ହଜାରରୁ ଅଧିକ ପ୍ରକଳ୍ପର ରକ୍ଷଣା ବେକ୍ଷଣ ପାଇଁ ନିର୍ଦେଶ ଦିଆଯାଇଛି । ଗୃହ ଓ ନଗର ଉନ୍ନୟନ
Read More...
error: Content is protected !!