ଗୁରୁଦିବସ ପାଳନ ଓ ବୃକ୍ଷରୋପଣ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମରତଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ରାଜେଶ କୁମାର ଖମାରୀଙ୍କ ସଭାପତିତ୍ୱରେ ଗୁରୁଦିବସ ପାଳିତ ହୋଇଯାଇଛି । ସଭା ପ୍ରାରମ୍ଭରେ ପ୍ରଧାନ ଶିକ୍ଷକ ଓ ଅତିଥି ବୃନ୍ଦ ରାଧାକୃଷ୍ଣନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ!-->…
Read More...
Read More...