ଝାରମୁଣ୍ଡାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ନୂଆଁଖାଇ ଭେଟ୍ଘାଟ୍
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଝାରମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଆହ୍ୱାନ କ୍ରମେ ନୂଆଁଖାଇ ଭେଟ୍ଘାଟ୍ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଭେଟ୍ଘାଟ୍ କାର୍ଯ୍ୟକ୍ରମ ପୂର୍ବରୁ ଗାଁରେ ସାଂସ୍କୃତିକ ଶୋଭାଯାତ୍ରା ହୋଇଥିଲା ।!-->…
Read More...
Read More...