Daily Archives

କଟକ ବାଲିଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରାଜ୍ୟ ପର୍ଯ୍ୟଟନ ପ୍ରୋତ୍ସାହନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ସ୍ୱତନ୍ତ୍ର ପଦକ୍ଷେପସ୍ୱାସ୍ଥ୍ୟ, ପରିମଳ ଓ ଖାଦ୍ୟ ସୁରକ୍ଷା ଉପରେ ଗୁରୁତ୍ୱାରୋପ ଭୁବନେଶ୍ୱର : ଐତିହାସିକ କଟକ ବାଲିଯାତ୍ରା ଚଳିତ ବର୍ଷ ନଭେମ୍ବର ୨୭ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହାକୁ ଯେପରି
Read More...

ଅଜଣା ଶବ ସତ୍କାର କଲା ସଂକଳ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ତରଫରୁ ଆଜି ପିପଳମୁଣ୍ଡା ସ୍ଥିତ ସ୍ୱର୍ଗଦ୍ୱାରରେ ଏକ ଅଜଣା ଶବ ସତ୍କାର କରାଯାଇଛି । ସୂଚନା କ୍ରମେ ଗତ ମଙ୍ଗଳବାର ଦିନ ବରଗଡ଼ ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ ପଧାନ ମାଲ ଗାଁରେ ରହିଥିବା
Read More...

ଗଞ୍ଜାମ ଜନ ଶିକ୍ଷଣ ସଂସ୍ଥାନ ଦ୍ୱାରା କୌଶଳ ଦିକ୍ଷାନ୍ତ ସମାରୋହ ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଗଞ୍ଜାମ ଜନ ଶିକ୍ଷଣ ସଂସ୍ଥାନ ପକ୍ଷରୁ କୌଶଳ ଦିକ୍ଷାନ୍ତ ସମାରୋହ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଛତ୍ରପୁର ଏନ୍‌.ଏ.ସି.ର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ସମ୍ମାନୀତ ଅତିଥି ଭାବେ
Read More...

କର୍ମକ୍ଷେତ୍ରରେ ମହିଳାଙ୍କ ଯୌନ ନିର୍ଯାତନା ପ୍ରତିରୋଧ ସଚେତନତା କର୍ମଶାଳା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲା ନ୍ୟାୟାଧୀଶ ଦେବଦତ୍ତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କର୍ମକ୍ଷେତ୍ରରେ ମହିଳାଙ୍କ ଯୌନ ନିର୍ଯ୍ୟାତନା ପ୍ରତିରୋଧ ସମ୍ପର୍କିତ ଏକ ସଚେତନତା କର୍ମଶାଳା ଶୁକ୍ରବାର
Read More...

ଆଜି ମହାଳୟା : ମା’ ସମଲେଇଙ୍କ ଧବଳମୁଖୀ ବେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପବିତ୍ର ମହାଳୟା । ମା’ ସମଲେଇଙ୍କ ଧବଳମୁଖୀ ବେଶ । ସ୍ୱଭାବତଃ ମା’ଙ୍କ ବର୍ଣ୍ଣ ଲୋହିତ ହୋଇଥିବା ବେଳେ ଆଜି କିନ୍ତୁ ମା’ ଶ୍ୱେତ ବର୍ଣ୍ଣ ଧାରଣ କରି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ବାଗ୍‌ଦେବୀ ସରସ୍ୱତୀ ତଥା ସର୍ବ ପାପହାରିଣୀ ମା’ ଗଙ୍ଗାଙ୍କ ବେଶ ବୋଲି
Read More...