Daily Archives

ବଲାଙ୍ଗିର ପୌରପାଳିକା ସଫେଇ କର୍ମଚାରୀଙ୍କ ପାଇଁ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୌରପାଳିକା ସଫେଇ କର୍ମଚାରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ପରୀକ୍ଷା ଶିବିର କଲେଜ ଛକ, କଲ୍ୟାଣ ମଣ୍ଡପଠାରେ ଆୟୋଜନ କରାଯାଇଥିଲା । ଜିଲ୍ଲା ପୌରପାଳିକାରେ କାର୍ଯ୍ୟରତ ସଫେଇ କର୍ମଚାରୀ ସର୍ବମୋଟ ଦୁଇଶହ ଷାଠିଏ ବ୍ୟକ୍ତି ବିଶେଷ (ସଫେଇ କର୍ମଚାରୀ)ମାନଙ୍କ
Read More...

ନୃସିଂହନାଥ ମନ୍ଦିରରେ ନୁଆଁଖାଇ ଲଗ୍ନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରରେ ପ୍ରଭୁ ନୃସିଂହନାଥ ଓ ପାର୍ଶ୍ଵ ଦେବା ଦେବୀଙ୍କଠାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ୨୦/ ୯/ ୨୦୨୩ ରିଖ ବୁଧବାର ଦିନ ୧୧ ଘଣ୍ଟା ୨୧ ମିନିଟ ଗତେ ୧୧ ଘଣ୍ଟା ୩୬ ମିନିଟ
Read More...

ସାକ୍ଷରତା ବିହୀନ ବ୍ୟକ୍ତିର ଜୀବନ ଅନ୍ଧକାରମୟ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ୟ୍ୟାଳୟ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ସ୍ଥାନୀୟ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ସାକ୍ଷରତା ଓ ଶିକ୍ଷା ପରସ୍ପର ପରିପୁରକ ଅଟେ । ଶିକ୍ଷା କୁସଂସ୍କାର ଓ ଅନ୍ଧ
Read More...

କପିଲାଭଟା ଗ୍ରାମ ପଞ୍ଚାୟତରେ ଦୁର୍ନୀତି ହୋଇଥିବା ନେଇ କିଛି ଗ୍ରାମବାସୀଙ୍କ ସାମ୍ବାଦିକ ସମ୍ମିଳନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଗ୍ରାମ ପଞ୍ଚାୟତରେ ଦୁର୍ନୀତି ହୋଇଥିବା ନେଇ ଆଜି ଅପରାହ୍ନରେ ବଲାଙ୍ଗିର ସାମ୍ବାଦିକ ଭବନରେ କିଛି ଗ୍ରାମବାସୀ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରି ଅଭିଯୋଗ କରିଛନ୍ତି । ଏହି ସାମ୍ବାଦିକ
Read More...

ଆନ୍ଦୋଳନରତ ବଲାଙ୍ଗିର ଆୟୁର୍ବେଦିକ କଲେଜ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କଲେ ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆନ୍ଦୋଳନରତ ବଲାଙ୍ଗିର ଆୟୁର୍ବେଦିକ କଲେଜ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଯୁବନେତା ତଥା ଓଡ଼ିଶା ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ ଏବଂ ବଲାଙ୍ଗିର ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ । ଦୀର୍ଘ ଆଠ ଦିନ ହେଲା
Read More...

ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିଅର କାଉନ୍ସିଲିଂ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ସ୍ଥିତ ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫୁଲ୍ଲ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ କ୍ୟାରିଅର କାଉନ୍ସିଲିଂ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏଥିରେ ସମ୍ମାନିତ ଅତିଥି ରୂପେ ବିଖ୍ୟାତ
Read More...

ଛତ୍ରପୁର ବ୍ରହ୍ମାକୁମାରୀ ସଂସ୍ଥାନ ପକ୍ଷରୁ ଜନ୍ମାଷ୍ଟମୀ ମହୋତ୍ସବ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୁରୁବାର ଛତ୍ରପୁରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଛତ୍ରପୁର ଶାଖା ଉପ-ସେବାକେନ୍ଦ୍ର ଶାନ୍ତି ଅନୁଭୂତି ଭବନ ଆନୁକୂଲ୍ୟରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହୋତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ
Read More...

ମ.ରାମପୁରରେ ନବାନ୍ନ ଲଗ୍ନ : ଦଶମୀ ତିଥିରେ ନୂଆଁଖାଇ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲାରେ ନବାନ୍ନ ଭକ୍ଷଣ ଲାଗି ଲଗ୍ନ ଧାର୍ଯ୍ୟ ଚାଲିଥିବା ବେଳେ ମ.ରାମପୁରଠାରେ ଦଶମୀ ତିଥିରେ ମା' ମାଣିକେଶ୍ଵରୀ ଓ ଡୋକରୀ ଦେବୀଙ୍କଠାରେ ଦଶମୀ ତିଥିରେ ନବାନ୍ନ ଲାଗି ହେବ ବୋଲି ସୂଚନା ମିଳିଛି । ସୂଚନା ମୁତାବକ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦଶମୀ
Read More...

ବିଭୂତି ଭୂଷଣ ଜିଲ୍ଲା କଂଗ୍ରେସର ସାଧାରଣ ସମ୍ପାଦକ ଭାବେ ମନୋନୀତ

ମ.ରାମପୁର, (ହେମନ୍ତ ସାହୁ) : ଓଡିଶା ପ୍ରଦେଶ କଂଗ୍ରେସ ଅନୁମୋଦନ କ୍ରମେ କଳାହାଣ୍ଡି ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ନୂତନ କର୍ମକର୍ତ୍ତା ମନୋନୀତ କରାଯାଇଛି । ଏହି କ୍ରମରେ ମ.ରାମପୁର ବ୍ଲକର କଂଗ୍ରେସ ଦଳର ଜଣେ ଲଢୁଆ ଯୁବନେତା ବିଭୂତି ଭୂଷଣ ମହାଖୁଡ଼ଙ୍କୁ ଜିଲ୍ଲା ସାଧାରଣ ସମ୍ପାଦକ ଭାବେ
Read More...

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ତରଫରୁ ମ.ରାମପୁରର ବିଇଓ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ମ.ରାମପୁର, (ହେମନ୍ତ ସାହୁ) : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ଫେଡେରସନ ଏମ୍ ରାମପୁର ବ୍ଳକ ଶିକ୍ଷକ ସଂଘ ପକ୍ଷରୁ ୩ ଦଫା ଦାବୀ ସମ୍ବଳିତ ଦାବୀପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରିଆରେ ଗତ ଅଗଷ୍ଟ ପାଞ୍ଚ ତାରିଖ ଦିନ ପ୍ରଦାନ କରାଯାଇଥିଲା ।
Read More...