Monthly Archives

October 2023

ତାଲପାଲିପଡ଼ାରେ ୧୨ ତମ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ୱାର୍ଡ ନଂ ୩ ଅନ୍ତର୍ଗତ ତାଲପାଲିପଡ଼ା ଠାରେ ବଡ଼ ଧୁମଧାମରେ ୧୨ ତମ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଯାଇଛି । ପୂଜାରେ କର୍ତ୍ତା ଭାବେ ଆନନ୍ଦ ବନ୍‌ଛୋର ଓ ତାଙ୍କ ଧର୍ମପତ୍ନୀ ଅର୍ଚ୍ଚନା ବନ୍‌ଛୋର ବସିଥିବା ବେଳେ ପୂଜାରେ ମାଁଙ୍କ ଆଳତି ପ୍ରତିଦିନ
Read More...

ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୁକ୍ତକୁ ୧୦ ବର୍ଷ ଜେଲ୍‌ ଦଣ୍ଡ ଶୁଣାଇଲେ ପୋକସୋ କୋର୍ଟ ବିଚାରପତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ବଲାଙ୍ଗିର ପୋକସୋ କୋର୍ଟ ବିଚାରପତି ଦୋଷୀ ସାବ୍ୟସ୍ତ କରିଛନ୍ତି । ସୂଚନାରୁ ପ୍ରକାଶ ଯେ, ଅଭିଯୁକ୍ତ ପୁଇଁତଲା ଥାନା ମହାକୁରପାଲିର ସଦାନନ୍ଦ ନାଗ (୨୬)
Read More...

କେନ୍ଦ୍ରିକଳା ଗ୍ରାମରେ ମା’ ଲକ୍ଷ୍ମୀଙ୍କ ପୂଜା ଅନୁଷ୍ଠିତ

ବଣାଇ, (ହବିବ ମହମ୍ମଦ) : ଐତିହାସିକ କେନ୍ଦ୍ରିକଳା ଗ୍ରାମ ନିଜ କଳା କ୍ରୀଡା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡିକ ପାଇଁ ରାଜାରାଜୁଡ଼ା କାଳରୁ ଖ୍ୟାତି ସମ୍ପନ୍ନ । ପ୍ରତିବର୍ଷ ଭଳି ଏବର୍ଷ ପାରମ୍ପରିକ ପ୍ରଥା ଅନୁଯାୟୀ ମା' ଲକ୍ଷ୍ମୀଙ୍କ ପୂଜା ଅତି ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଅନେକ
Read More...

ପାଣି ନାହିଁ ତ ଭୋଟ ନାହିଁ : ବଡଟିକା ଶ୍ରୀରାମ ଯୁବକ ସଂଘ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲାର ଜୀବନରେଖା କୁହାଯାଉଥିବା ଲୋଅର ସୁକତେଲ ଜଳସେଚନ ପ୍ରକଳ୍ପ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ ହେଲେ ଜିଲ୍ଲାର ଅନେକ ଅଞ୍ଚଳ ଜଳସେଚିତ ହୋଇପାରିବ । ତେବେ ଆଗଲପୁର ବ୍ଲକ ଅନ୍ତର୍ଗତ ଝରନିପାଲି, ନଅଗାଁ (ଖ), ବଡଟିକା, ବେନ୍ଦ୍ରା ଓ
Read More...

ରୂପକ ହନୁମାନ ହତ୍ୟା ମାମଲା, ଅନ୍ୟତମ ଅଭିଯୁକ୍ତ ଲିଚୁ ଗିରଫ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଜଡାମୁଣ୍ଡା ଗ୍ରାମର ରୂପକ ହନୁମାନ ଓରଫ କିଲୁ ହତ୍ୟାକାଣ୍ଡର ପଞ୍ଚମ ଅଭିଯୁକ୍ତକୁ ଗିରଫ କରିଛି ଲୋଇସିଂହା ପୋଲିସ । ଦୀର୍ଘ ୧୮ ମାସ ପରେ ବଲାଙ୍ଗିର ରେଲଷ୍ଟେସନରୁ ଅଭିଯୁକ୍ତ ସତ୍ୟଜ୍ୟୋତି ବାଗ ଓରଫ ଲିଚୁକୁ ପୋଲିସ ଗିରଫ
Read More...

