Monthly Archives

September 2023

ରାଜ୍ୟସ୍ତରୀୟ ଓକା ଆଇଡଲ ପ୍ରତିଯୋଗିତା ଓ ସମ୍ବର୍ଦ୍ଧନା ମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ସଙ୍ଗୀତ ମୂର୍ଚ୍ଛନା ଓ ଓଡିଶା ସଂସ୍କୃତି କଳା ଏକାଡେମୀ ଓକା ପକ୍ଷରୁ ଓକା ଆଇଡଲ ପ୍ରତିଯୋଗିତା ଓ ସମ୍ବର୍ଦ୍ଧନା ମହୋତ୍ସବ ସମ୍ବଲପୁର ଜିଲ୍ଲାର ଓଡିଶା ସାଂସ୍କୃତିକ ସମାଜ ହଲରେ ଅନୁଷ୍ଠିତ ହୋଇଯାଇଛି…
Read More...

ଚାକିରି କରାଇ ଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ : ବାପା ପୁଅ ଗିରଫ, କୋର୍ଟ ଚାଲାଣ

ପାଟଣାଗଡ଼, (ଅଶୋକ କୁମାର ବାଗ) : ଚାକିରି କରାଇ ଦେବା ନାମରେ ଲୋକଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ବାପା ଏବଂ ପୁଅକୁ ପାଟଣାଗଡ଼ ପୋଲିସ ଗିରଫ କରିଥିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ନୂଆପଡା ଜିଲ୍ଲା ବୁଡେନ ଥାନା କରଙ୍ଗାମାଲ ଗାଁର ବେଣୁଧରର ଜଗତ ଓ ତାଙ୍କ ପୁଅ…
Read More...

କଟାପାଲି ଗୌନ୍ତିଆ ଶରତ ଚନ୍ଦ୍ର ଦାଶଙ୍କ ପରଲୋକ

ବରଗଡ଼, (ନିରୋଜ କୁମାର ପାଣୀ) : କଟପାଲି ଗୌନ୍ତିଆ ଶରତ ଚନ୍ଦ୍ର ଦାଶଙ୍କ ଆଜି ସକାଳ ୮ ଘଣ୍ଟା ସମୟରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହେଉଥିଲା । ମୃତ୍ୟୁଶଯ୍ୟା ପାଖରେ ତାଙ୍କ ତିନି ପୁତ୍ର ପ୍ରଦୀପ(ବୁଲୁ), ଦିଲ୍ଲୀପ, ସଂଜୀବ ଉପସ୍ଥିତ ଥିଲେ । ସେ ଜଣେ ବ୍ୟବସାୟୀ…
Read More...

ରାଉରକେଲା ଓଡ଼ିଆ ଅଧ୍ୟାପକ-ଅଧ୍ୟାପିକା ସମ୍ମିଳନୀର ୩ୟ ଅଧିବେଶନ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସେକ୍ଟର-୪ସ୍ଥିତ ରାଉରକେଲା ମହାବିଦ୍ୟାଳୟର ସଭା ଗୃହ ମଧ୍ୟରେ ରାଉରକେଲାର ଓଡ଼ିଆ ଅଧ୍ୟାପକ-ଅଧ୍ୟାପିକା ସମ୍ମିଳନୀର ତୃତୀୟ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ଅଧ୍ୟାପକ କରୁଣାକର ପାଟ୍ଟଶାଣୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି…
Read More...

ଓଡିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର : ୬୫ ୟୁନିଟ୍ ରକ୍ତ ସଂଗ୍ରହ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଓଡିଶା ମୋ ପରିବାର ଏବଂ ବିଜୁ ଜନତା ଦଳ ଡେଲାଙ୍ଗ-ପିପିଲି ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଗାଦିବ୍ରହ୍ମ ଡିଗ୍ରୀ ମହାବିଦ୍ୟାଳୟରେ ରବିବାର ଦିନ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ୧୬ନଂ ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ପ୍ରସନ୍ନ ସାହୁ…
Read More...

ଲୋଇସିଂହା ଓ ଆଗଲପୁର ବ୍ଲକରେ ସ୍କ୍ରବ୍‌ ଟାଇଫସ୍ ଆତଙ୍କ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍କ୍ରବ୍‌ ଟାଇଫସ୍‌ ବା ଟ୍ରମ୍ବିଆକୁଲାଇଡ୍‌ ନାମକ ଏକ ବିଷାକ୍ତ କୀଟ ଏବେ ଲୋଇସିଂହା ଓ ଆଗଲପୁର ବ୍ଲକ ସମେତ ବଲାଙ୍ଗିର, ସୋନପୁର ଓ ବରଗଡ଼ ଜିଲ୍ଲାର ଗ୍ରାମାଞ୍ଚଳରେ ବହୁଳ ଭାବେ ଦେଖାଯାଉଛି । ଏହି ବିଷାକ୍ତ କୀଟ କାମୁଡ଼ାରେ କିଛି ଲୋକଙ୍କ ମୃତ୍ୟୁ ହୋଇଥିବା…
Read More...

ଓସେପା ୱେବସାଇଟ୍‌ରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି

୧୩ରୁ ଆବେଦନ କରିବେ ଆଶାୟୀ୧୦ ଅକ୍ଟୋବର ଆବେଦନର ଶେଷ ସମୟ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ (ସିମାଟିକ୍‌) ନିଯୁକ୍ତି ପାଇଁ ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ୱେବସାଇଟ୍‌ରେ…
Read More...

ରକ୍ତଦାନ ଶିବିରରେ ଯୋଗଦେଲେ ବିଧାୟକ ସରୋଜ କୁମାର ମେହେର

ବେଲପଡା, (ଭୋଜରାଜ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ବେଲପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଠାରେ ବେଲପଡା ଜନକଲ୍ୟାଣ ଷ୍ଟ୍ରଟ ଦ୍ୱାରା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ମୁଖ୍ୟ ଅତିଥି ଭାବରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଯୋଗଦାନ କରିଥିବା ବେଳେ…
Read More...

ହିଞ୍ଜିଳିକାଟୁ ଥାନାର ନୂତନ ଥାନାଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚର୍ଚ୍ଚିତ ସହର ହିଞ୍ଜିଳିକାଟୁ ଥାନାର ନୂତନ ଥାନା ଅଧିକାରୀ ଭାବେ ଶ୍ରୀନିବାସ ସେଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏଥିପୂର୍ବରୁ ହିଞ୍ଜିଳିକାଟୁ ଥାନାରେ ଅଭିମନ୍ୟୁ ଦାସ ଥାନା…
Read More...

ବରିଷ୍ଠ ପୂର୍ବତନ ବିଧାୟକ ଡ଼ା.ଚ୍ୟାଉ ପଟ୍ଟନାୟକଙ୍କ ପତ୍ନୀ ବିଜୟଲକ୍ଷ୍ମୀଙ୍କ ପରଲୋକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରର ବରିଷ୍ଠ ରାଜନେତା ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲାର ବିଜେଡି ସଭାପତି ଏବଂ ରାଜ୍ୟ ଯୋଜନାବୋର୍ଡ଼ ସଦସ୍ୟ ଡ଼ା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ପତ୍ନୀ ବିଜୟଲକ୍ଷ୍ମୀ ଚ୍ୟାଉ ପଟ୍ଟନାୟକଙ୍କ ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି ।…
Read More...