Daily Archives

ଗଞ୍ଜାମରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ମହକ ୨୦୨୩ ଆୟୋଜିତ

ବ୍ରହ୍ମପୁର, ( କେ.ସତ୍ୟନାରାୟଣ ରେଡ୍ଡୀ ) : ଛତ୍ରପୁର ସ୍ଥିତ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ରୂପେ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସ ଉପସ୍ଥିତ ରହି
Read More...

ସଇଁତଲା ନବରାତ୍ର ପୂଜା ଆଳତୀରେ କମ୍ପୁଛି ଦୁର୍ଗା ମଣ୍ଡପ, ମା’ଙ୍କ ଆଳତୀ ଦେଖିବା ପାଇଁ ଶହ ଶହ ଭକ୍ତଙ୍କ ସମାଗମ

ସଇଁତଲା, (ପ୍ରମୋଦ ସେଲମା ) : ବଲାଙ୍ଗିର ଜିଲ୍ଲା ସଇଁତଲା ସହରରେ ଚଳିତ ବର୍ଷ ନବରାତ୍ର ଦୁର୍ଗାପୂଜାକୁ ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ରଜତ ଜୟନ୍ତୀ ପାଳନ କରାଯାଉଛି । ଏହାର ମୁଖ୍ୟ ଆକର୍ଷଣ ସନ୍ଧ୍ୟା ଆଳତୀ ରହିଅଛି । ପୂଜା ଆରମ୍ଭ ଦିନଠାରୁ ସନ୍ଧ୍ୟା ସମୟରେ ଶହ ଶହ ଶ୍ରଦ୍ଧାଳୁ ମା'ଙ୍କ ଦର୍ଶନ
Read More...

ରଜତ ଜୟନ୍ତୀ ସମାରୋହ ଉପଲକ୍ଷେ ସ୍ମରଣିକା ଉନ୍ମୋଚନ

ସଇଁତଲା, (ପ୍ରମୋଦ ସେଲମା ) : ବଲାଙ୍ଗିର ଜିଲ୍ଲା ସଇଁତଲା ସହରରେ ସାର୍ବଜନୀନ ନବରାତ୍ର ଦୁର୍ଗାପୂଜା ଉପଲକ୍ଷେ ରଜତ ଜୟନ୍ତୀ ସମାରୋହ ପାଳନ ଅବସରରେ ସ୍ମରଣିକା ଉନ୍ମୋଚିତ ହୋଇଯାଇଛି । ଏଥିରେ ରଜତ ଜୟନ୍ତୀ କମିଟି ସଭାପତି ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇଙ୍କ ସଭାପତିତ୍ୱରେ
Read More...

ଗଜପତିରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ : ଚାଲିଲା ୩୬ଟି ବସ୍, ଜିଲ୍ଲାର ୭ଟି ବ୍ଲକର ୧୨୬ଟି…

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି । ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ । ଏଥିରେ
Read More...

ଡୁଙ୍ଗୁରିପାଲିରେ ବ୍ଲକସ୍ତରୀୟ ଶିଶୁମହୋତ୍ସବ ସୁରଭି ଓ ମିଲେଟସ୍‌ ପ୍ରତିଯୋଗିତା

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ବ୍ଲକ ସ୍ତରୀୟ ଶିଶୁମହୋତ୍ସବ ସୁରଭି ଓ ମିଲେଟସ୍‌ ପ୍ରତିଯୋଗିତା ଡୁଙ୍ଗୁରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଗଣେଷ କିଷାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଡୁଙ୍ଗୁରିପାଲି ବ୍ଲକ
Read More...

ଗଜବନ୍ଧ କ୍ଲଷ୍ଟରସ୍ତରୀୟ ମାସିକ ସହାଭାଗିତା ବୈଠକ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସରକାରୀ ପ୍ରାଥମିକ ବିଦ୍ୟାଳୟ ପଣ୍ଡରାପାଲି ଠାରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷାଶାସ୍ତ୍ର ସଂଯୋଜକ ଅକ୍ଷୟ ସାହୁ ମୁଖ୍ୟ ଅତିଥିଭାବେ ଯୋଗଦେଇ
Read More...

ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ଦ୍ୱାରା ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାଟଣାଗଡ଼, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍‌ଲ୍ଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ବଡ଼କଲଙ୍ଗାପାଲି ଗ୍ରାମ ଠାରେ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ଦ୍ୱାରା ଏକ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ବଡ଼ ଧୁମ୍‌ଧାମ୍‌ରେ ଅନୁଷ୍ଠିତ ହୋଇଯାଇଛି । ଏହି ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ସରକାରୀ
Read More...

ରୋଟାରୀ କ୍ଳବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ଆରଏଲଆଇ ସ୍ନାତକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ତରଫରୁ ରୋଟାରୀଆନ ମାନଙ୍କ ପାଇଁ ଏକ ନେତୃତ୍ୱ ପ୍ରଶିକ୍ଷଣ ସ୍ନାତକ କାର୍ଯ୍ୟକ୍ରମ ଆରଏଲଆଇ ଅଂଶ ୧ ଓ ଅଂଶ ୩ ବ୍ରାହ୍ମଣୀ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି । ରାଉରକେଲା ଭାଇବ୍ରାଣ୍ଟର ସଭାପତି ରୋଟାରୀଆନ ଗଣେଶ୍ୱର
Read More...

ବିଜେଡିର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଚାଉଲସୁଖା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଧୁମୁଷୁ ଗ୍ରାମରେ ଅବସରପ୍ରାପ୍ତ କମାଣ୍ଡୋ ବିଜେଡି ଯୁବ ନେତା ଗିରିରାଜ ସିଂ ମାଝି ଙ୍କ ନେତୃତ୍ୱ ରେ ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ
Read More...

ମୋବାଇଲ୍ ବ୍ୟବହାରକୁ ନେଇ ନାରୀ ଶକ୍ତି ସଂଗଠନ ତରଫରୁ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମୋବାଇଲ୍ ବ୍ୟବହାର ଦିନକୁ ଦିନ ପିଲା ମାନଙ୍କୁ ତାଙ୍କ ଦୈନନ୍ଦିନ ଜୀବନରେ ଅଳସୁଆ କରି ପକାଉଥିବା ବେଳେ ମାନସିକ ଚାପ ମଧ୍ୟ ସୃଷ୍ଟି କରୁଛି । ମୋବାଇଲର ଅପବ୍ୟବହାର ଯେପରି ନ କରିବେ, ଛାତ୍ରଛାତ୍ରୀମାନେ ନିହାତି ଜାଣିବା ଦରକାର । ସ୍ଥାନୀୟ କଲେଜଛକ ପ୍ରୋଜେକ୍ଟ
Read More...
error: Content is protected !!