ମୁରିବାହାଲ ବ୍ଲକରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

୨୭୬ଟି ପ୍ରକଳ୍ପ ପାଇଁ ୧୧କୋଟି ଟଙ୍କାର ଅନୁଦାନ ମଞ୍ଜୁର ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସ୍ଥାନୀୟ ପଞ୍ଚାୟତି ହାଇସ୍କୁଲ ଖେଳ ପଡିଆରେ ଆମ ଓଡ଼ିଶା ନବୀନ ଓଡ଼ିଶାର ବିରାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭିଡିଓ କନଫରେନ୍ସି
Read More...

କପିଲାଭଟା ଗାଁରେ ଗିରିଗୋବର୍ଦ୍ଧନ ପୂଜା ପାଇଁ ପ୍ରସ୍ତୁତି ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗାଁରେ ଶ୍ରୀ ଶ୍ରୀ ଗିରିଗୋବର୍ଦ୍ଧନ ପୂଜା ପାଇଁ ଏକ ପ୍ରସ୍ତୁତି ସ୍ଥାନୀୟ ପୁରୁଣା ମିଲଘର ଛକଠାରେ ଅନୁଷ୍ଠିତ ହୋଇଯାଇଛି । କମିଟିର ଆବାହକ ହୁଲେଶ୍ୱର ହଂସଙ୍କ ନେତୃତ୍ୱରେ ଗ୍ରାମର ଲୋକମାନେ ଉପସ୍ଥିତ
Read More...

ଏଆଇଟିୟୁସିର ୧୦୪ତମ ପ୍ରତିଷ୍ଠା ଦିବସ ସମାରୋହ ତଥା ପାଲେଷ୍ଟାଇନ ସଂହତି ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଜିଲ୍ଲା କାର୍ଯ୍ୟାଳୟଠାରେ ଏଆଇଟିୟୁସିର ୧୦୪ତମ ପ୍ରତିଷ୍ଠା ଦିବସ ସମାରୋହ ତଥା ପାଲେଷ୍ଟାଇନ ସଂହତି ଦିବସ ବଲାଙ୍ଗିର ଜିଲ୍ଲା କମିଟି ତରଫରୁ ପାଳନ କରାଯାଇଛି । ଏହି ଉତ୍ସବରେ ଲାଲ ପତାକାକୁ ଉତ୍ତୋଳନ କରିଥିଲେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ
Read More...

ବଲାଙ୍ଗିର ଜିଲ୍ଲା କରାଟେ ସଂଘକୁ ମିଳିଲା ୧୭ ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେଠାରେ ୩୫ତମ ସବ୍‌ ଜୁନିୟର ରାଜ୍ୟ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ସମସ୍ତ ଜିଲ୍ଲାରୁ ସର୍ବମୋଟ ୪୨୧ ଜଣ କରାଟେକା ଅଂଶଗ୍ରହଣ କରିଥିଲେ । ଏହି ପ୍ରତିଯୋଗିତା ୨୮ ଓ ୨୯ ଅକ୍ଟୋବର ଦୁଇ ଦିନ ଧରି ହୋଇଥିବା
Read More...

ଧର୍ମପ୍ରାଣା ମହିଳାଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ପ୍ରାତଃ ସମୟରେ ବିଶିଷ୍ଟ ଶିକ୍ଷାବିତ୍‌ କପିଳ ପତିଙ୍କର ସହଧର୍ମିଣୀ ଅନୁସୂୟା ପତିଙ୍କ (୭୬) ବର୍ଷ ବୟସରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର ଶୁଶାନ୍ତ ପତି, ପ୍ରଶାନ୍ତ ପତି, ପୁତ୍ରବଧୂ ଏବଂ ଝିଅ ଜୟନ୍ତୀ ମହାପାତ୍ର,
Read More...