Daily Archives

୪୦ ଜଣ ହିତାଧିକାରୀଙ୍କୁ ଗାଈ ଗୁହାଳ ପାଇଁ କାର୍ଯ୍ୟାଦେଶ ବଣ୍ଟନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟର ସଭାଗୃହଠାରେ ୪୦ ଜଣ ହିତାଧିକାରୀଙ୍କୁ ଗାଈ ଗୁହାଳ ପାଇଁ କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ଗୋଷ୍ଠୀ ଉନ୍ନୟନ
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ସରପଞ୍ଚ ମହାସଙ୍ଘ ପକ୍ଷରୁ ବିକ୍ଷୋଭ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ସରପଞ୍ଚ ମହାସଙ୍ଘ ପକ୍ଷରୁ ଛତ୍ରପୁରସ୍ଥ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୧୫ଦଫା ଦାବୀ ନେଇ ଗୁରୁବାର ସରପଞ୍ଚମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସରପଞ୍ଚମାନଙ୍କ ଭତ୍ତା ୨୫୦୦ ଟଙ୍କା ପରିବର୍ତ୍ତେ ଅଧିକ ବୃଦ୍ଧି
Read More...

ଉତ୍ତମ ପୋଷଣ, ସୁସ୍ଥ ଜୀବନ : ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ

ଆରମ୍ଭ ହେଲା ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମପୁଷ୍ଟି ସହ ସମୃଦ୍ଧିର ସମ୍ପର୍କ ରହିଛିମା’ମାନଙ୍କ ହାତରେ ରହିଛି କାର୍ଯ୍ୟକ୍ରମ ସଫଳତାର ଚାବିକାଠି : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ
Read More...

ଟିଟିଲାଗଡରେ ସ୍ୱର୍ଗତ କବି ମଧୁସୂଦନ ମହାନନ୍ଦଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଅଞ୍ଚଳର ଜଣାଶୁଣା ଜଣେ ପ୍ରଖ୍ୟାତ କୋକଲି କବି ମଧୁସୂଦନ ମହାନନ୍ଦଙ୍କ ଗତ ୯ ତାରିଖରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପ୍ରଥମେ ଟିଟିଲାଗଡ ସରକାରୀ ଡାକ୍ତରଖାନାକୁ ଆଣି ପ୍ରାରମ୍ଭିକ ଚିକିତ୍ସା କରାଇଥିଲେ । ଡାକ୍ତର ତାଙ୍କୁ ବାହାରକୁ ରେଫର କରିବା ପରେ
Read More...

ଟ୍ରେନରେ ମହିଳାଙ୍କୁ ଦୁର୍ବ୍ୟବହାର, ସ୍ୱାମୀ ନିଜ ସ୍ତ୍ରୀଙ୍କୁ ବଞ୍ଚାଇବା ପାଇଁ ଦୁଇ ଯୁବକଙ୍କୁ କଲେ ବ୍ଲେଡରେ ଆକ୍ରମଣ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟ୍ରେନରେ ଲୋକ ନିଜକୁ ସୁରକ୍ଷିତ ଭାବି ଦେଶର ବିଭିନ୍ନ ସ୍ଥାନକୁ ଦୂର ଦୂରାନ୍ତର ଯାଏଁ ଯାତାୟାତ କରିଥାନ୍ତି । ରେଳସେବା ଏକ ସୁରକ୍ଷିତ ସେବା ଭାବି ଲୋକେ ରେଳ ଯାତ୍ରାକୁ ସୁରକ୍ଷିତ ମଣନ୍ତି । କିନ୍ତୁ ଟିଟିଲାଗଡରେ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି ।
Read More...