Daily Archives

ଐତିହାସିକ କୃଷକ ସମାବେଶରେ ପ୍ରଥମ କରି ୧୨ ଦଫା ଦାବୀ ନେଇ ସମ୍ବଲପୁରୀ-କୋଶଲି ଭାଷାରେ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ…

ପଦ୍ମପୁର, (ନିରୋଜ କୁମାର ପାଣୀ) : କୃଷି ଓ କୃଷକର ଦେଶ ଭାରତ କୃଷକଙ୍କ ଉନ୍ନତି ବିନା ଦେଶର ପ୍ରଗତି ସମ୍ପୂର୍ଣ୍ଣ ଅସମ୍ଭବ । ଏନ୍‌ଏସ୍‌ଏସ୍‌ଏସ୍‌ର ରିପୋର୍ଟ ଅନୁସାରେ ଭାରତ ବର୍ଷରେ କୃଷକଙ୍କ ଆୟ ମାସକୁ ୧୦,୫୦୦ ଟଙ୍କା ଥିବା ବେଳେ ଓଡ଼ିଶାର କୃଷକ ସବୁଠାରୁ ଗରିବ ମାସକ ଆୟ ୫୧୧୨
Read More...

ପ୍ରଥମ ସର୍ବ ଭାରତୀୟ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଏଥେଲେଟିକ ଏସୋସିଏସନ୍‌ ତରଫରୁ ପ୍ରଥମ ସର୍ବ ଭାରତୀୟ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ ଆଜି ସ୍ଥାନୀୟ ରାଜ ବୋଡାସମ୍ବର ହାଇସ୍କୁଲ ପଡିଆଠାରେ ଆରମ୍ଭ ହୋଇଯାଇଅଛି । ତେବେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜିଲ୍ଲା ଏଥେଲେଟିକ ଏସୋସିଏସନ୍‌ର ଉପ-ସଭାପତି
Read More...

ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ମଧ୍ୟାହ୍ନ ୧୨ ଘଣ୍ଟା ସମୟରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସଡକ ସୁରକ୍ଷା ସମିତିର ମାସିକ ଆଲୋଚନା ସଭା ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ
Read More...

ବେଆଇନ ମଦ ବିକାଳି ଗିରଫ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ଚାଉଳବାଞ୍ଜି ଗ୍ରାମରେ ଚଢ଼ାଉ କରି ଖପ୍ରାଖୋଲ ପୋଲିସ ଜଣକୁ ଗିରଫ କରିଥିବା ଜଣାପଡିଛି । ସୂଚନା ଅନୁସାରେ ଚାଉଳବାଞ୍ଜି ଗ୍ରାମର ସୁମନ ନିଆଲ ଖପ୍ରାଖୋଲ ହରିଶଙ୍କର ଯିବା ମୁଖ୍ୟ ରାସ୍ତାରେ ବହୁତ ଦିନ ଧରି ବେଆଇନ
Read More...

ଜିଲ୍ଲାପାଳଙ୍କ ଆଲୋଚନା ପରେ ଆନ୍ଦୋଳନ ସ୍ଥଗିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦେବାଳୟ ସୁରକ୍ଷା କମିଟି ପକ୍ଷରୁ ଆସନ୍ତା କାଲି ହେବାକୁ ଥିବା ଦେବୋତ୍ତର ବିଭାଗର ଅବହେଳା ଯୋଗୁଁ ଅସୁରକ୍ଷିତ ମାଁ ପାଟଣେଶ୍ୱରୀ ଓ ସମଲେଶ୍ୱରୀ ମନ୍ଦିର ବିଭିନ୍ନ ସମସ୍ୟାକୁ ନେଇ ପ୍ରତିବାଦ ସଭା ଜିଲ୍ଲାପାଳଙ୍କ ହସ୍ତକ୍ଷେପ ପରେ ଅନିର୍ଦ୍ଦିଷ୍ଟ କାଳ
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ଦୃଷ୍ଟି ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡାପାଲି ସଭା ଗୃହଠାରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଡିସି) ଡା. ରମେଶ ଚନ୍ଦ୍ର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ ହୋଇଯାଇଛି । ଉକ୍ତ
Read More...

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରେକ୍ଷାଳୟ ଠାରେ ବଲାଙ୍ଗିର ସମଗ୍ର ଶିକ୍ଷା ତରଫରୁ ବାଳିକାମାନେ ସମ୍ମୁଖୀନ ହେଉଥିବା ଆହ୍ୱାନର ମୁକାବିଲା କରିବା, ବାଲ୍ୟବିବାହ ନିଷେଧ ଉପରେ ସଚେତନା, ସୁସ୍ଥ ସମାଜ ଗଠନରେ କନ୍ୟା ସନ୍ତାନର ଆବଶ୍ୟକତାକୁ ସୁନିଶ୍ଚିତ
Read More...

ଟିକ୍ରାପଡା ଅହୋରାତ୍ର ନାମଯଜ୍ଞର ସୁବର୍ଣ୍ଣ ଜୟନ୍ତୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଟିକ୍ରାପଡା ରାମଜୀ ମନ୍ଦିର ପ୍ରାଙ୍ଗଣରେ ଟିକ୍ରାପଡା ଅହୋରାତ୍ର ନାମଯଜ୍ଞର ସୁବର୍ଣ୍ଣ ଜୟନ୍ତୀ ପାଳନ ଆସନ୍ତା ତା.୧୯.୧୧.୨୦୨୩ ରୁ ତା.୨୭.୧୧.୨୦୨୩ ପର୍ଯ୍ୟନ୍ତ ପାଳନ କରିବାକୁ ମହିଳା କମିଟିର ଏକ ପ୍ରସ୍ତୁତି ବୈଠକ କମିଟିର ସଭାପତି ବନେଶ୍ୱରୀ
Read More...

କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ୨୦୨୩’

ଚନ୍ଦନଭାଟି, (କେପିଏନ୍‌ଏସ୍‌) : କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ୨୦୨୩’ ଚନ୍ଦନଭାଟି ଗ୍ରାମ ପଞ୍ଚାୟତ ଅଧିନସ୍ଥ ସିନ୍ଦୁରବାହାଲ ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଚନନ୍ଦନଭାଟି ଗ୍ରାମ ପଞ୍ଚାୟତ ଓ ମିର୍ଦ୍ଧାପାଲି ଗ୍ରାମ
Read More...

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ମହକ” ଅନୁଷ୍ଠିତ

କଳାହାଣ୍ଡି, (ପିକେସାହୁ) : ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆଜି ସ୍ଥାନୀୟ ଟାଉନହଲ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ମହକ" ୨୦୨୩ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ସମାରୋହରେ ଭବାନୀପାଟଣା ଉପଜିଲ୍ଲାପାଳ ଡ଼.ବିଶ୍ୱଜିତ ଦାସ ମୁଖ୍ୟ ଅତିଥି ଭାବରେ ଯୋଗ
Read More...
error: Content is protected !!