Daily Archives

ଦେବାଳୟ ସୁରକ୍ଷା କମିଟି ପକ୍ଷରୁ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମଶ୍ର) : ବଲାଙ୍ଗିର ଦେବାଳୟ ସୁରକ୍ଷା କମିଟି ମା’ ପାଟଣେଶ୍ୱରୀ ମନ୍ଦିର ଏବଂ ମା’ ସମଲେଶ୍ୱରୀ ମନ୍ଦିର ଦେବୋତ୍ତର ବିଭାଗ ଅବହେଳା ଯୋଗୁଁ ଅଗଷ୍ଟ ୧୩ ତାରିଖ ଦିନ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାକୁ ନେଇ ପ୍ରତିବାଦ ସଭା କରାଯିବ ବୋଲି ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

କମ୍ୟୁନିଟି ଗୃହର ଶୁଭ ଭିତ୍ତିପ୍ରସ୍ତର ଦେଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସନ୍ଧ୍ୟାରେ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ବଲାଙ୍ଗିର ପୌରାଂଚଳ ଅନ୍ତର୍ଗତ ୱାର୍ଡ ନଂ.୪ ତାଲପାଲିପଡା ରାଧାକୃଷ୍ଣ ନଗର ଗସ୍ତ କରି ପଡାବାସୀଙ୍କ ଅବସର ବିନୋଦନ ସକାଶେ ନିଜ ବିଧାୟକ ଅନୁଦାନ ପାଣ୍ଠିରେ ନିର୍ମିତ ଏକ କମ୍ୟୁନିଟି ସେଣ୍ଟରର ଶୁଭ
Read More...

ଓସାକା ହାଇଦ୍ରାବାଦ୍‌ର ପାରମ୍ପାରିକ ଶୈଳୀରେ ନୂଆଁଖାଇ ଭେଟ୍‌ଘାଟ୍‌ ଆୟୋଜିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ହାଇଦ୍ରାବାଦ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶାବାସୀଙ୍କ ଅଗ୍ରଣୀ ସଂଗଠନ “ପଶ୍ଚିମ ଓଡିଶା ସାମାଜିକ ଆରୁ ସାଂସ୍କୃତିକ ଅନୁଷ୍ଠାନ” (ଓସାକା) ତରଫରୁ ଧୂମ୍‌ଧାମ୍‌ରେ ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ ହୋଇଯାଇଛି । ବଂଜାରା ହିଲ୍‌ସ ସ୍ଥିତ କୁମ୍‌ରାମ ଭୀମୁ ଭବନଠାରେ
Read More...

ବଲାଙ୍ଗିର ଜିଲ୍ଲା ସିନିୟର ଚତୁର୍ଥ ସୁପର୍‌ ନକ୍‌ଆଉଟ୍‌ ଫୁଟ୍‌ବଲ୍‌ ଖେଳ

ନକଟାସରକୁ ହରାଇ ପ୍ରୋଗ୍ରେସିଭ କ୍ଲବ ସେମିଫାଇନାଲରେ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଗାନ୍ଧି ଷ୍ଟାଡିୟମରେ ସୁପର ନକ୍‌ଆଉଟ୍‌ ଫୁଟ୍‌ବଲ୍‌ ଚତୁର୍ଥ ଖେଳ ଗ୍ରୁପ ଏଫ୍‌ ବିଜେତା ଜିୱାଇଡିସି ନକଟାସର ଓ ଗ୍ରୁପ ଏଚ୍‌ ବିଜେତା ପ୍ରୋଗ୍ରେସିଭ କ୍ଲବ
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲ୍ଲା ତାଲିମ କେନ୍ଦ୍ରରେ ଏ.ଡି.ଏମ. ଅଞ୍ଜଳିନା ପଧାନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ
Read More...

ଭୁତିଆରବାହାଲରେ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଥାନା ଅଂଚଳର ବିଭିନ୍ନ ସ୍ଥାନରେ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ସଦର ବ୍ଲକ ଭୂତିଆରବାହାଲ ଉତ୍କଳମଣି ଯୁବକ ସଂଘ ଆନୁକୂଲ୍ୟରେ ହେବାକୁ ଥିବା ଏଥର ୩୦ ବର୍ଷରେ ପଦାର୍ପଣ କରୁଥିବାରୁ ଏହାକୁ ଅଧିକ ଆକର୍ଷଣୀୟ କରିବାକୁ
Read More...

ଗଣ୍ଡଗୋଳ ଛଡ଼ାଇବାକୁ ଯାଇ ଟେକା ମାଡ଼ରେ ମହିଳାଙ୍କ ଜୀବନ ଗଲା

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ କୁଠୁର୍ଲାରେ ଦୁଇ ଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହେଉଥିବା ବେଳେ ଲୋଚନାବତୀ ସାହୁ ନାମକ ଜଣେ ମହିଳା ଟେକା ମାଡ଼ରେ ପ୍ରାଣ ହରାଇଥିବା ଜଣାପଡ଼ିଛି । ଏହି ଘଟଣାରେ ପୋଲିସ ଅଧିକ ତଥ୍ୟ ପଚରାଉଚରା ପାଇଁ ଅଭିଯୁକ୍ତ କିଶୋର
Read More...

ଜିଲ୍ଲାସ୍ତରୀୟ ଏକଦିବସୀୟ ସ୍ଵତନ୍ତ୍ର କିଶୋର ପୁଲିସ ୟୁନିଟ୍‌ର କର୍ମଶାଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱତନ୍ତ୍ର କିଶୋର ପୋଲିସ ୟୁନିଟ୍‌ର ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଗତ ଶୁକ୍ରବାର ଦିନ ସ୍ଥାନୀୟ ଆରକ୍ଷୀ ଅଧିକ୍ଷକଙ୍କ ସମ୍ମିଳନୀ କକ୍ଷରେ ଇତି ମଧ୍ୟରେ ଅନୁଷ୍ଠିତ ହୋଇଛି । ଏଥିରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଋଷିକେଶ ଖିଲାରି ମୁଖ୍ୟ ଅତିଥି ଭାବରେ ଓ ଅତିରିକ୍ତ
Read More...

ରୁଗୁଡ଼ିଖାଲ ମାନସ ଯଜ୍ଞ କମିଟି ଗଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ରୁଗୁଡିଖାଲ ସ୍ଥିତ ମାନସ ବିହାର ଠାରେ ମାନସ ଯାତ୍ରା ପାଇଁ ମାନସ ଯଜ୍ଞ କମିଟି ପୁନର୍ଗଠିତ ହୋଇଯାଇଛି । ଏଥିରେ ସର୍ବସମ୍ମତି କ୍ରମେ ସଭାପତି ଭାବେ ଯୁଧିଷ୍ଠିର ପଧାନ ମନୋନୀତ ହୋଇଥିବା ବେଳେ ସମ୍ପାଦକ ଭାବେ ବେଦପତି ପଧାନ, ଉପସଭାପତି
Read More...

ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ପ୍ରସ୍ତୁତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ୨୦୨୩ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଚଞ୍ଚଲ ରାଣାଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଖଣ୍ଡ ପ୍ରାଣୀ ଚିକିତ୍ସାଧିକାରୀ ଡାକ୍ତର ପ୍ରସନ୍ନ ସାମଲ ସ୍ଵାଗତ ଭାଷଣ ଦେବା ସହ
Read More...