Daily Archives

ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପାର୍ବଣର ଆଜି ତ୍ରୟୋଦଶ ଦିବସରେ ଅମ୍ବିକା ବେଶରେ ଦେବୀ ଦର୍ଶନ

ବ୍ରହ୍ମପୁର, ( କେ.ସତ୍ୟନାରାୟଣ ରେଡ୍ଡୀ) : ଦକ୍ଷିଣ ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପାର୍ବଣ ସାମାରୋହର ଆଜି ତ୍ରୟୋଦଶ ଦିବସରେ ପହଞ୍ଚିଛି । ଷୋଡ଼ଶ ଉପଚାରରେ ପୂଜାର୍ଚ୍ଚନା ହୋଇ ଆସୁଥିବା ଦେବୀଙ୍କ ଚଳିତବର୍ଷର ଷୋଳଦିନାତ୍ମକ ପୂଜା ଏକ ଚର୍ଚ୍ଚିତ ଇତିହାସର ଗାରିମା…
Read More...

ଦେଓଗାଁ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ କାର୍ଯ୍ୟକ୍ରମ ସୁରଭି ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ବୁଧବାର ଦିନ ଦେଓଗାଁ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଦେଓଗାଁ ବ୍ଲକ ସାଲେପାଲି ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ପରିସରରେ ଉଦ୍‌ଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୩ଟି ଦଳ ଗଠନ କରାଯାଇଥିଲା । ଚତୁର୍ଥରୁ ସପ୍ତମ କନିଷ୍ଠ, ଅଷ୍ଟମରୁ ଓ…
Read More...

ବରଗଡ଼ରେ ଜିଲ୍ଲାସ୍ତରୀୟ ରେଡକ୍ରସ ପ୍ରଶିକ୍ଷଣ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମଲା ଡିଗ୍ରୀ ମହା ବିଦ୍ୟାଳୟରେ ବରଗଡ଼ ଜିଲ୍ଲା ଯୁବ ରେଡ଼୍‌କ୍ରସର ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ଯୁବ ରେଡ଼୍‌କ୍ରସ ସଂଯୋଜକ ପରମାନନ୍ଦ ରଥ ଯୋଗଦାନ କରି କିଭଳି…
Read More...

ପାଇକମାଲ ବ୍ଲକର ନୂତନ ବିଡିଓଙ୍କୁ କଳାକାରଙ୍କ ତରଫରୁ ସ୍ଵାଗତ ସମ୍ୱର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀ ସୁରେନ୍ଦ୍ର ନାଥ ସାହୁ ବଦଳି ହେବା ପରେ ନୂତନ ବିଡିଓ ପ୍ରଫୁଲ୍ଲ କୁମାର ଓଡୁ ଯୋଗଦାନ କରିଛନ୍ତି । ତାଙ୍କୁ ବ୍ଲକ କଳାକାର ସଂସ୍କୃତି ସଂଘର ଉପସଭାପତି ଲଳିତ ଜଗତଙ୍କ ନେତୃତ୍ୱରେ ସମ୍ୱର୍ଦ୍ଧିତ…
Read More...

ପାଇକମାଲରେ “ମୋ ମାଟି, ମୋ ଦେଶ” ସ୍ୱାଧୀନତା ସଂଗ୍ରାମୀ ପୀଠରୁ ମାଟି ସଂଗ୍ରହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ଠାରେ ଭାରତୀୟ ଜନତା ପାର୍ଟିର ନେତୃତ୍ୱରେ " ମୋ ମାଟି, ମୋ ଦେଶ" କାର୍ଯ୍ୟକ୍ରମରେ ସ୍ୱାଧୀନତା ସଂଗ୍ରାମୀ ପୀଠ ଓ ଘରୁ ଘରୁ ମାଟି ସଂଗ୍ରହ ଅଭିଯାନ କରାଯାଇଛି । ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଭାରତୀୟ ଜନତା…
Read More...

