Monthly Archives

September 2023

ଆକାଂକ୍ଷୀ ବ୍ଲକ୍ ଗୁଡିକ ପାଇଁ ଏକ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ ‘ସଂକଳ୍ପ ସପ୍ତାହ’ର ଶୁଭାରମ୍ଭ କଲେ…

● ଆକାଂକ୍ଷୀ ବ୍ଲକ୍ କାର୍ଯ୍ୟକ୍ରମ ପୋର୍ଟାଲର ଶୁଭାରମ୍ଭ● "ମୋ ପାଇଁ ଏହି ସମାବେଶ ଜି - ୨୦ ସମ୍ମିଳନୀ ଠାରୁ କମ୍ ନୁହେଁ● ଏହି କାର୍ଯ୍ୟକ୍ରମ ଟିମ୍ ଇଣ୍ଡିଆ ର ସଫଳତା ଏବଂ ସମସ୍ତଙ୍କ ପ୍ରୟାସ ଓ ଭାବନାର ପ୍ରତୀକ ଅଟେ● ସ୍ୱାଧୀନ ଭାରତର ଶ୍ରେଷ୍ଠ ୧୦ଟି କାର୍ଯ୍ୟକ୍ରମ ମଧ୍ୟରୁ ଯେକୌଣସି
Read More...

ଗ୍ରାସୀମ କମ୍ପାନୀ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ପରିଚୟ ପତ୍ର ଓ ସ୍କୁଲ ବ୍ୟାଗ ବଣ୍ଟନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡ) : ଜାତୀୟ ରାଜପଥ ପାର୍ଶ୍ଵ ପୁଇଁତୋଳାଠାରେ ଥିବା ମଧ୍ୟ ଇଂରାଜୀ ବିଦ୍ୟାଳୟଟି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ଜଣାପଡିଛି । ଗ୍ରାମବାସୀଙ୍କ ଉଦ୍ୟମରେ ୧୯୯୪ରେ ସ୍ଥାପିତ ହୋଇଥିବା ଏହି ସ୍କୁଲଟି ନିଉ ଏଡେଡ଼୍‌ ସ୍କୁଲ ହୋଇଥିବା ହେତୁ ପ୍ରଶାସନର ଆଢୁଆଳ ଥିବା
Read More...

କପିଲାଭଟାରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆଜି କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅଶୁର୍ଲା କ୍ଲଷ୍ଟରର ଆଞ୍ଚଳିକ ସାଧନ
Read More...

ତ୍ରିନାଥ ସିଂହଙ୍କୁ ଶବ୍ଦଶିଳ୍ପୀ ରୋହିତ ପଟେଲ ସମ୍ମାନ

ରାଉରକେଲା, (କେପିଏନ୍‌ଏସ୍‌) : ରାଉରକେଲା ଭବିଷ୍ୟନିଧି କାର୍ଯ୍ୟାଳୟରେ ଅବସ୍ଥାପିତ ତଥା ଓଡ଼ିଶାର ଆଗଧାଡ଼ିର ସୁନାମଧନ୍ୟ କବି ତ୍ରିନାଥ ସିଂହଙ୍କୁ ୨୦୨୩ ବର୍ଷ ପାଇଁ ମର୍ଯ୍ୟାଦାଜନକ ଶବ୍ଦଶିଳ୍ପୀ ରୋହିତ ପଟେଲ ସମ୍ମାନ - ୨୦୨୩ ପ୍ରଦାନ କରାଯାଇଛି । ପବିତ୍ର ବ୍ୟାସକ୍ଷେତ୍ର ବେଦବ୍ୟାସ
Read More...

ଟିଟିଲାଗଡର ପୁରୁଣା ହୋଟେଲ ବ୍ୟବସାୟୀ ସ୍ୱର୍ଗତ ଉପେନ୍ଦ୍ର ସାହୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସହରବାସୀ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ହାଟପଦାପଡ଼ା ଦୈନିକ ବଜାରର ସବୁଠୁ ପୁରୁଣା ହୋଟେଲ ବ୍ୟବସାୟୀ ସ୍ୱର୍ଗତ ଉପେନ୍ଦ୍ର ସାହୁଙ୍କ ନୂଆଁଖାଇ ଦିନ ସକାଳେ ତାଙ୍କର ନିଧନ ଘଟିଥିଲା । ସ୍ବର୍ଗତ ସାହୁ ବହୁ ବର୍ଷ ଧରି ତାଙ୍କ ହୋଟେଲ ବ୍ୟବସାୟ କରି ଲୋକଙ୍କ ପ୍ରିୟପାତ୍ର ହୋଇପାରିଥିଲେ ।
Read More...

ରକ୍ତଦାନ ଶିବିର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ମୋ' ପରିବାର ଓ ଛେଣ୍ଡ ସ୍ଥିତ ହୃଷିକେଶ ରାୟ ମହାବିଦ୍ୟାଳୟ ତରଫରୁ ଏକ ରକ୍ତଦାନ ଶିବିର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଭବେଶ ଚନ୍ଦ୍ର ସାହୁ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ
Read More...

କବିବର ରାଧାନାଥ ରାୟଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଗତିଶୀଳ ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୩ସ୍ଥିତ ବାଜିରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ କବିବର ରାଧାନାଥ ରାୟଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଶିକ୍ଷା ନିକେତନର ପ୍ରଧାନ ଶିକ୍ଷୟିତ୍ରୀ ସୌଦାମିନୀ ମୁଦାଲୀଙ୍କ
Read More...

ଅବସରକାଳୀନ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ବରିଷ୍ଠ ରାଜସ୍ୱ ସହାୟକ ଆକବର ହୁସେନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏଥିପାଇଁ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଶ୍ରୀ ହୁସେନଙ୍କ ସହ ଚାକିରି ଜୀବନର
Read More...

ଟିଟିଲାଗଡ ସରକାରୀ ଡାକ୍ତରଖାନାରେ ଅବ୍ୟବସ୍ଥା ଅଭିଯୋଗ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ସରକାରୀ ଡାକ୍ତରଖାନାକୁ ଶହ ଶହ ଲୋକ ପ୍ରତିଦିନ ଚିକିତ୍ସା ପାଇବା ପାଇଁ ଆସିଥାନ୍ତି । ଏହି ଡାକ୍ତରଖାନାରେ ଦୁଇ ଦିନ ତଳେ ଭର୍ତ୍ତି ହୋଇଥିବା ରୋଗୀଙ୍କୁ ସକାଳ ରାଉଣ୍ଡରେ କୌଣସି ଡାକ୍ତର ଦେଖୁ ନଥିବାରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ
Read More...

ଅରକ୍ଷିତଙ୍କୁ ଦୈବ ସାହା : ଦିବ୍ୟାଙ୍ଗ ଦଣ୍ଡପାଣିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ ହଜାର ଟଙ୍କା ସହାୟତା…

ଗ୍ରାମବାସୀ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଲେ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଣମାଧ୍ୟମ ଜରିଆରେ ଖବର ପ୍ରସାରଣ ପରେ ଦିବ୍ୟାଙ୍ଗ ଦଣ୍ଡପାଣିଙ୍କୁ ଗତକାଲି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ ହଜାର ଟଙ୍କା ସହାୟତା ମିଳିଲା । ଏବେ ଗ୍ରାମବାସୀ ବି ଖୁବ ଖୁସି ଅଛନ୍ତି,
Read More...