Daily Archives

ରାସ୍ତାକଡ଼ରୁ ଜଣେ ବ୍ୟକ୍ତିଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର : ହତ୍ୟା ନା ଦୁର୍ଘଟଣା କାରଣ ଅସ୍ପଷ୍ଟ

ସଇଁତଲା, (ପ୍ରମୋଦ ସେଲମା) : ଆଜି ଭୋର ସକାଳୁ ୨୬ ଜାତୀୟ ରାଜପଥ ସଇଁତଲା ସ୍ଥିତ ନୂଆଁବନ୍ଦଠାରେ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ରାସ୍ତାକଡ଼ରୁ ସଇଁତଲା ପୋଲିସ ଉଦ୍ଧାର କରିଛି । ମୃତବ୍ୟକ୍ତି ଜଣକ ହେଲେ ଆମ୍ବପାଲି ଗାଁର ସରୋଜ ଗହୀର (୪୦) । ମୃତ ବ୍ୟକ୍ତିଙ୍କ ମୁଣ୍ଡରେ ଗଭୀର ଆଘାତ
Read More...

ସାଇବର କ୍ରାଇମ୍ ସଚେତନତା କାର୍ଯ୍ୟକ୍ରମ

ମ.ରାମପୁର, (ହେମନ୍ତ ସାହୁ) : ଓଡ଼ିଶା ପୁଲିସର ଆହ୍ବାନ କ୍ରମେ ଆଜି ମ.ରାମପୁର ବସଷ୍ଟାଣ୍ଡଠାରେ ସାଇବର ଠକେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମ.ରାମପୁର ଥାନାଧିକାରୀ ସୁଦର୍ଶନ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ
Read More...

ବାଲିରେ ଗାନ୍ଧିଜୀଙ୍କ ଏକ ଥ୍ରୀ -ଡି ପ୍ରତିମୂର୍ତ୍ତି ନିର୍ମାଣ କଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁ

ବଲାଙ୍ଗିର, (କେପିଏନଏସ୍‌) : ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁ ଏକ ଟ୍ରିପ ବାଲିରେ ଗାନ୍ଧିଜୀଙ୍କ ଏକ ଥ୍ରୀ -ଡି ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି । ଉକ୍ତ ପ୍ରତିମୂର୍ତ୍ତିକୁ ଦେଖିବା ପାଇଁ ଦର୍ଶକଙ୍କ ଭିଡ଼
Read More...

ମୈତ୍ରୀ ମହଲର ୪୨ତମ ବାର୍ଷିକୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଲାଲବାହାଦୁର ଶାସ୍ତ୍ରୀଙ୍କ ପବିତ୍ର ଜୟନ୍ତୀ ତିଥିରେ ମୈତ୍ରୀ ମହଲର ୪୨ତମ ବାର୍ଷିକୋତ୍ସବ ହାଟପଦାପଡା ସ୍ଥିତ ମୈତ୍ରୀ ମହଲ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ମଂଚାସୀନ ମୁଖ୍ୟ ଅତିଥି
Read More...

ତୁରେକେଲା କ୍ଲଷ୍ଟରସ୍ତରୀୟ ସୁରଭି ଓ ମିଲେଟ ମିଶନ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ତୁରେକେଲା କ୍ଳଷ୍ଟର ଅନ୍ତର୍ଗତ ବାଗବେଲରେ ଆଦ୍ୟ ମଙ୍ଗଳବାର ଦିନ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ସୁରଭି ଓ ମିଲେଟ ମିଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କ୍ଲଷ୍ଟର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ
Read More...

କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ପଣ୍ଡରାନିଠାରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଆର୍‌ସିସି ପ୍ରଶାନ୍ତ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଏବଂ
Read More...

ଲୋଇସିଂହାରେ ପହଞ୍ଚିଲା ସାଇବର ସୁରକ୍ଷା ରଥ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲାରୁ ବାହାରିଥିବା ସାଇବର ସୁରକ୍ଷା ରଥ ମଙ୍ଗଳବାର ଲୋଇସିଂହାରେ ପହଞ୍ଚି ଲୋକଙ୍କୁ ସଚେତନତାର ବାର୍ତ୍ତା ବାଣ୍ଟିବା ଆରମ୍ଭ କରିଛି । ସାଇବର ରଥକୁ ଆଜି ଲୋଇସିଂହା ପୋଲିସ ଥାନା ପରିସରରେ ଭବ୍ୟ ସ୍ୱାଗତ କରାଯାଇଥିଲା । ଏହି ଅଭିଯାନରେ
Read More...

ବଲାଙ୍ଗିର ଜିଲ୍ଲା ସିନିୟର ନକ୍‌ଆଉଟ୍‌ ଫୁଟ୍‌ବଲ୍‌ ଦଶମ ଦିବସ

ସାଇଟ, ବିଏମ୍‌ସି, ରେଙ୍ଗଟାସିଲ, ମହିପୁର ଓ ପ୍ରୋଗ୍ରେସିବ୍‌ କ୍ଲବ ଏ ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ୫ ଗୋଟି ପଡିଆରେ ଫୁଟ୍‌ବଲ୍‌ ଖେଳ ଅନୁଷ୍ଠିତ ହୋଇଯାଇଛି । ପଲ୍ଲୀଶ୍ରୀ ବିହାର ଷ୍ଟାଡିୟମ ସଦାଇପାଲିରେ ସାଇଟ ଦଳ ରିଜର୍ଭ ପୋଲିସ
Read More...

ଓମ୍‌ ଶାନ୍ତି ଯୋଗ ପୀଠର ୧୯ତମ ପ୍ରତିଷ୍ଠା ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ରାଜେନ୍ଦ୍ର ପାର୍କଠାରେ ସକାଳେ ନିୟମିତ ଯୋଗ ପରେ ଓମ୍‌ ଶାନ୍ତି ଯୋଗ ପୀଠର ପ୍ରତିଷ୍ଠା ଦିବସ ପାଳନ କରାଯାଇଥିଲା । ପ୍ରଥମେ ସଭାପତି ନାରାୟଣ ପାଢୀ ରାମଦେବ ବାବାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଓ ସଭା କାର୍ଯ୍ୟକୁ ସଂପାଦକ
Read More...

ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରାମଚନ୍ଦ୍ରପୁରରେ ଆୟୁଷ୍ମାନ ଭବଃ ତଥା ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆୟୁଷ୍ମାନ ଭବଃ ଅଭିଯାନ ଅବସରରେ ସ୍ଵାସ୍ଥ୍ୟ ମେଳା, ଆୟୁଷ୍ମାନ ସଭା, ରକ୍ତଦାନ ଓ ଅଙ୍ଗଦାନ ପାଇଁ ଶପଥ ପାଠ, ରକ୍ତଦାନ ଶିବିର ତଥା ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଯାୟୀ
Read More...
error: Content is protected !!