Monthly Archives

September 2023

ଛାତ୍ରଛାତ୍ରୀଙ୍କ ଘରେ ଶିକ୍ଷା ପ୍ରଶାସକ

ବରଗଡ଼, (ନିରୋଜ କୁମାର ପାଣୀ) : ଅଧାରୁ ବିଦ୍ୟାଳୟ ଛାଡିଥିବା ପିଲାମାନଙ୍କୁ ଶିକ୍ଷାର ମୁଖ୍ୟ ସ୍ରୋତରେ ଫେରେଇ ଆଣିବାକୁ ପ୍ରୟାସ କରି ଆଜି ବରଗଡ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଶ୍ରୀମତୀ ସେବାଶ୍ରୀ ଭୋଇ ପହଞ୍ଚିଥିଲେ ଏସ୍‌ ଦୁମେରପାଲିର ସୌଦାମିନୀ ସାହୁ ଓ ଭୋଜରାଜ ସାହୁଙ୍କ ଭିନ୍ନକ୍ଷମ
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଚାରା ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନଙ୍କୁ ବୃକ୍ଷ ଚାରା ବଣ୍ଟନ ଉତ୍ସବ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରକୃତି ବନ୍ଧୁ ମୀନକେତନ
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ସେପ୍ଟେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ଜିଲ୍ଲାପାଙ୍କ ପୁରୁଣା ସଭାଗୃହରେ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ
Read More...

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି : ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ…

5T ସଚିବଙ୍କ ଜିଲ୍ଲା ଗସ୍ତ ପରବର୍ତ୍ତୀ ଉଚ୍ଚସ୍ତରୀୟ ସମୀକ୍ଷା ଆରମ୍ଭଡିସେମ୍ବରରୁ ପଟ୍ଟା ବଣ୍ଟନଭୁବନେଶ୍ୱର ପତିତ ଜମିର ସତ୍ତ୍ୱ ରାଜସ୍ୱ ବିଭାଗ Task Forceର SOP ଭିତ୍ତିରେ ନିର୍ଦ୍ଧାରିତ ହେବ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ
Read More...

ଲୋକକଳା ବଞ୍ଚିଲେ ସଂସ୍କୃତି ବଞ୍ଚିବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାସ୍ତରୀୟ ସଂସାଧନ ସଭ୍ୟଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଜିଲ୍ଲା ସଂସ୍କୃତି ଭବନଠାରେ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ସଭାରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଅତିଥି ଭାବରେ ଯୋଗଦେଇ ସୂଚନା, ଶିକ୍ଷା, ଯୋଗାଯୋଗ କାର୍ଯ୍ୟକ୍ରମ ଆଧାରରେ
Read More...

ଦ୍ଵିତୀୟ ଆନ୍ତଃଜିଲ୍ଲା ହକି ଚମ୍ପିୟାନସିପ୍‌ରେ ଭାଗ ନେବ ବଲାଙ୍ଗିର ଜିଲ୍ଲା ସିନିୟର ହକି ଦଳ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦ୍ଵିତୀୟ ଆନ୍ତଃଜିଲ୍ଲା ହକି ଚମ୍ପିୟାନସିପ୍‌ରେ ଭାଗ ନେବା ପାଇଁ ବଲାଙ୍ଗିର ଜିଲ୍ଲା ସିନିୟର ହକି ଦଳ ଆଜି ଅଜାମ୍ବର ରାଜପଲିଆଙ୍କ ନେତୃତ୍ୱରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଛି । ବଲାଙ୍ଗିର ରେଳ ଷ୍ଟେସନଠାରେ ଦଳର ଭଲ ପ୍ରଦର୍ଶନ ସକାଶେ ଜିଲ୍ଲା କ୍ରୀଡ଼ା
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୩୨ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁରଠାରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଓ
Read More...

ଲୋଇସିଂହା ଦୁର୍ଗାପୂଜା ପାଇଁ ନୂତନ କର୍ମକର୍ତ୍ତା ମନୋନୟନ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହାର ୫୩ତମ ସାର୍ବଜନୀନ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବା ସହିତ ଚଳିତ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ମନୋନୟନ କରାଯାଇଛି । ଏଥିରେ ସର୍ବସମ୍ମତି କ୍ରମେ ସଭାପତି ଭାବେ ବଳରାମ ସିଂରାଏ ଏବଂ ସାଧାରଣ ସମ୍ପାଦକ ଭାବେ ପ୍ରଦୀପ କୁମାର
Read More...

ବିକାଶଠାରୁ ବହୁ ଦୂରରେ ବାରିକପାଲି ଗାଁ

ସଇଁନ୍ତଲା, (ଲଷ୍ମୀକାନ୍ତ ସାହୁ) : ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ, ଶିକ୍ଷା, ଗମନାଗମନ ଏବେ ବି ଉପାନ୍ତ ଅଂଚଳରେ ଫେଲ ମାରିଛି । ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ଗାଁକୁ ପକ୍କା ରାସ୍ତା ନଥିବା ଯୋଗୁଁ ଯିବା ଆସିବାରେ ଲୋକେ ଅନେକ ସମସ୍ୟା ଭୋଗୁଥିବା ଅଭିଯୋଗ ହେଉଛି । ମିଳିଥିବା ସୂଚନା
Read More...

ବିସ୍ଥାପିତଙ୍କୁ ଅଣଦେଖା ଯୋଗୁଁ ଗଣ ବିକ୍ଷୋଭ

ସଇଁନ୍ତଲା, (ଲଷ୍ମୀକାନ୍ତ ସାହୁ) : ୧୯୮୪ ମସିହାରେ କେନ୍ଦ୍ର ସରକାରଙ୍କ ଦ୍ୱାରା ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ ବଡ଼ମାଲଠାରେ ପ୍ରାୟ ପାଖାପାଖି ଦୁଇ ହଜାର ପରିବାରକୁ ବିସ୍ଥାପିତ କରାଯାଇ ଗୋଳାବାରୁଦ କାରଖାନା ନିର୍ମାଣ କରାଯାଇଥିଲା ଓ କାରଖାନା ତିଆରି ହେବା ପରେ ବିସ୍ଥାପିତଙ୍କ ଶିକ୍ଷା,
Read More...