Monthly Archives

September 2023

ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : ତେତେଲପଡା ଚାମ୍ପିଆନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବିରିପାଲି ଓ ବେଡାପରା ଗାଁର ମିଳିତ ଆନୁକୂଲ୍ୟରେ ଚାଲିଥିବା ମା' ବସ୍ତ୍ରାଣୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଅଂଚଳର ବିରିପାଲି, ତୁକଳା, ତେତେଲପଡା, ସରଗୁଲ, ଅରେଡା, କପିଲାଭଟା,
Read More...

ବ୍ରହ୍ମାକୁମାରୀ ସଂସ୍ଥାନର ସପ୍ତାହ ବ୍ୟାପୀ ରକ୍ଷାବନ୍ଧନ ଉଦ୍‌ଯାପିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ଶାଖା ଶାନ୍ତି ଅନୁଭୂତି ଭବନ ତରଫରୁ ଆୟୋଜିତ ସପ୍ତାହ ବ୍ୟାପୀ ପବିତ୍ର ରକ୍ଷାବନ୍ଧନ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି
Read More...

ସୁବର୍ଣ୍ଣପୁରରେ କଳା ସଂସାଧନ ସଭ୍ୟଙ୍କ ଦୁଇ ଦିନିଆ ତାଲିମ ଶିବିର ଅନୁଷ୍ଠିତ : ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲୋକକଳା ମାଧ୍ୟମରେ ଜନସାଧାରଣ ଯେପରି ସରକାରଙ୍କ ଦ୍ଵାରା ପ୍ରୟୋଜିତ ବିଭିନ୍ନ କଲ୍ୟାଣକାରୀ ଯୋଜନା ସମ୍ବନ୍ଧରେ ଅବଗତ ହୋଇପାରିବେ ସେଥିପାଇଁ ସେପ୍ଟେମ୍ବର ୧୫ରୁ ୩୦ ତାରିଖ ମଧ୍ୟରେ ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟକ୍ରମ ପରିବେଷଣ
Read More...

ବିଭାଗୀୟ ଟାଳଟୁଳ ନୀତି ପ୍ରତିବାଦରେ ଛୁଟିରେ ରହିଲେ କୃଷି ବିଭାଗର ସମସ୍ତ ଅଧିକାରୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : କ୍ୟାଡ଼ର ପୁନଃବିନ୍ୟାସର ଦୀର୍ଘ ଦିନ ଧରି ପ୍ରଚେଷ୍ଟା ଏବଂ ଅନୁରୋଧ ସତ୍ତ୍ୱେ ବିଭାଗ ତରଫରୁ କୌଣସି ନ୍ୟାୟୋଚିତ ପଦକ୍ଷେପ ପରିଲକ୍ଷିତ ନ ହେବାରୁ ଅଗଷ୍ଟ ୩୧ ତାରିଖରୁ ଅନିର୍ଦ୍ଦଷ୍ଟ କାଳ ପାଇଁ ସମୂହ ଛୁଟିରେ ଯାଇଛନ୍ତି କୃଷି ବିଭାଗର ସମସ୍ତ ଅଧିକାରୀ ।
Read More...

ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀସ୍ତରୀୟ ସକ୍ରିୟ କର୍ମୀ ସମ୍ବିଳନୀ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ସଇଁତଲାଠାରେ ଏକ ସକ୍ରିୟ କର୍ମୀ ସମ୍ବିଳନୀ ଆୟୋଜିତ ହୋଇଯାଇଛି । ଉକ୍ତ ସଭାରେ ଓଡିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଯୋଗଦାନ କରି ରାଜ୍ୟ ଓ କେନ୍ଦ୍ର ସରକାର ଉଭୟ ଭାଇ ଭାଇ ଯାହାଫଳରେ ଲୋକମାନଙ୍କୁ
Read More...

ପବିତ୍ର ରକ୍ଷା ବନ୍ଧନ ଉତ୍ସବରେ ପତାଞ୍ଜଳି ଯୋଗର ଭଉଣୀମାନେ ଭାଇଙ୍କ ଶୁଭ ମନାସି ହାତରେ ରାକ୍ଷୀ ବାନ୍ଧିଲେ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ପତାଞ୍ଜଳି ଯୋଗ ପରିବାର ଆନୁକୂଲ୍ୟରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ମହାସମାରୋହରେ ସେକ୍ଟର-୨୦ କମ୍ୟୁନିଟି ଯୋଗ କେନ୍ଦ୍ର ପରିସରରେ ପାଳନ କରାଯାଇଥିଲା । ଏହି ଅବସରରେ ଏହି ଉତ୍ସବକୁ ରାଜ୍ୟ ସହ ପ୍ରଭାରୀ ଅକୃର ମାର୍ଥା ବୈଦିକ ମନ୍ତ୍ର
Read More...

ଜାତୀୟ ପୁଷ୍ଟିକର ସପ୍ତାହ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁଷ୍ଟିକର ଖାଦ୍ୟର ମହତ୍ୱ ବିଷୟରେ ସାଧାରଣ ଜନତାଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏବଂ ସୁସ୍ଥ ଖାଦ୍ୟ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ “ଜାତୀୟ ପୁଷ୍ଟିକର ସପ୍ତାହ” (ଏନ୍‌ଏନ୍‌ଡବ୍ଲୁ) ପ୍ରତିବର୍ଷ ସେପ୍ଟେମ୍ବର ୧ରୁ ୭ ପର୍ଯ୍ୟନ୍ତ ପାଳନ
Read More...

‘ମୋ ପୁସ୍ତକ ରାଇଜ’ ପୁସ୍ତକ ବ୍ୟବହାରର ଅଭିନବ ପ୍ରୟାସ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ଶୁକ୍ରବାର ଦିନ ଅପରାହ୍ନ ୩ ଘଟିକା ସମୟରେ ଲାଇବ୍ରେରୀ ପୁସ୍ତକର ବ୍ୟବହାର ପାଇଁ ବରଗଡ ସରକାରୀ ପ୍ରାଥମିକ ବିଦ୍ୟାଳୟ ଶକ୍ତିନଗରଠାରେ ଏକ ଶୁଭ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ଗୋଷ୍ଠୀ
Read More...

ଗୋ ବନ୍ଧ୍ୟା ନିରାକରଣ ଓ କୃମିନାଶକ ଚିକିତ୍ସା ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ପଲସଦା ପଞ୍ଚାୟତ ପଲସଦା ଗ୍ରାମରେ ବରିକେଲ ଦୁଗ୍ଧ ସମବାୟ ସମିତି ଲିଙ୍କ ଆନୁକୂଲ୍ୟରେ ଗୋ ବନ୍ଧ୍ୟା ନିରାକରଣ ଓ କୃମିନାଶକ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଝାରବନ୍ଧ ବିଭିଓ ଡକ୍ଟର ସମୀର କୁମାର ଖମାରୀ, ପାଇକମାଲ ଭିଏସ ଡକ୍ଟର
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ତୃତୀୟ ପ୍ରତିଷ୍ଠା ଦିବସ

ବଲାଙ୍ଗିର, (କେିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ତୃତୀୟ ପ୍ରତିଷ୍ଠା ଦିବସ ଶିକ୍ଷାନୁଷ୍ଠାନ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଇତ୍ୟବସରରେ ବିଶ୍ୱବିଦ୍ୟାଳୟର ସଭାଗୃହରେ ଏକ ଭବ୍ୟ ସଭା ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଥିଲା । ଏହି ସଭା ବିଶ୍ୱବିଦ୍ୟାଳୟର କୁଳପତି
Read More...