Daily Archives

ଜିଲ୍ଲାସ୍ତରୀୟ ମିଶନ ଇନ୍ଦ୍ରଧନୁଷ ୫.୦ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାସ୍ତରୀୟ ମିଶନ ଇନ୍ଦ୍ରଧନୁଷ ୫.୦ ଉଦ୍‌ଘାଟିତ ହୋଇଯାଇଛି । ଏହାର ଉଦ୍‌ଘାଟନ କନ୍ଧପାଲିଠାରେ ଥିବା ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅନୁଷ୍ଠିତ ହୋଇଛି । ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର
Read More...

ଆଗଲପୁର ବ୍ଲକ ପ୍ରାଥମିକ ଶିକ୍ଷକଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଫିସ ସମ୍ମୁଖରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନର ଆହ୍ବାନ କ୍ରମେ ରାଜ୍ୟର ସମସ୍ତ ବର୍ଗର ଶିକ୍ଷକ, ଶିକ୍ଷୟତ୍ରୀମାନଙ୍କ ୩ ଦଫା ଦାବୀ ଯଥା କେନ୍ଦ୍ରୀୟ ହାରରେ ୬ଗୋଟି
Read More...

ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ (ଏନ୍‌ପିଏସ୍‌)ର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର କଲେଜ ଛକ ସ୍ଥିତ ବିଦ୍ୱାନ ଏକାଡେମୀ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ (ଡିପିଡିଏ) ବଲାଙ୍ଗିରର ନେତୃତ୍ୱରେ କନିଷ୍ଠ ଶିକ୍ଷକ ସଂଘ ତଥା କଳା ଓ କ୍ରିଡା ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ନୂଆଁଖାଇରେ ଇଷ୍ଟଦେବୀ ମନ୍ଦିରକୁ ଆଲୋକମାଳାରେ ସଜ୍ଜିତ କରିବା ଦାବୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପବିତ୍ର ନୂଆଁଖାଇ ଅବସରରେ ଆଗାମୀ ୧୯ ଓ ୨୦ ତାରିଖ ଦିନ ବଲାଙ୍ଗିର ମା’ ପାଟଣେଶ୍ୱରୀ ଓ ମା’ ସମଲେଶ୍ୱରୀ ମନ୍ଦିରକୁ ଆଲୋକମାଳା ଓ ପୁଷ୍ପରେ ସଜ୍ଜିତ କରିବା ପାଇଁ ବଲାଙ୍ଗିର ଦେବାଳୟ ସୁରକ୍ଷା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର
Read More...

ଏଆଇଟିୟୁସିର ଶ୍ରମିକ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏଆଇଟିୟୁସି ବଲାଙ୍ଗିର ଜିଲ୍ଲା କମିଟି ଏବଂ ଦୂତିକୃଷ୍ଣ ପଣ୍ଡା ସ୍ମାରକୀ ଓ ଦାତବ୍ୟ ଟ୍ରଷ୍ଟ ପକ୍ଷରୁ ପଶ୍ଚିମ ଓଡିଶାର ଏଆଇଟିୟୁସି ସହ ଅନନୁବଦ୍ଧିତ ବିଭିନ୍ନ କ୍ଷେତ୍ରର ଆଗୁଆ ଶ୍ରମିକସାଥୀମାନଙ୍କର ଆଜିଠାରୁ ତିନି ଦିନିଆ ପ୍ରଶିକ୍ଷଣ ଶିବିର ଆଜି ଉଦ୍‌ଯାପିତ
Read More...

ବଲାଙ୍ଗିର ଜିଲ୍ଲା କରାଟେ ସଂଘର ସଫଳତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ସ୍କୁଲଠାରେ ୩୪ତମ କ୍ୟାଜେଟ ଓ ଜୁନିୟର ରାଜ୍ୟ କରାଟେ ଚମ୍ପିୟାନସିପ୍‌ -୨୦୨୩ ଚଳିତ ମାସ ୧୦ ତାରିଖରେ ଉଦ୍‌ଯାପିତ ହୋଇଯାଇଛି । ଓଡିଶା ରାଜ୍ୟର ସର୍ବମୋଟ ୧୭୮ ଜଣ କରାଟେକା ଅଂଶ ଗ୍ରହଣ କରିଥିବା ବେଳେ ବଲାଙ୍ଗିର ଜିଲ୍ଲାରୁ
Read More...

ସଂସ୍କାର ଭାରତୀ ପଶ୍ଚିମ ପ୍ରାନ୍ତ ସାଧାରଣ ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଂସ୍କାର ଭାରତୀ ପଶ୍ଚିମ ପ୍ରାନ୍ତ ଉତ୍କଳର ବାର୍ଷିକ ସାଧାରଣ ସଭା ଭ୍ରମର ହୋଟେଲ ବଲାଙ୍ଗିର ଜିଲ୍ଲାରେ ମହାସାରୋହରେ ପାଳିତ ହୋଇଯାଇଅଛି । ପ୍ରାନ୍ତ ଅଧ୍ୟକ୍ଷ ପ୍ରଭାସ ଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବରେ କ୍ଷେତ୍ର ପ୍ରମୁଖ ସୁଧୀର ରଂଜନ
Read More...

ମହିଳା ମହାବିଦ୍ୟାଳୟରେ ବିଶ୍ଵ ପ୍ରାଥମିକ ସହାୟତା ଦିବସ ପାଳିତ

ବରଗଡ, (ନିରୋଜ କୁମାର ପାଣୀ) : ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ବିଶ୍ଵ ପ୍ରାଥମିକ ସହାୟତା ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି । ଇତିହାସ ବିଭାଗର ଅଧ୍ୟାପିକା ତଥା ଯୁବ ରେଡକ୍ରସ କାଉନସିଲର ନିଳୀମା ନାୟକଙ୍କ ଦ୍ୱାରା
Read More...

ବିଭିନ୍ନ ଦାବୀ ନେଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଲେ ୪ ଜଣ ଆଦିବାସୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ୧୩ ଦଫା ଦାବୀ ନେଇ ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ବରଗଡ଼ ଜିଲ୍ଲା କମିଟି ଆମରଣ ଅନଶନ ଓ ଧାରଣାରେ ବସିଥିବା ଜଣାପଡିଛି । ଭାଗିରଥି ଭୁଏ, ଭୂମି ଭୁଏ, ତପିସା ଭୁଏ, ସେବତୀ ଭୁଏ
Read More...

ଦୁଇ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ଚନ୍ଦନ କାଠ ଗଣ୍ଡି ଚୋରି ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଏମ୍ସ ପବ୍ଲିକ୍‌ ସ୍କୁଲ୍‌ ପରିସର ମଧ୍ୟରେ ରହିଥିବା ଉଦ୍ୟାନ ଭିତରୁ ଦୁର୍ବୃତ୍ତମାନେ ଏକ ଧଳା ଚନ୍ଦନ ଗଛ କାଟି ଦୁଇ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ଚନ୍ଦନ କାଠ ଗଣ୍ଡି ଚୋରି କରି ନେଇଥିବା ସୂଚନା ମିଳିଛି । ସ୍କୁଲର ନିର୍ଦ୍ଦେଶକ ବିଜୟ
Read More...
error: Content is protected !!