Monthly Archives

September 2023

ଚନ୍ଦନଭାଟି ସରସ୍ୱତୀ ଶିଶୁ ମନ୍ଦିରଠାରେ ଗୁରୁଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରସ୍ବତୀ ଶିଶୁ ମନ୍ଦିର ଚନ୍ଦନଭାଟିଠାରେ ଆଜି ପବିତ୍ର ଗୁରୁଦିବସ ପାଳିତ ହୋଇଯାଇଛି । କଅଗାଁ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଭାଗିରଥି ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟ ପରିଚାଳନା
Read More...

କେରମେଲି ସ୍କୁଲରେ ଗୁରୁଦିବସ

ସଇଁନ୍ତଲା : ସଇଁନ୍ତଲା ବ୍ଲକ ସରକାରୀ ଉନ୍ନତି ଉଚ୍ଚ ବିଦ୍ୟାଳୟ କେରମେଲି ସ୍କୁଲରେ ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆୟୋଜିତ ସଭାରେ ପ୍ରଧାନଶିକ୍ଷକ ସରୋଜ କୁମାର ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍କୁଲ ଶିକ୍ଷୟତ୍ରୀ ରଶ୍ମିତା
Read More...

ଗୁରୁଦିବସ ଉପଲକ୍ଷେ ଗୁରୁ ପୂଜନ ଉତ୍ସବ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ପବିତ୍ର ଗୁରୁଦିବସ ଅବସରରେ 'ଓଡ଼ିଶା ମୋ ପରିବାର" ଲୋଇସିଂହା ଶାଖା ତରଫରୁ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଆୟୋଜକ ତଥା ବିଜେଡି ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ ତତ୍ୱାବଧାନରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ
Read More...

ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ଭାରତର ପ୍ରଥମ ଉପରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜୟନ୍ତୀ ତଥା ଗୁରୁଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଇନ୍ଦ୍ରମଣି ତ୍ରିପାଠୀ
Read More...

ସଇଁନ୍ତଲାର ସିମେଣ୍ଟ ବ୍ୟବସାୟୀଙ୍କ ଦୋକାନରେ ଜିଏସ୍‌ଟି ବିଭାଗର ଚଢ଼ାଉ

ସଇଁନ୍ତଲା, (ଲଷ୍ମୀକାନ୍ତ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଷ୍ଟେଟ ବ୍ୟାଙ୍କ ଛକ ନିକଟରେ ଥିବା ସିମେଣ୍ଟ ବ୍ୟବସାୟୀ କପିଲ ପ୍ରସାଦ ଅଗ୍ରୱାଲଙ୍କ ସିମେଣ୍ଟ ଗୋଦାମ, ବାସଭବନ, କାର୍ଯ୍ୟାଳୟ ଏବଂ ଲରକିପାଲି ସ୍ଥିତ ସିମେଣ୍ଟ ଗୋଦାମ ଘରେ ଏକକାଳୀନ ଜିଏସ୍‌ଟି ବିଭାଗର ୨୫ ଜଣିଆ ଟିମ୍‌ର
Read More...

ସଇଁନ୍ତଲା ଶିଶୁମନ୍ଦିରରେ ଗୁରୁଦିବସ ପାଳିତ

ସଇଁନ୍ତଲା, (ଲଷ୍ମୀକାନ୍ତ ସାହୁ) : ସଇଁନ୍ତଲା ସ୍ୱରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଗୁରୁଦିବସ ଉତ୍ସବ ପାଳନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସଇଁତଲାର ଅବସରପ୍ରାପ୍ତ ଶିକ୍ଷକ ନାରାୟଣ ଜାଲ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କାର୍ଯ୍ୟକ୍ରମରେ ଦୀପ ପ୍ରଜ୍ଵଳନ କରିବା ସହିତ ଗୁରୁଦିବସର
Read More...

କଣ୍ଟାବାଞ୍ଜିକୁ ରାଜସ୍ୱ ଜିଲ୍ଲା ମାନ୍ୟତା ଦାବୀ ନେଇ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ ଓ ରାସ୍ତା ରୋକ୍

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରର ଇନ୍ଦିରା ଛକ ସମ୍ମୁଖରେ କଣ୍ଟାବାଞ୍ଜିକୁ ରାଜସ୍ବ ମାନ୍ୟତା ଦାବୀ ନେଇ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ ଓ ରାସ୍ତା ରୋକ୍ କରାଯାଇଛି । ଏହି ବନ୍ଦ ପାଳନରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ୪୦ରୁ ଅଧିକ ସଂଗଠନ ସାମିଲ
Read More...

ମାୟାବର୍ହା ହାଇସ୍କୁଲରେ ଗୁରୁଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ଆଜି ପବିତ୍ର ଗୁରୁଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଡ. ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫଟୋଚିତ୍ରରେ
Read More...

ଗୁରୁ ଦିବସ ଉପଲକ୍ଷେ ଗୁରୁପୂଜନ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ମହୁଲପଡା ସେବାଶ୍ରମ ଓ ମହୁଲପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବହୁ ଆଡମ୍ବର ସହ ଗୁରୁଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ବରିଷ୍ଠ ଶିକ୍ଷକ ମହାବୀର ଯୋକ୍ଷୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି
Read More...

ଆଦର୍ଶ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗୁରୁ ଦିବସ ଅବସରରେ ମାଣ୍ଡୋସିଲ ପଞ୍ଚାୟତ ଡୁମ୍ବେରବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ପ୍ରଥମେ ପାଇକମାଲ ବ୍ଲକ ଶିକ୍ଷା ଅଧିକାରୀ ଚୁଡ଼ାମଣି ବାରିକ, ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଧେଶ୍ୟାମ ମେହେର ଓ
Read More...