Daily Archives

ଭାନପୁରରେ ସ୍ୱଚ୍ଛତା ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାନପୁରରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏହି ସ୍ୱଚ୍ଛତା ଅଭିଯାନ ଗୋପବନ୍ଧୁ ଯୁବକ ସଂଘ ପକ୍ଷରୁ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ପିଙ୍କୁ, ଡିଜା, ସୁଦାମ, ଲିପୁନ, ଗୋଳ, ଲିଲୁ, ରାଜା, ପ୍ରମୋଦ, ଜୟନ୍ତୀ, ରଂଜିତ, ଆକାଶ, ଆଲ୍ଲାହାଦ୍, ମୁକ୍ତା,
Read More...

ସମସ୍ତ ଜିଲ୍ଲାରେ ବୁଲିବା ଆରମ୍ଭ କଲା ସାଇବର ସୁରକ୍ଷା ରଥ

ଅକ୍ଟୋବର ୧୫ ପର୍ଯ୍ୟନ୍ତ ବୁଲିବ ୩୪ଟି ସାଇବର ସୁରକ୍ଷା ରଥବାଣ୍ଟିଲା ସଚେତନତାର ମନ୍ତ୍ର : 'ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ' କଟକ : ଆଜିଠାରୁ ସାଇବର ସୁରକ୍ଷା ରଥ ରାଜ୍ୟର ସମସ୍ତ ଜିଲ୍ଲାରେ ବୁଲିବା ଆରମ୍ଭ କରିବା ସହ ଲୋକଙ୍କୁ ସଚେତନତାର ବାର୍ତ୍ତା ବାଣ୍ଟିବା ଆରମ୍ଭ କରିଛି ।
Read More...

ସତ୍ୟବାଦୀ ହାଇସ୍ଲୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଧଣ୍ଡାମାଳ ସତ୍ୟବାଦୀ ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ହରିଶ୍ଚନ୍ଦ୍ର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ
Read More...

ଜିଲ୍ଲା କଳକାର ସଂଘ ବଲାଙ୍ଗିରର ସାଧାରଣ ପରିଷଦ ବୈଠକ ଓ ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଜିଲ୍ଲା କଳାକାର ସଂଘର ସାଧାରଣ ପରିଷଦ ବୈଠକ ତଥା ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରିଥିଲେ ସଭାପତି ଅବଦୁଲ
Read More...

ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଘୁନସରଠାରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଉଭୟଙ୍କ ପ୍ରତିମୂର୍ତି ଓ ଫଟୋଚିତ୍ରରେ
Read More...

ମହାତ୍ମାଗାନ୍ଧୀ ଓ ଶାନ୍ତି ଦୂତ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ଆନୁକୂଲ୍ୟରେ ବାଲିଯୋଡି ଛକ ସ୍ଥିତ ଗୋପବନ୍ଧୁ ପ୍ରତିମୂର୍ତ୍ତି ପରିସରରେ ମହାନ ଜନନାୟକ ମହାତ୍ମାଗାନ୍ଧୀ ଓ ଶାନ୍ତି ଦୂତ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁ ଶାସ୍ତ୍ରୀଙ୍କର ଜୟନ୍ତୀ ଅବସରରେ ଏକ
Read More...

ବିଜେପି ତରଫରୁ ଗାନ୍ଧୀ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଦେଶର ଜନକ ମହାତ୍ମା ଗାନ୍ଧୀଜୀଙ୍କ ଜନ୍ମ ତିଥିରେ ବିଜେପି ତରଫରୁ ସମଗ୍ର ଦେଶରେ ତାଙ୍କ ପ୍ରତିମୂର୍ତ୍ତରେ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଛି । ସେହିପରି ପାନପୋଷ ସାଂଗଠନିକ ଜିଲ୍ଲା ତରଫରୁ ରାଉରକେଲା ସ୍ଥିତ ସେକ୍ଟର -୧୮, ଗାନ୍ଧୀ ପାର୍କ ସ୍ଥିତ
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ଗାନ୍ଧୀ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ ମହାତ୍ମାଗାନ୍ଧୀଙ୍କର ୧୫୪ତମ ଜୟନ୍ତୀ ଅବକାଶରେ ରାଉରକେଲା ସ୍ଥିତ ସିଭିକ ସେଣ୍ଟର ପରିସରରେ ଜୟନ୍ତୀ ଉତ୍ସବ ମଞ୍ଚର ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ବ ଏବଂ ସଭାପତି ପ୍ରଶାନ୍ତ କୁମାର ପତିଙ୍କ
Read More...

ବଲାଙ୍ଗିର ଜିଲ୍ଲା କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଘରେ ଘରେ କଂଗ୍ରେସ ଓ ଘରେ ଘରେ ହାତର କାର୍ଯ୍ୟକ୍ରମର ଶୁଭାରମ୍ଭ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି ଓ ବଲାଙ୍ଗିର ଜିଲ୍ଲା କଂଗ୍ରେସ ପକ୍ଷରୁ ମାଧିଆପାଲି ଗ୍ରାମରେ ଜିଲ୍ଲା କଂଗ୍ରେସ ଓ ଟାଉନ କଂଗ୍ରେସ
Read More...

ବରିଷ୍ଠ ସାମ୍ବାଦିକ ସତ୍ୟାନନ୍ଦ ବେହେରାଙ୍କ ମାତୃ ବିୟୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ବରିଷ୍ଠ ସାମ୍ବାଦିକ ସତ୍ୟାନନ୍ଦ ବେହେରାଙ୍କ ମା' କୃତାର୍ଥୀ ବେହେରାଙ୍କ ବିୟୋଗ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୬ବର୍ଷ ହୋଇଥିଲା । ଆଜି ଦିନ ୧ଟାରେ ସେ ପ୍ରାଣତ୍ୟାଗ କଲେ । ପୂର୍ବରୁ ତାଙ୍କର ବଡ଼ପୁଅ ସର୍ବେଶ୍ଵର ମୃତ୍ୟୁ ବରଣ କରିଥିବା ବେଳେ
Read More...