ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଦଶମ ବାର୍ଷିକ ଅଧିବେଶନ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ସରକାରୀ ଅବସରପ୍ରାପ୍ତ କର୍ମଚାରୀ ସଂଘ ଛତ୍ରପୁର ଶାଖାର ଦଶମ ବାର୍ଷିକ ଅଧିବେଶନ ଛତ୍ରପୁରସ୍ଥିତ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟର ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ନରସିଂହ ଆଚରୀଙ୍କ ସଭାପତିତ୍ୱରେ!-->…
Read More...
Read More...