Daily Archives

ଆଇ କାନ୍ ଡ୍ୟାନ୍ସ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସାଂସ୍କୃତିକ ଅନୁଷ୍ଠାନ କଲ୍ୟାଣୀ କଳା କେନ୍ଦ୍ର ଆନୁକୂଲ୍ୟରେ ସେକ୍ଟର ୧୭ସ୍ଥିତ ହୋମ୍ ଆଣ୍ଡ ହୋପ୍ଠାରେ ମୁଁ ନାଚିପାରେ (ଆଇ କାନ୍ ଡ୍ୟାନ୍ସ) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ରମେଶ ଚନ୍ଦ୍ର ସେଠୀଙ୍କ ସଭାପତିତ୍ୱରେ ସାଧାରଣ
Read More...

ଓଡ଼ିଶା ସାମ୍ବାଦିକ ସଂଘ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ ଓ ବନ୍ଧୁମିଳନ

ସରକାରଙ୍କ ସାମ୍ବାଦିକମାନଙ୍କୁ ଅଣଦେଖାକୁ ନେଇ ନିନ୍ଦା କଲେ ପୂର୍ବତନ ମନ୍ତ୍ରୀ ଶ୍ରୀ ସିଂଭୋଇ ସଇଁତଲା, (ପ୍ରମୋଦ ସେଲମା) : ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ) ବଲାଙ୍ଗିର ଶାଖା ତରଫରୁ ଜିଲ୍ଲାସ୍ତରୀୟ ନୂଆିଁଖାଇ ଭେଟ୍‌ଘାଟ୍‌ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ବେଲଗାଁ ଡାକବଙ୍ଗଳାଠାରେ
Read More...

ଜିଲ୍ଲାସ୍ତରୀୟ ମିଶନ ଇନ୍ଦ୍ର ଧନୁଷ ୫.୦ର ପ୍ରଚାର ପ୍ରସାର ପାଇଁ ଲୋକ କଳାକାରମାନଙ୍କ ଦିନିକିଆ ତାଲିମ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାସ୍ତରୀୟ ମିଶନ ଇନ୍ଦ୍ର ଧନୁଷ ୫.୦ର ପ୍ରଚାର ପ୍ରସାର ପାଇଁ ଲୋକ କଳାକାରମାନଙ୍କ ଦିନିକିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସ୍ୱାସ୍ଥ୍ୟ ଶିବିର ଏବଂ ୟୁନିସେଫ ସହଭାଗିତାରେ ବିଭିନ୍ନ ବ୍ଲକରୁ ୫୦ଜଣ କଳାକାରଙ୍କୁ ନେଇ ଏହି ଶିବିର ଅନୁଷ୍ଠିତ
Read More...

ବିଶ୍ୱ ପର୍ଯ୍ୟଟନ ଦିବସରେ କୁଇଜ୍ ପ୍ରତିଯୋଗିତା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ ଜିଲ୍ଲା ପର୍ଯ୍ୟଟନ ବିଭାଗ ପକ୍ଷରୁ ଯୋଜନା ଓ ସମନ୍ୱୟ ବିଭାଗର ସମ୍ମିଳନୀ କକ୍ଷରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ଏଥିରେ ମୁଖ୍ୟ ଅତିଥି ଭାବରେ
Read More...

ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ : ସ୍ୱାସ୍ଥ୍ୟ ବିଭାଗ ଦୃଷ୍ଟି ଦେବାକୁ ଦାବୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ ଖେଳିଯାଇଛି । ପ୍ରଥମେ ଜ୍ୱର କିଛିଦିନ ହେବା ପରେ ଦେହରେ ପାଣି ଫୋଟକା ହେବା ସହ ତାହା ଫାଟିଯାଇ ଦେହସାରା
Read More...

ଅକ୍ଟୋବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅକ୍ଟୋବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି । ସୂଚୀ ଅନୁସାରେ ଅକ୍ଟୋବର ମାସ ୦୩ ତାରିଖ ମଙ୍ଗଳବାର ସକାଳ ଘ ୧୦.୩୦ ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ
Read More...

ଟିଟିଲାଗଡ଼ ବ୍ଲକ ଗାଁ ସାଥୀ ସଙ୍ଘର ଜରୁରୀ ବୈଠକ ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବ୍ଲକ ଗାଁ ସାଥୀ ମେଟ୍‌ ସଙ୍ଘର ଏକ ଜରୁରୀକାଳୀନ ବୈଠକ ସ୍ଥାନୀୟ ଧବଳେଶ୍ୱର ମନ୍ଦିର ପ୍ରାଙ୍ଗଣରେ ସଭାପତି ଜଳଧର ଧରୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଟିଟଲାଗଡ ବ୍ଲକର ୨୪ଟି ଗ୍ରାମ ପଞ୍ଚାୟତରୁ ୧୫୦ ଗାଁ ସାଥୀ (ମେଟ୍)
Read More...