Daily Archives

ବଲାଙ୍ଗିର ପୌରାଂଚଳରେ ବିଭିନ୍ନ ଉନ୍ନୟନମୂଳକ କାମର ଶିଳାନ୍ୟାସ ଓ ଉଦ୍‌ଘାଟନ କଲେ କଳିକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରାଂଚଳର ସମସ୍ତ ୱାର୍ଡରେ ବିଭିନ୍ନ ଉନ୍ନୟନମୂଳକ କାମର ଶିଳାନ୍ୟାସ କରିବା ସହ ସହର ମଧ୍ୟରେ କେତୋଟି ରାସ୍ତା ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ପାର୍କକୁ ଉଦ୍‌ଘାଟନ କରିଛନ୍ତି ରାଜ୍ୟ ହାଉସିଂ ବୋର୍ଡର ଅଧ୍ୟକ୍ଷ କଳିକେଶ ନାରାୟଣ
Read More...

ଜିଲ୍ଲା ପ୍ରଶାସନର ସଇଁତଳା ବ୍ଲକରେ ଜନଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସେପ୍ଟେମ୍ବର ମାସ ପାଇଁ ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି ସୂଚୀ ଅନୁସାରେ ଆଜି ସଇଁତଳା ବ୍ଲକ ଅଫିସରେ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଫିସରେ ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରି, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଜିଲ୍ଲା ପରିଷଦର
Read More...

କାର୍ଯ୍ୟରେ ଯୋଗଦେଲେ ଯୋଗାଣ ସହାୟକ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଭୁବନେଶ୍ୱର ସ୍ଥିତ ଲୋଅର ପିଏମ୍‌ଜିଠାରେ ବିଭିନ୍ନ ଦାବୀ ନେଇ ଯୋଗାଣ ସହାୟକମାନଙ୍କ ଏକ ବିଶାଳ ଗଣଧାରଣା ଆୟୋଜିତ ହେବା ସହିତ ରାଜ୍ୟର ସମସ୍ତ ଯୋଗାଣ ସହାୟକ ସାମୁହିକ ଛୁଟିରେ ରହି ଆନ୍ଦୋଳନକୁ ଓହ୍ଲାଇ ଥିଲେ । ତେବେ ଓଡିଶା ସରକାରଙ୍କ ଖାଦ୍ୟ ଓ ଯୋଗାଣ
Read More...

ଉଲୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୫୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା
Read More...

ଟିଟିଲାଗଡ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

ଟିଟିଲାଗଡ, (ସଞ୍ଜୟ କୁମାର ମିଶ୍ର) : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନର ଡାକରାକୁ ସମର୍ଥନ ଜଣାଇ ଟିଟିଲାଗଡ଼ର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି ମିଳିତ ପ୍ରାଥମିକ ଶିକ୍ଷକ ସଂଘ ଟିଟିଲାଗଡ । ତିନୋଟି ଦାବୀ ନେଇ ଗଣଧାରଣା ଦିଆଯାଇଛି ।
Read More...

କ୍ରସର୍‌ ବନ୍ଦ କରାଯିବାକୁ ବଲାଙ୍ଗିର ଜିଲ୍ଲାପାଳଙ୍କୁ ନିବେଦନ କଲେ ଉଚ୍ଛବପାଲି ଗ୍ରାମବାସୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗାଁରେ ରହିଥିବା କ୍ରସର୍‌ ବନ୍ଦ କରାଯିବାକୁ ବଲାଙ୍ଗିର ଜିଲ୍ଲାପାଳଙ୍କୁ ନିବେଦନ କରିଛନ୍ତି ଉଚ୍ଛବପାଲି ଗ୍ରାମବାସୀ । ଆଜି ଏ ସଂପର୍କରେ ସେମାନେ ଜିଲ୍ଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି । ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଉପରବାହାଲ ଗାମ ପଞ୍ଚାୟତର
Read More...

ହାଇଦ୍ରାବାଦ୍‌ରେ ଧୂମ୍‌ଧାମ୍‌ରେ ନୂଆଁଖାଇ ପାଇଁ ‘ଓସାକା’ର ପ୍ରସ୍ତୁତି ବୈଠକ

ହାଇଦ୍ରାବାଦ୍‌ : ହାଇଦ୍ରାବାଦ୍‌ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶାବାସୀଙ୍କ ଅଗ୍ରଣୀ ସଂଗଠନ “ପଶ୍ଚିମ ଓଡିଶା ସାମାଜିକ ଆରୁ ସାଂସ୍କୃତିକ ଅନୁଷ୍ଠାନ” (ଓସାକା) ତରଫରୁ ହାଇଦ୍ରାବାଦ୍‌ରେ ନୂଆଁଖାଇ ଭେଟ୍‌ଘାଟ୍‌ ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବର୍ଷ ୮ ଅକ୍ଟୋବର ଦିନ
Read More...

ସିଡିରୁ ଖସି ପଡି ଯୁବକଙ୍କ ମୃତ୍ୟୁ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ସଦର ଖପ୍ରାଖୋଲଠାରେ ରବିବାର ରାତିରେ ଏକ ଅଘଟଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ମର୍ମାହତ ହୋଇଥିବା ବେଳେ ଚାରିଆଡେ ଶୋକର ବାତାବରଣ ଦେଖାଦେଇଛି । ସୂଚନା ଅନୁସାରେ ଖପ୍ରାଖୋଲ ଗ୍ରାମର
Read More...

ପାଇକମାଲରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବରଗଡ଼ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ପ୍ରକଳ୍ପ ନିର୍ଦ୍ଦେଶକ, ପଦ୍ମପୁର ଉପଜିଲ୍ଲାପାଳ, ପାଇକମାଲ ବିଡ଼ିଓ, ତହସିଲଦାର୍ ଓ ସମସ୍ତ
Read More...

ନୂତନ ଉପଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ନୂତନ ଉପଜିଲ୍ଲାପାଳ ରୂପେ ଆଲୋକ କୁମାର ପଟେଲ ଆଜି ଯୋଗ ଦେଇଛନ୍ତି । ଶ୍ରୀ ପଟେଲ ଭାରପ୍ରାପ୍ତ ଉପଜିଲ୍ଲାପାଳ ସଦାକର କୁମ୍ଭାରଙ୍କଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହି ଅବସରରେ ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ
Read More...