ସଇଁତଲାରେ ନବରାତ୍ର ଦୁର୍ଗାପୂଜା ରୌପ୍ୟ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ
ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ସ୍ଥାନୀୟ ଦୁର୍ଗାମଣ୍ଡପ ପରିସରରେ ସାର୍ବଜନୀନ ନବରାତ୍ର ଦୂର୍ଗାପୂଜା ରୌପ୍ୟ ଜୟନ୍ତୀ କମିଟିର ସ୍ଥାୟୀ ସଭାପତି ସୁରେନ୍ଦ୍ର ସିଂ ଭୋଇଙ୍କ ସଭାପତିତ୍ବରେ ରୌପ୍ୟ ଜୟନ୍ତୀ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି!-->…
Read More...
Read More...