ବିଭୂତି ଭୂଷଣ ଜିଲ୍ଲା କଂଗ୍ରେସର ସାଧାରଣ ସମ୍ପାଦକ ଭାବେ ମନୋନୀତ
ମ.ରାମପୁର, (ହେମନ୍ତ ସାହୁ) : ଓଡିଶା ପ୍ରଦେଶ କଂଗ୍ରେସ ଅନୁମୋଦନ କ୍ରମେ କଳାହାଣ୍ଡି ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ନୂତନ କର୍ମକର୍ତ୍ତା ମନୋନୀତ କରାଯାଇଛି । ଏହି କ୍ରମରେ ମ.ରାମପୁର ବ୍ଲକର କଂଗ୍ରେସ ଦଳର ଜଣେ ଲଢୁଆ ଯୁବନେତା ବିଭୂତି ଭୂଷଣ ମହାଖୁଡ଼ଙ୍କୁ ଜିଲ୍ଲା ସାଧାରଣ ସମ୍ପାଦକ ଭାବେ!-->…
Read More...
Read More...