Daily Archives

ଲାଠୋର ପୋଲିସ ଦ୍ୱାରା ୬ ଶିଶୁ ସହ ୨୪ ଦାଦନ ଶ୍ରମିକ ଉଦ୍ଧାର : ଫାର୍ମ ହାଉସ୍‌ରେ ଲୁଚେଇ ରଖିଥିଲା ଦାଦନ ସର୍ଦ୍ଦାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଅନ୍ତର୍ଗତ ପିପଲବାହାଲ ଗ୍ରାମରେ ଥିବା ଗୋଟିଏ ଫାର୍ମ ହାଉସ୍‌ରୁ ରବିବାର ରାତି ୧୦ଟାରେ ଲାଠୋର ପୋଲିସ ୬ ଜଣ ଶିଶୁଙ୍କ ସମେତ ୧୮ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଥିବା ଜଣାପଡିଛି । ସୂଚନା ଅନୁସାରେ ଲାଠୋର ପୋଲିସ ରାତି
Read More...

ବିଶ୍ଵ ଶାନ୍ତିର ଅଗ୍ରଗଣ୍ୟ ସାରଥୀ ଗାନ୍ଧୀଜୀଙ୍କୁ ଶ୍ରଦ୍ଧାଞ୍ଜଳି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଶ୍ଵ ଶାନ୍ତିର ଅଗ୍ରଗଣ୍ୟ ବାର୍ତ୍ତାବହ, ସତ୍ୟ ଓ ଅହିଂସାର ପୂଜାରୀ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଗାନ୍ଧୀ ସ୍ମୃତି କମିଟି ପକ୍ଷରୁ ସ୍ଥାନୀୟ ଗାନ୍ଧୀ ପାଠାଗାର ସମ୍ମୁଖସ୍ଥ ଗାନ୍ଧୀ
Read More...

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆଗଲପୁର ବ୍ଲକ ନଅଗାଁ (ଖ ) ସ୍ଥିତ ଗୋପାଳଜୀ ଛକ ଠାରେ ସ୍ଥାନୀୟ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ତିଥି ଅବସରରେ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି । ଏହି
Read More...

ସଦେଇପାଲି ପ୍ରାଥମିକ ବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅକ୍ଟୋବର ୧ ତାରିଖ ଦିନ ସାରା ଦେଶରେ ଏକ ଘଣ୍ଟା ପୂର୍ବାହ୍ନ ୧୦ ଟାରୁ ୧୧ଟା ଯାଏଁ ସଫେଇ ଅଭିଯାନ ପାଳନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆହ୍ଵାନ ଦେଇଥିଲେ । ଦେଶବ୍ୟାପୀ ସମସ୍ତ ଜନ ସାଧାରଣ ନିଜ ଆଖପାଖରେ ପଡ଼ି ରହିଥିବା ଅଳିଆ ଆବର୍ଜନା ସଫା କରି
Read More...

ଝାରବନ୍ଧର ସ୍ୱାମୀ ବିବେକାନନ୍ଦ ଷ୍ଟଡ଼ି ସର୍କଲ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌

ଝାରବନ୍ଧ, (ପୁସ୍ତମ୍ ଯୁଆଡି) : ସ୍ୱାମୀ ବିବେକାନନ୍ଦ ଷ୍ଟଡ଼ି ସର୍କଲ, ଝାରବନ୍ଧ, ବରଗଡ଼ ଆନୁକୂଲ୍ୟରେ ଅନୁଷ୍ଠାନର ମାର୍ଗଦର୍ଶକ ସୁଶ୍ରୀ ଯାଜ୍ଞସେନି ନାୟକଙ୍କ ଅଧ୍ୟକ୍ଷତାରେ ଆଭାସି ମାଧ୍ୟମରେ ନୂଆଁଖାଇ ଭେଟ୍‌ଘାଟ୍‌ ୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସଙ୍ଗଠନର
Read More...

ଶାସ୍ତ୍ରୀନଗର ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ହେଉଛି ପବିତ୍ର ଗାନ୍ଧୀ ଜୟନ୍ତୀ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ୧୫୪ତମ ଜୟନ୍ତୀ । ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ସେ ଅହିଂସା ମାର୍ଗକୁ ଆପଣାଇଥିଲେ । ସେ ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ
Read More...

ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ପଦ୍ମପୁର ଉପଖଣ୍ଡ ପ୍ରଶାସନ ଓ ଏନ୍ଏସି ତରଫରୁ ମହାତ୍ମାଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଏହି ଅବସରରେ ସହର ମଧ୍ୟରେ
Read More...

ରେଳ ଯୋଗେ ପାର୍ସଲ କରିଥିବା ଆକ୍ଟିଭା-ଆଇ ସ୍କୁଟି ଗାଏବ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ୩୦ ତାରିଖରେ ବଲାଙ୍ଗିର ରେଳ ଷ୍ଟେସନରୁ ବୁକିଙ୍ଗ୍‌ ହୋଇ ତାଳଚେର ପଠାଇଥିବା ଏକ୍ଟିଭା-ଆଇ ସ୍କୁଟି ନଂ ଓଡି୦୩ବି୯୩୯୭ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିନଥିବା ଅଭିଯୋଗ ହୋଇଛି । ଏନେଇ ତାଳଚେର ରେଳଷ୍ଟେସନର ବୁକିଙ୍ଗ୍‌ ସୁପରିଷ୍ଟେଣ୍ଡେଣ୍ଟଙ୍କୁ ପଚାରିବାରୁ ଏହି
Read More...

ପଣ୍ଡିତ ଦୁର୍ଗା ଚରଣ କର ସାହିତ୍ୟ ସଂସଦ କେରା ପକ୍ଷରୁ ଓଡ଼ିଆ ଶିକ୍ଷାକର୍ମୀମାନଙ୍କୁ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ଗତ ରବିବାର ଅକ୍ଟୋବର ଏକ ତାରିଖରେ ଝାଡ଼ଖଣ୍ଡର ପୂର୍ବ ସିଂହଭୂମି ଜିଲ୍ଲା ଅନ୍ତର୍ଗତ ବହଡାଗୋଡାର ଗୁହିଆପାଳ ଓଡ଼ିଆ ଉଚ୍ଚବିଦ୍ୟାଳୟ ପରିସରରେ ଏକ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ ପଣ୍ଡିତ ଦୁର୍ଗା ଚରଣ କର ସାହିତ୍ୟ ସଂସଦ କେରା ପକ୍ଷରୁ କରାଯାଇଥିଲା । ଉକ୍ତ
Read More...

ପିଆଇବି ଓ ସିବିସି ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, (ପିଆଇବି) : ଗାନ୍ଧୀ ଜୟନ୍ତୀର ଅବ୍ୟବହିତ ପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବ୍ୟାପୀ ସ୍ୱଚ୍ଛତା ହିଁ ସେବା ଅଭିଯାନ ଆୟୋଜିତ ହୋଇଯାଇଛି । ବିଭିନ୍ନ ବର୍ଗର ଜନସାଧାରଣ ୧ ତାରିଖରେ, ଏକା ସାଥୀରେ, ଏକ ଘଣ୍ଟା ପାଇଁ ଶ୍ରମଦାନ କରିଛନ୍ତି । ଏହି
Read More...