୧୫ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ପଡ଼ିରହିଲା ମହିଳାଙ୍କ ମୃତଦେହ

ବେଲପଡା, (ଅଶୋକ କୁମାର ବାଗ) : ୧୫ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ପଡ଼ିରହିଲା ମହିଳାଙ୍କ ମୃତଦେହ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ମାଲିମୁଣ୍ଡା ଗ୍ରାମରେ । ସୂଚନା ଅନୁସାରେ କିଛି ବର୍ଷ ଆଗରୁ ଗାଁର ବିଭିଷଣ ବାଗ ଏବଂ ସ୍ତ୍ରୀ ଶଙ୍ଖ ବାଗଙ୍କ…
Read More...

ଟିଟିଲାଗଡରେ ୮ ଘଣ୍ଟିଆ ବିଦ୍ୟୁତ କାଟ, ସରକାରୀ ଡାକ୍ତରଖାନାରେ ଜେନେରେଟର ଠିକ ସେ କାମ କରୁନଥିବା ଅଭିଯୋଗ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସରକାରୀ ଡାକ୍ତରଖାନା ଉପରେ ବାରମ୍ବାର କିଛି ନା କିଛି ଅଭିଯୋଗ ହୋଇ ଆସୁଛି । ବୁଧୁବାର ଦିନ ସକାଳ ୮ଟାରୁ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ବିଦ୍ୟୁତ ସରବରାହ ବନ୍ଦ ରହିବ ବୋଲି ବିଦ୍ୟୁତ ବିଭାଗ ପକ୍ଷରୁ ସୂଚିତ କରାଯାଇ ବିଦ୍ୟୁତ କାଟ ହୋଇଛି ।…
Read More...

ବରପାଲିରେ ବ୍ଲକସ୍ତରୀୟ “ସୁରଭି” କାର୍ଯ୍ୟକ୍ରମ

ବରଗଡ, (ନିରୋଜ କୁମାର ପାଣୀ) : ମଙ୍ଗଳବାର ଦିନ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ବରପାଲି ଆନୁକୁଲ୍ୟରେ "ସୁରଭି" ଓ ମିଲେଟସ -୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ମୁକୁନ୍ଦ ମାହାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟଅତିଥି ବ୍ଲକ କୃଷିଅଧିକାରୀ…
Read More...

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଓ ପେନସନଭୋଗୀଙ୍କ ମହଙ୍ଗା ସହାୟତାରେ ବୃଦ୍ଧିକୁ କେନ୍ଦ୍ର କ୍ୟାବିନେଟ୍…

● ଜୁଲାଇ ପହିଲା ୨୦୨୩ ଠାରୁ ପିଛିଲା ଭାବେ ମିଳିବ ମାସିକ ୪% ଅତିରିକ୍ତ ଡିଏ● ୪୮.୬୭ ଲକ୍ଷ ସରକାରୀ କର୍ମଚାରୀ ଓ ୬୭.୯୫ ଲକ୍ଷ ପେନସନଭୋଗୀ ହେବେ ଲାଭାନ୍ୱିତ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ…
Read More...

ରେଳ କର୍ମଚାରୀଙ୍କ ପାଇଁ ୧୯୬୮.୮୭ କୋଟି ଟଙ୍କାର ଉତ୍ପାଦକତା ଭିତ୍ତିକ ବୋନସ (ପିଏଲବି)କୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସମସ୍ତ ଯୋଗ୍ୟ ଅଣଗେଜେଟେଡ୍ ରେଳ କର୍ମଚାରୀ ଯଥା ଟ୍ରାକ୍ ରକ୍ଷଣାବେକ୍ଷଣକାରୀ, ଲୋକୋ ପାଇଲଟ, ଟ୍ରେନ୍ ମ୍ୟାନେଜର (ଗାର୍ଡ), ଷ୍ଟେସନ ମାଷ୍ଟର, ସୁପରଭାଇଜର, ଟେକ୍ନିସିଆନ,…
Read More...